-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଅପରାଧ

ଜେଲରେ ଲଭ୍, ସେକ୍ସ ଓ ଧୋକା !

07-Feb-2021



ବଲାଙ୍ଗିର(ପ୍ରେରଣା ଖବର): ଜେଲରେ ଲଭ୍, ସେକ୍ସ ଓ ଧୋକା । ଏମିତି ଏକ ସଂଗିନ୍ ଅଭିଯୋଗ ଆସିଛି ବାଲଙ୍ଗିର ଜିଲ୍ଲା ଟିଟିଲାଗଡ଼ ଉପଖଣ୍ଡ କାରାଗାରରୁ। ଉଦବେଗର କଥା, କଡ଼ା ସୁରକ୍ଷା ଏବଂ ଉଭୟ ପୁରୁଷ ଓ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଭିତରେ ପ୍ରେମ, ଶାରୀରିକ ସଂପର୍କ ଓ ପ୍ରତାରଣା ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକାରିଣୀ ପୀଡ଼ିତା ପାରିବାରିକ କଳହରୁ ଜେଲ୍ ଯାଇଥିଲେ। ଜେଲରେ ୫୦ ଦିନର ରହଣି ଭିତରେ ଜିଏସଟି ଠକେଇ ମାମଲାରେ ବନ୍ଦୀ ଥିବା ତୀର୍ଥଙ୍କର ପଟେଲ ଓରଫ ପପୁଙ୍କ ସହ ପ୍ରଥମେ ସାକ୍ଷାତ ଓ ପରେ ପ୍ରେମ ହୋଇଥିଲା। ଏପରିକି କିଛି ଜେଲ୍ କର୍ମଚାରୀଙ୍କ ସହାୟତାରେ ପପୁ ମହିଳା ସେଲକୁ ଆସି ତାଙ୍କୁ ନିୟମିତ ଦେଖା କରିବା ପରେ ଏ ସଂପର୍କ ଗାଢ଼ ହୋଇଥିଲା। ଜେଲରୁ ବାହାରିବା ପରେ ବିବାହର ପ୍ରତିଶ୍ରୁତି ଦେଇ ପପୁ ତାଙ୍କ ସହ ଶାରୀରିକ ସଂପର୍କ ମଧ୍ୟ ରଖିଥିଲେ ଏବଂ ଏହା ମଧ୍ୟ ଜେଲ୍ କର୍ମଚାରୀଙ୍କ ଜ୍ଞାତସାରରେ ହେଉଥିଲା ବୋଲି ପୀଡ଼ିତା ଅଭିଯୋଗ କରିଛନ୍ତି। ଅଭିଯୋଗକାରିଣୀଙ୍କ କହିବା ଅନୁସାରେ, ଦେଢ଼ ମାସ ତଳେ ଜାମିନରେ ମୁକୁଳିବା ପରେ ବି ସେ ନିୟମିତ ଜେଲକୁ ଆସି ପପୁଙ୍କୁ ଦେଖା କରିବାକୁ ଆସିଲେ। ତେବେ କିଛି ଦିନ ତଳେ ପପୁ ତାହ୍କୁ ଚିହ୍ନି ନାହାନ୍ତି ବୋଲି କହିଥିବା ପୀଡ଼ିତା ଟିଟିଲାଗଡ଼ ଥାନାରେ ଅଭିଯୋଗ କରିଛନ୍ତି।

ଜେଲ୍ ଭିତରେ କେମିତି ହୋଇଥିଲା ପ୍ରେମ, ଶାରୀରିକ ସଂପର୍କ ପାଇଁ କିପରି ମିଳୁଥିଲା ସୁଯୋଗ, ସେ ସମ୍ପର୍କରେ ଅଭିଯୋଗ ପତ୍ରରେ ବିସ୍ତୃତ ତଥ୍ୟ ରଖିଛନ୍ତି ଅଭିଯୋଗକାରିଣୀ। ଏତଲା ରଖିବା ପରେ ପୁଲିସ ପୀଡ଼ିତା ଡାକ୍ତରୀ ମାଇନା କରି ତଦନ୍ତ ଆରମ୍ଭ କରିଛି। କିନ୍ତୁ ପୁଲିସ କି ଜେଲ ଅଧିକାରୀ, ଏନେଇ କୌଣସି ପ୍ରତିକ୍ରିୟା ଦେଇନାହିଁ। ଯଦି ଏପରି ଅଭିଯୋଗ ସତ ହୋଇଥାଏ, ତେବେ ଏହା ଟିଟିଲାଗଡ଼ ଜେଲର ଆଭ୍ୟନ୍ତରୀଣ ସୁରକ୍ଷା ପ୍ରତି ଅଙ୍ଗୁଳି ଉଠାଇବ ନିଶ୍ଚୟ। ପ୍ରଶ୍ନ ଉଠିବ, ଏଥିପାଇଁ ହୁଗୁଳା ବ୍ୟବସ୍ଥା ଦାୟୀ ନୁହେଁ କି ? ଏ ନେଇ ଜେଲ୍ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ, କାହିଁକି ?


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like