-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ

11-May-2026



ଅତାବିରା(ଆକାଶ ମିଶ୍ର ): ଅଜଣା ବୃଦ୍ଧ ରାଜପଥ ପାର୍ଶ୍ଵରେ ଉପାସ ରେ ନଖାଇ ପିଇ ପଡ଼ିଥିଲେ  ବୃଦ୍ଧଙ୍କୁ ପାଣି ଭାତ, ସବଜି ବିସ୍କୁଟ ଆଣି ଖାଇବାକୁ ଦେଲେ ସାମ୍ବାଦିକ ହୃଷିକେଶ ଖମାରୀ । ଏବେ ବି ଓଡ଼ିଶାର କନା ଅନୁକୋଣରେ ଅନେକ ପରିବାର ନଖାଇବା କୁ ପାଇ ଫୁଟପାଥରେ ବୁଲୁଥବା ଦେଖିବାକୁ ମିଳୁଛି । ଗୋଡ଼ଭଗା ତୁରୁମ ୫୪ ନମ୍ଵର ରାଜ୍ୟ ରାଜପଥ ଦେଶଭଟଲି ଛକ ଠାରେ ଜଣେ ଅଜଣା ବୃଦ୍ଧ ଦିନ ସାରା ତାତି ରେ ରାଜପଥ ପାର୍ଶ୍ଵ ରେ ପଡ଼ିଥିଲେ । ବୃଦ୍ଧ ଙ୍କ ଦେଖି ସମସ୍ତେ ଭୟଭିତ ହୋଇ ଖାଇବାକୁ ଦେବା ପାଇଁ ମଧ୍ୟ ଭୟ କରୁଥିଲେ । ଅଜଣା ବୃଦ୍ଧଙ୍କ ଦେଇ ତଥାକଥିତ ନେତା ମାନେ ଦେଖି ଅଜଣା ଭଳି ଚାଲି ଯାଉଥିଲେ । ହେଲେ ଆଜି ରାତି ପ୍ରାୟ  ୭ଟା ସମୟ ରେ ସାମ୍ବାଦିକ  ହୃଷିକେଶ ଖମାରୀ ଙ୍କ ଦୃଷ୍ଟି ପଡ଼ିଥିଲା । ତୁରନ୍ତ ଅଜଣା ବୃଦ୍ଧଙ୍କୁ ରାସ୍ତା ପାର୍ଶ୍ଵରୁ ଦୁଗ୍ଧ ଉତ୍ପାଦକ ସମିତି ବାରଣ୍ଡାକୁ ଆଣି ପାଣି ବିସ୍କୁଟ ଭାତ  ସବଜୀ ଆଣି ଅଜଣ ବୃଦ୍ଧ ଙ ଖାଇବାରୁ ଦେଇଥିଲେ ।ଖାଇୀ କୁ ଦେଇ ସାରିବା ପରେ ସ୍ଥାନୀୟ ରୁଷୁଡ଼ା ଫାଣ୍ଡି ଓ ଦେଶ ଭଟଲି ସରପଞ୍ଚ  ତକୋ ତଷୋବନ୍ତ ସାହୁଙ ବୃଦ୍ଧଙ୍କ ବିଷୟରେ ସୂଚନା ଦେଇଥିଲେ I ପଞ୍ଚାୟତ, ବ୍ଲକ, ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ଏହି ଅଜଣା ବୃଦ୍ଧଙ୍କ ସଠିକ ଠିକଣା ଖୋଜଖବର କରି ତାଙ୍କ ସଠିକ ସ୍ଥାନକୁ ପହଞ୍ଚାଇ ଦେବା ପାଇଁ ପ୍ରବାସୀ ଦାବୀ କରିଛନ୍ତି । ଯଦି ବୃଦ୍ଧଙ୍କ ପ୍ରତି ପ୍ରଶାସନ ଦୃଷ୍ଟି ନଦେଲେ ପ୍ରଚଣ୍ଡ ଖରାରେ  ବୃଦ୍ଧ ରୋକ ଉପାସ ରେ ପଡ଼ି ରହି ଜୀବନ ମଧ୍ୟ ଚାଲିଯିବା ଭଳି ଘଟଣା ଘଟିପାରେ । ଏଥି ପ୍ରତି ପ୍ରଶାସନ ତୁରନ୍ତ ଦୃଷ୍ଟିଦେଇ ବିହୀନ ପଦକ୍ଷେପକୁ ସାଧାରଣ ରେ ଦାବୀ ହେଉଛି । ସାମ୍ବାଦିକଙ୍କ ପରି ମାନବିକତା ଦେଖାଇ ଥିବାରୁ ତାଙ ସାଧୁବାଦ ଜଣାଇଛନ୍ତି । ଖବର ଲେଖା ହେବା ସୁଦ୍ଧା ରାତି ୯ଟା ୫୫ମିନିଟ ପଯ୍ୟନ୍ତ ପୋଲିସ ପ୍ରଶାସନ କି ଜନପ୍ରତିନିଧି ପହଞ୍ଚି ନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like