-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର

12-May-2026



କଟକ(ତପନ ମହାନ୍ତି): ବାରଙ୍ଗ ଥାନା ମୁଣ୍ଡଳୀ ବ୍ୟାରେଜ ନିକଟରେ ସାନମୁଣ୍ଡଳୀ ଗ୍ରାମର କାହ୍ନୁ ଦଳାଇ ନାମକ ଯୁବକଙ୍କୁ ଆକ୍ରମଣ ।ଯୁବକ ଜଣଙ୍କ ଛକରେ ଦହିବରା ଖାଉଥିବା ବେଳେ ୬ ଜଣ ଦୁର୍ବୃତ୍ତ ୨ଟି ବାଇକରେ ଆସି ଖଣ୍ଡାରେ ଆକ୍ରମଣ କରିଥିଲେ। ଘଟଣା ସ୍ଥଳରେ କାହୁଁ ଦଳାଇକୁ ବଞ୍ଚାଇବାକୁ ଯାଇ ଦହିବରା  ଦୋକାନୀ ଓ ପାନଦୋକାନି ଆହତ ହୋଇଛନ୍ତି । ଯୋନ-୪ ଏସିପି ଓ ବାରଙ୍ଗ ଥାନା ଆଇଆଇସି ଘଟଣା ସ୍ଥଳରେ ପହଞ୍ଚି ଘଟଣା ତଦନ୍ତ ଜାରି ରଖିଛନ୍ତି । ମୁଣ୍ଡଳୀ ଗୋଟିଏ ସବୁବେଳେ ଜନଗହଳି ପୂର୍ଣ୍ଣ ଅଂଚଳ  ବ୍ୟାରେଜ ଛକ ସବୁବେଳେ ଲୋକଙ୍କ ଯାତାୟାତ ଥାଏ । ଦିନ ସାଢେ ୧୨ ଟା ସମୟରେ ଘଟଣା ଘଟିଛି ବୋଲି ଅଞ୍ଚଳବାସୀ କୁହନ୍ତି । ଗୋଟିଏ ବାଇକରେ ୩ ଜଣ ଯୁବକ ଓ ଆଉ ଏକ ଅନ୍ୟ ବାଇକରେ ୩ ଜଣ ଯୁବକ ଆସି ବିଚି ବଜାର ଉପରେ ଆକ୍ରମଣ କରିଥିଲେ । କେହି କିଛି ବୁଝିବା ପୂର୍ବରୁ କାହ୍ନୁ ଦଳାଇ  ଉପରେ ଅତର୍କିତ ଆକ୍ରମଣ କରିଥିଲେ । ପାଖରେ ଥିବା ଦହିବରା ଦୋକାନୀ ଓପାନଦୋକାନି  ଦୁଇଜଣ ଯାକ କାହ୍ନୁ ଦଳାଇକୁ ବଞ୍ଚାଇବାକୁ ଯାଇ ସେ ମଧ୍ୟ ଆକ୍ରମଣ ର ଶିକାର ହୋଇଥିଲେ ଯେଉଁ ମାନେ ୩ ଜଣ ଆକ୍ରମଣର  ଶିକାର ହୋଇଥିଲେ ତାଙ୍କ ମଧ୍ୟରୁ ଜଣେ ସାମାନ୍ୟ ଆଘାତ ର ଶିକାର ହୋଇ ସିଏ ତାଙ୍କ ଘରକୁ ଚାଲିଯାଇଥିଲେ ।ଯେଉଁ ୩ ଜଣ ଆକ୍ରମଣ ର ଶିକାର ହୋଇଥିଲେ ଜଣେ ଘରକୁ ଚାଲିଯାଇଥିଲା ବେଳେ  କାହ୍ନୁ ଦଳାଇ ସାନ ମୁଣ୍ଡଳୀ ଗାଁ ର ତାଙ୍କୁ ଛାଡିଦେଲେ ଜଣେ ପାନଦୋକାନି ତାଙ୍କ ନା ଅମିତ କୁମାର ଲେଙ୍କା ଓ ଅନ୍ୟଜଣେ ହେଉଛି ରଞ୍ଜନ କୁମାର ରାଉତ ଦହିବରା ଦୋକାନୀ ଘଟଣା ସ୍ଥଳରେ ପୋଲିସ ପହଁଚି ଅନୁସନ୍ଧାନ ଚଳାଇଛି । ଯେଉଁମାନେ ପତକ୍ଷଦଶୀ ଅଛନ୍ତି ସେମାନଙ୍କ ବୟାନ ରେକର୍ଡ କରିବା ସହ ନିକଟରେ ଥିବା ସିସିକ୍ୟାମେରା ପୋଲିସ ଯାଞ୍ଚ କରିବ ବୋଲି ସୂଚନା ମିଳେ । ଯାହା ଆଲୋଚନା ହେଉଛି  ମଦ ବ୍ୟବସାୟୀ କୁ ନେଇ ପୂର୍ବ ଶତ୍ରୁତା ଥିଲା । କାହ୍ନୁ ଦଳାଇ  ସେହି ଦୁବୃତ ମାନଙ୍କ ସାଥିରେ ଥାଇ ପାରିଥାଏ ବୋଲି କୁହାଯାଉଛି । କାହ୍ନୁ ଦଳାଇ ପେଟରେ ଗୁରୁତର  ଆଘାତ ଲାଗିଥିବାରୁ କଟକ ଏସସିବି ମେଡ଼ିକାଲ ଚିକିତ୍ସା ହେଉଥିବା ବେଳେ ଅନୀଲ କୁମାର ଲେଙ୍କା ତାଙ୍କ ହାତରେ ଖଣ୍ଡା ଚୋଟ ଲାଗିଛି । ଏବଂ ରଞ୍ଜନ କୁମାର ରାଉତ  ଦହିବରା ବ୍ୟବସାୟ ତାଙ୍କର ମଧ୍ୟ ପେଟରେ ଆଘାତ ଲାଗିଛି ।୩ ଜଣକୁ ଏସସିବି ମେଡ଼ିକାଲ  ଆଶୁଚିକିସ୍ଥା ବିଭାଗରେ ଚିକିତ୍ସା ରଖି ଚିକିତ୍ସା କରାଯାଉଛି । ଘଟଣା ସ୍ଥଳରେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ରହି ତଦନ୍ତ ଚଳାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like