-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

*ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-

12-May-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ହଁ ବନ୍ଧୁଗଣ ଦିନ ଥିଲା ରେଡିଓ ଆମ ସମସ୍ତ ଙ୍କ ସାଥୀ ଥିଲା l ସେଦିନ ର ସକାଳ ପାହିଲେ ବନ୍ଦେ ମାତରଂ ର ସୁମଧୁର ଗୀତ ହେଉ ବା ରୁମକୁଝୁମାନା ର ଗୀତ, ବିନାକା ଗୀତ ମାଲା ର ଚିତାକର୍ଷକ ଗୀତ ହେଉ, ପୁଣି ଆକାଶ ବାଣୀ ସମ୍ବଲପୁର ଖବର ପଢୁଛନ୍ତି ଉପେନ୍ଦ୍ର କୁମାର ପାହାଡ ସିଂ.. ଆହା କେତେ ମଧୁର ସ୍ମୃତି ..ପୁଣି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ମନ୍ କି ବାତ, ରେଡିଓ ସହିତ ଆମ ବନ୍ଧୁତା ର କଥା କେମିତି ଭୁଲି ହେଵ ? ମୋର ପାଖରେ ଥିବା ଏକ ପୁରୁଣା, ମାତ୍ର ମୋର ବାପା ଙ୍କ ସତେଜ ସ୍ମୁତି ବହନ କରୁଥିବା ଏକ ରେଡିଓ, ଯାହା ଗୃହ ଗଣନା ରେ ଆସିଥିବା ସୁପର୍ ଭାଇଜର ଜୟନ୍ତୀ ମେହେର ଓ ଏନ୍ୟୁ ମେରେଟର ମମତା ଶତପଥି, ମଧୁମିତା ମିଶ୍ର, ଅଜୟ ବେହେରା ଓ ..... ମେଡମ ଙ୍କ ୨୬ ନମ୍ବର ରେଡିଓ ସମ୍ପର୍କିତ ପ୍ରଶ୍ନରେ ମତେ ଏଇ ରେଡିଓ କୁ ଦେଖିବା ରୁ ଭାବ ବିହ୍ବଳ କରିଦେଲା l ଗୃହ ଗଣନା କାର୍ଯ୍ୟ ରେ ଆସିଥିବା ମେଡମ ମାନେ ମୋର ବାପା ଙ୍କ ଏ ସ୍ମୃତି କୁ ଆହୁରି ଗଭୀର କରୁଥାନ୍ତି ଆଉ... ମୁଁ ବି ଖୁସି ରେ କେତେ ସ୍ମୃତି ର କଥା ବଖାଣୁ ଥାଏ l ଜ୍ୟେଷ୍ଠ ମାସ ର ପ୍ରଚଣ୍ଡ ଖରା ରେ ଯେଉଁଠି ମଣିଷ ଘରୁ ବାହାରିବା ପାଇଁ ଇଚ୍ଛା କରୁନି, ଗୃହ ଗଣନା ଦାୟିତ୍ୱ ରେ ଥିବା ସୁପର ଭାଇଜର ଓ ଏନୂ ମେରେଟର ଦିଦି ମାନଙ୍କ କର୍ତ୍ତବ୍ୟ ଦେଶ ପ୍ରୀତି ର ଉଦାହରଣ ସୃଷ୍ଟି କରୁଛି l ସେମିତି କ୍ଷେତ୍ର ରେ କାମାକ୍ଷା ନଗର ରେ ଜନ ଗଣନା ଗୃହ ଗଣନା ଅଧିକାରୀ ଙ୍କୁ ମାଡ଼ ମାରିବା, ସେମାନଙ୍କ ଗାଡ଼ି ଭାଙ୍ଗିବା ଘଟଣା  ଦେଶ ଦ୍ରୋହୀ ର ବାର୍ତ୍ତା ଦେଉଛି l କିଛି ସମୟ ଏ ଶିକ୍ଷକ ମାନଙ୍କ ସହିତ ବସିବା ଚା ପିଇବା ଭଲ ମନ୍ଦ ବୁଝିବାର ଏ ସୁଯୋଗ ଜଣେ ଜଣେ ଭଲ ମଣିଷ ସ୍ନେହୀ ମଣିଷ ମାନେ ହିଁ ପାଇ ଥାଆନ୍ତି l ଭାରି ଖୁସି ଲାଗିଲା l ମୋ ଜୀବନ ର ରେଡିଓ ସହିତ ମୋ ବାପା ଙ୍କ ସ୍ମୃତି ଓ ଗୃହ ଗଣନା ଶିକ୍ଷୟତ୍ରୀ ମାନେ ଉଜ୍ଜୀବିତ କରି ଥିବାରୁ ଜୟନ୍ତୀ ଦିଦି, ମମତା ଦିଦି  , ମଧୁମିତା ଦିଦି ଓ ଅନ୍ଯ ଶିକ୍ଷକ ଶିକ୍ଷୟିତ୍ରୀ , ପୌର ପରିଷଦ କର୍ମଚାରୀ ଙ୍କୁ ଅଶେଷ କୃତଜ୍ଞତା ଜ୍ଞାପନ କରୁଛି l ସମାଜ ଗଠନ ଓ ଏକ ସୂ ଦୃଢ଼ ଦେଶ ଗଠନ ପାଇଁ ଉତ୍ସର୍ଗୀକୃତ ସେବା କାର୍ଯ୍ଯ କରୁଥିବା ଏ ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ସଫଳତା କାମନା କରୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like