-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଜୀବନୀ ସମ୍ବନ୍ଧରେ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟର ପ୍ରତିବାଦ କଲା ବିଜେଡି

12-May-2026



ବରଗଡ଼(ତୁଳସୀ ଚରଣ ଦାଶ):  ଭାରତ ର ସ୍ଵାଧୀନତା ସଂଗ୍ରାମ ରେ ବରଗଡ଼ ମାଟିର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିବା ବେଳେ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଓଡ଼ିଶା ସରକାରଙ୍କ ଦ୍ଵାରା  ୭ ସପ୍ତମ ଶ୍ରେଣୀ ପାଇଁ ପ୍ରକାଶିତ " ପାଠ୍ୟ ପୁସ୍ତକ ସାହିତ୍ୟ ସୁମନ"ରେ ବିପ୍ଳବୀ ତଥା ସ୍ଵାଧିନତା ସଂଗ୍ରାମୀ ମାଧୋ ସିଂ ଓ ତାଙ୍କ ପରିବାର ବର୍ଗ ଙ୍କ ବଳିଦାନ ଓ ଜୀବନୀ ଉପରେ ଭୁଲ ତଥ୍ୟ ଉଲ୍ଲେଖ ରହିଥିବା ଘଟଣାକୁ ବରଗଡ଼ ଜିଲ୍ଲା ବିଜେଡି ପକ୍ଷରୁ ଦୃଢ଼ ନିନ୍ଦା କରାଯିବା ସହିତ ଏହି ବିଷୟକୁ ତୁରନ୍ତ ସଂଶୋଧନ କରାଯାଉ ବୋଲି ଦାବି କରିଛି ।ଏଥି ସହିତ ଆମ ଅଞ୍ଚଳ ର ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଐତିହାସିକ ତଥ୍ୟ ସମ୍ବନ୍ଧ ରେ ଅବଗତ ଥିବା ଐତିହାସିକ ବ୍ୟକ୍ତି ବିଶେଷ ଙ୍କ ସହ ଯୋଗସୂତ୍ର ରକ୍ଷା କରି ଛାତ୍ର ଛାତ୍ରୀ ଙ୍କ ପାଠ୍ୟ ପୁସ୍ତକ ରେ ନିର୍ଭୁଲ ତଥ୍ୟ  ସ୍ଥାନିତ କରନ୍ତୁ ବୋଲି ଉଲ୍ଲେଖ କରିଛି ।ତେବେ ରାଜ୍ୟ ସରକାର ସହିଦ ଙ୍କ ଜୀବନୀ ସମ୍ବନ୍ଧ ରେ ଭୁଲ ତଥ୍ୟ ପ୍ରଦାନକରି ସହିଦ ଙ୍କୁ ଅପମାନିତ କରିଥିବାରୁ ସର୍ବ ସମ୍ମୁଖ ରେ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ମଧ୍ୟ ଦାବି କରିଛି ।ଏହି ଅବସର ରେ ବରଗଡ଼ ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ମହାପାତ୍ର, ପୂର୍ବତନ ମନ୍ତ୍ରୀ ରୀତା ସାହୁ,ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ,ପୌର ଅଧ୍ୟକ୍ଷା କଳ୍ପନା ମାଝୀ, ଉପାଧ୍ୟକ୍ଷ ରାଜେଶ ଅଗ୍ରୱାଲ,ବରିଷ୍ଠ ବିଜେଡି ନେତା ଗୌର ହରି ମିଶ୍ର, କିଶୋର ମିଶ୍ର,ସୁବ୍ରତ ସିଂ,ପ୍ରଦ୍ୟୁମ୍ନ ତ୍ରିପାଠୀ,ବିକ୍ରମ ସିଂ ଅନୁପ ଶତପଥୀ, ପ୍ରଫୁଲ୍ଲ କୁମାର ନାଏକ ,ଗଣତନ୍ତ୍ର ପ୍ରଧାନ,ଦୟାନିଧି ପଟେଲ,ସୁନନ୍ଦା ପଣ୍ଡା,ଦିଲ୍ଲୀପ ପ୍ରଧାନ,ଆନନ୍ଦ ଖମାରୀ,ମଧୁ ପ୍ରଧାନ,ରୋଷନ୍ ପ୍ରଧାନ,ଜନକ ଅଗ୍ରୱାଲ,ଉମାଚରଣ ରାଉତ,କରନ ସିକନ୍ଦର, ଟିକେତ ମହତ୍ତମ୍,ଏମ ଡି ଜମିର,ସମୀର ବାରିକ ,ଦୟାନିଧି ପଟେଲ
ପ୍ରମୁଖ ବିଜେଡି ପ୍ରତିନିଧି ମଣ୍ଡଳୀ  ବରଗଡ଼ ଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝି ଙ୍କ ଉଦ୍ଦେଶ୍ୟ ରେ ଏହି ମର୍ମ ରେ ଦାବି ପତ୍ର ପ୍ରଦାନ କରିଛନ୍ତି ।ତେବେ ବିଦ୍ୟାଳୟ ଗଣ ଶିକ୍ଷା ବିଭାଗ ସପ୍ତମ ଶ୍ରେଣୀ ପାଠ୍ୟ ପୁସ୍ତକ ରେ ସହିଦ ମାଧୋ ସିଂ ଙ୍କ ଜୀବନୀ ରେ ରହିଥିବା ତ୍ରୁଟି କୁ ତୁରନ୍ତ ସଂଶୋଧନ କରି ସଠିକ୍ ତଥ୍ୟ ସ୍ଥାନୀତ କରନ୍ତୁ ।ତ୍ରୁଟି ଯଦି ନ ସୁଧରାନ୍ତି ତାହେଲେ ଆଗାମୀଦିନ ରେ ବିଜେଡି ପକ୍ଷରୁ ଆନ୍ଦୋଳନ କୁ ଆହୁରି ତୀବ୍ରତର କରାଯିବ ବୋଲି ବିଜେଡି ପକ୍ଷରୁ ଚେତାବନୀ ଦିଆ ଯାଇଛି । 
        --------×××--------


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like