-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||     

HOME   ଜିଲ୍ଲା

ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ

11-May-2026



(ରଂଜିତ ମହାନ୍ତି )ପଲ୍ଲୀ ବିକାଶରେ ପ୍ରତିଭାର ସ୍ୱର ମାଧ୍ୟମରେ ଭୁରୁଗାଁ ଗ୍ରାମର ବରିଷ୍ଠ ନାଗରିକ ମାନଙ୍କୁ  ସମ୍ମାନ ଦେବା ପାଇଁ ଚଳିତ ବର୍ଷ ଉପେନ୍ଦ୍ରନାଥ ସାଂସ୍କୃତିକ ପରିଷଦ, ବରୀ ପକ୍ଷରୁ ଏହାର ବାର୍ଷିକ ଉତ୍ସବ ଅବସରରେ  ସାମୂହିକ ପ୍ରତିଭା  ସମ୍ମାନ ପ୍ରଦାନ ମହାସମାରୋହରେ ରବିବାର ଭୁରୁଗା ରେ ଅନୁଷ୍ଠିତ ହୋଇ ଯାଇଅଛି।ଯାଜପୁର ସାଂସଦ ଡ଼କ୍ଟର ରବୀନ୍ଦ୍ର ନାରାୟଣ ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିବା ସହ ସ୍ବର୍ଗତ ଉପେନ୍ଦ୍ରନାଥ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ପ୍ରଦାନ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ଅନୁଷ୍ଠାନ ସଭାପତି ଡାକ୍ତର ରାଜକିଶୋର ପଣ୍ଡା ଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ସମ୍ଭର୍ଦ୍ଧନା ପର୍ବରେ ବିଶିଷ୍ଟ ଶିକ୍ଷାବିତ ସୀତାକାନ୍ତ ପଣ୍ଡା, ବିଜୟ କୁମାର ଦାଶ, ସୁବାସ ବିଶ୍ୱାଳ, ଗଗନ ବିହାରୀ ଜେନା ପ୍ରମୁଖ ମଞ୍ଚାସୀନ ରହି ପ୍ରତିଭା ସମ୍ମାନ ରେ ସହଯୋଗ କରିଥିଲେ।ନିଜ ପିତା ସ୍ବର୍ଗତ ଉପେନ୍ଦ୍ରନାଥ ଙ୍କ ମାର୍ଗରେ ସତ ପଥରେ ସେ ସର୍ବଦା ନିଜ କର୍ତ୍ତବ୍ୟ ସମ୍ପାଦନ କରିଚାଲିଛନ୍ତି ଓ ଆଗକୁ କରି ଚାଲିବେ ବୋଲି ନିଜ ଅଭିଭାଷଣ ରେ ପ୍ରକାଶ କରୁଥିଲେ ଡାକ୍ତର ପଣ୍ଡା। ଏହି ଗାଁ ର ବିକାଶ ର ସାରଥୀ ଗ୍ରାମବାସୀ ଓ ଆଗକୁ ଆହୁରି ବିକାଶ ହେବ ବୋଲି ଡାକ୍ତର ପଣ୍ଡା ମତବ୍ୟକ୍ତ କରିଥିଲେ।ଏହି କାର୍ଯ୍ୟକ୍ରମରେ ଶତାଧିକ
 ବରିଷ୍ଠ ନାଗରିକ ମାନଙ୍କୁ ପ୍ରାରମ୍ଭିକ  ପର୍ୟାୟରେ ନାଗରିକ ସମ୍ମାନ ପ୍ରଦାନ କରାଯାଇଅଛି, ଆଗାମୀ ଦିନରେ ଏହାକୁ ବ୍ୟାପକ କରାଯିବ ବୋଲି ଡାକ୍ତର ପଣ୍ଡା କହିଛନ୍ତି।
ଅନ୍ୟ ମାନଙ୍କ ମଧ୍ୟରେ ଡାକ୍ତର ପଣ୍ଡାଙ୍କ କନିଷ୍ଠ ଭ୍ରାତା    , ପୁତ୍ର ବଧୂ, ଝିଅ ଓ ପରିବାର ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମକୁ ସମାଜସେବୀ ସତ୍ୟରଞ୍ଜନ କର ପରିଚାଳନା କରୁଥଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026

You Might Also Like