-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||     

HOME   ଜିଲ୍ଲା

*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*

11-May-2026



ନବରଙ୍ଗପୁର ( ପ୍ରିୟଦର୍ଶିନୀ ପାତ୍ର)
ଡ଼ାବୁଗାଁ ପଞ୍ଚାୟତ ସମିତି  ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ  ଡ଼ ପ୍ରମୋଦ କୁମାର ପୃଷ୍ଟି ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବିଡିଓ ସମୀର କୁମାର ପାତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ୪ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026

You Might Also Like