-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଇଚ୍ଛା ମୃତ୍ୟ ଆବେଦନକାରୀ ଚାଷୀ ରୋହିତ ଭୋଇ ଙ୍କୁ ଭେଟିଲେ ବିଜେଡି ନେତ୍ରୁ ମଣ୍ଡଳୀ

12-May-2026



ବରଗଡ଼(ତୁଳସୀ ଚରଣ ଦାଶ): ରାଜ୍ୟ ସରକାର ଓ ବରଗଡ଼ ଜିଲ୍ଲା ର ବିଧାୟକ ମାନେ ବରଗଡ଼ ଜିଲ୍ଲା ରେ ଚାଷୀ ଖୁସ ଥିବା କହି ବାରମ୍ବାର ଢୋଲ ପିଟି ଆସୁଥିବା ବେଳେ ଭେଡେନ ବ୍ଲକ ତାଳମେଣ୍ଡା ଗ୍ରାମ ର ଚାଷୀ ରୋହିତ ଭୋଇ ନିଜ କଷ୍ଟ ଉପାର୍ଜିତ ଧାନ ବିକ୍ରି କରି ନ ପାରି ଇଚ୍ଛା ମୃତ୍ୟୁ ପାଇଁ ଜିଲ୍ଲା ପ୍ରଶାସନ ପାଖରେ ଗୁହାରି କରିବା ଭଳି ହୃଦୟ ବିଦାରକ ଓ ଦୁଃଖଦ ଘଟଣା  ଖବର ପାଇ ବରଗଡ଼ ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ମହାପାତ୍ର ,ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେଡି ବରିଷ୍ଟ ସାଧାରଣ ସମ୍ପାଦକ ଦେବେଶ ଆଚାର୍ଯ୍ୟ ,ବିଜେଡି ରାଜ୍ୟ ପରିଷଦ ସଦସ୍ୟ ଗୌର ହରି ମିଶ୍ର,ଭେଡେନ ବ୍ଲକ ବିଜେଡି ସଭାପତି ହରିଶଙ୍କର ବେହେରା,ସ୍ଥାନୀୟ ଜିଲ୍ଲା ପରିଷଦ ସଦସ୍ୟା ପଦ୍ମିନୀ ଗଡତିଆ  ପୂର୍ବ ତନ ସରପଞ୍ଚ ବିଜୟ ଭୋଇ ପୁଷ୍ପ ଦାସ ପ୍ରମୁଖ ଏକ ପ୍ରତିନିଧି ମଣ୍ଡଳୀ ଚାଷୀ ରୋହିତ ଭୋଇ ଙ୍କ ତଲମେଣ୍ଡା ସ୍ଥିତ ଘରକୁ ଯାଇ ଭେଟି ଥିଲେ ।ତାଙ୍କ ୯୦ ବର୍ଷୀୟା ମାତା ଶଯ୍ୟାଶାୟୀ ଥିବା ବେଳେ ତାଙ୍କ ପାଇଁ ଔଷଧ କିଣି ପାରୁ ନ ଥିବା ବେଳେ ବୃଦ୍ଧ ମାତା ପିତା ଠିକ୍ ସମୟ ରେ ବାର୍ଦ୍ଧକ୍ୟ ଭତ୍ତା ପାଇ ପାରି ନ ଥିବା କୋହ ଭରା କଣ୍ଠ ରେ କହିଥିଲେ ।ଏଥି ସହିତ ଧାର କରଜ କରି ଚାଷ କରିଥିବା ବେଳେ ଧାନ ବିକ୍ରୟ କରି ନ ପାରିବାରୁ ନିଜକୁ ଅସହାୟ ମନେ କରି ଭାଙ୍ଗି ପଡିଥିବା ରୁ ବିଜେଡି ନେତ୍ରୁ ମଣ୍ଡଳୀ ତାଙ୍କୁ ସମବେଦନା ଜ୍ଞାପନ କରିବା ସହ ଧୈୟ୍ଯ ଧରିବା ପାଇଁ ବୁଝାଇଥିଲେ ।ବିଜେଡି ଚାଷୀ ମାନଙ୍କ ଦୁଃଖସୁଖ  ସହିତ ଜଡ଼ିତ ଅଛି ଏବଂ ଆଗକୁ ମଧ୍ୟ ରହିବ ବୋଲି ଉଲ୍ଲେଖ କରି ବିଜେଡି ଏ ବିଷୟ ରେ ଜିଲ୍ଲା ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରି ଚାଷୀ ଙ୍କୁ ନ୍ୟାୟ ପ୍ରଦାନ ପାଇଁ ଲଢେଇ କରିବ ବୋଲି ଚାଷୀ ରୋହିତ ଙ୍କୁ ଆଶ୍ଵାସନା ପ୍ରଦାନ କରିଛି । 
        --------×××--------


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like