-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ

12-May-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନୁନିଆପାଲି ଗ୍ରାମ ପଞ୍ଚାୟତ ଖଲିଆପାଲି ଗ୍ରାମ ଆମ୍ବ ବଗିଚା ରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଆଗଲପୁର ମଣ୍ଡଳ ଜୋନ ୧ ରେ ବଲାଙ୍ଗୀର ଜିଲ୍ଲା ଯୁବମୋର୍ଚ୍ଚା ଙ୍କ ନିର୍ଦ୍ଦେଶକ୍ରମେ ଏକ ମଣ୍ଡଳ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ବି ଜେ ପି ର ବରିଷ୍ଟ କର୍ମୀ ପାଣ୍ଡବ ପୁଟେଲ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଅମରଜିତ୍ ପଟେଲ , ଜିଲ୍ଲା ଯୁବ ମୋର୍ଚ୍ଚା ସମ୍ପାଦକ ରାଜେଶ୍ ସାହୁ , ଆଗଲପୁର ମଣ୍ଡଳ ସଭାପତି ହିମାଂଶୁ ସାହୁ , ବିଧାୟକ ଙ୍କ ଆଗଲପୁର ପ୍ରତିନିଧି ପିତାମ୍ବର କଣ୍ଟା ଏବଂ ସମସ୍ତ କର୍ମକର୍ତ୍ତା ଙ୍କ ଉପସ୍ଥିତି ରେ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଶ୍ରୀ ଶୁକେସ ଥପ୍ପା ଙ୍କୁ ଆଗଲପୁର ମଣ୍ଡଳ ର ଯୁବ ମୋର୍ଚ୍ଚା ସଭାପତି ଭାବେ ଚୟନ କର।ଯାଇଛି । ଏହାସହ ଉପ ସଭାପତି ଭାବେ ରାଜୀବ ଲୋଚନ ଭୋଇ, ଦେବାନନ୍ଦ ସାହୁ , ଲୋକେଶ୍ୱର୍ ପ ଟେ ଲ , , ସାଧାରଣ ସମ୍ପାଦକ ଭାବେ ଡିଙ୍ଗର ଜାଲ , ବାବୁଳୁ ସାହୁ ଏବଂ ସମ୍ପାଦକ ଭାବେ ଘନଶ୍ୟାମ ଭୋଇ , ପ୍ରେମାନନ୍ଦ ପଧାନ, ଲଳିତ ମେହେର  ଏବଂ କୋଷାଧ୍ୟକ୍ଷ ଭାବେ ସମୀର ବାରିକ ଙ୍କୁ ଚୟନ କରାଯାଇ ଥିବା ବେଳେ ଆଉ 12 ଜଣ କମିଟି ରେ ଚୟନ କରାଯାଇଛି l ଆଜିର କାର୍ଯ୍ୟକ୍ରମ ରେ ତୃଣମୂଳ ସ୍ତରରୁ ଦଳ କୁ ସାଂଗଠାନିକ ସ୍ଥିତି କୁ ସୁଦୃଢ କରିବା ସହିତ ଗୋଷ୍ଠୀ କନ୍ଦଳ ଦ୍ଵନ୍ଦ ନ ରଖି ସମସ୍ତେ ଏକତା ହୋଇ ପ୍ରଗତି ପଥରେ କାର୍ଯ୍ୟ କରିବା ପାଇଁ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଆହ୍ବାନ ଦେଇଥିଲେ ଓ ଏହା ସହିତ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ କର୍ମ କର୍ତ୍ତା ଙ୍କୁ ପ୍ରେରଣା ଦେଇ ଥିଲେ । ଏହି ପରି 2 ନମ୍ବର ଜୋନ ରେ ଧୀରେ ନ ପ ଟେ ଲ ଯୁବ ମୋର୍ଚ୍ଚା ସଭାପତି ଭାବରେ ଚୟନ କରାଯାଇ ଥିବା ଦଳ ସୂତ୍ରରୁ ପ୍ରକାଶ । ଆଜିର କାର୍ଯ୍ୟ କ୍ରମ ରେ ସିଭିଲ ସାହୁ , ଉତ୍ତମ ନାୟକ , ପାଣ୍ଡବ ପୁ ଟେ ଲ , ସୁରଥ ଗଡ ତି ୟା , ଦୁଃଖ ନ।ସନ୍ ପ ଧାନ , ମଣ୍ଟୁ ସାହୁ , ଠାକର  ବରିହା , ସୁବାସ ଗଡ ତି ଆ , ନିମାଇଁ ପ ଧାନ ପ୍ରମୁଖ ଶତାଧିକ କର୍ମୀ ଉପସ୍ଥିତ ଥିଲେ । ଶେଷରେ ସଭାପତି ପାଣ୍ଡବ ପୁ ଟେ ଲ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like