-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର

12-May-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରିବା ନିମନ୍ତେ ଏକ ପ୍ରୟୋଗାତ୍ମକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା।
ଏହି ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରରେ ଓଡ଼ିଆ ଭାଷା ପ୍ରତିଷ୍ଠାନର ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ, ଡ଼. ସଞ୍ଜୟ କୁମାର ପଣ୍ଡା ଏବଂ ଡ଼. ରମେଶ ଚନ୍ଦ୍ର ମଲ୍ଲିକ ସମ୍ବଳ ବ୍ୟକ୍ତିତ୍ୱ ଭାବେ ଉପସ୍ଥିତ ରହି ଜିଲ୍ଲାର ସମସ୍ତ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ।
ଏହି ଶିବିର ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନଙ୍କ ସହିତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ପ୍ରଶିକ୍ଷଣ ଗ୍ରହଣ କରିଥିଲେ।
ଏହି ଅବସରରେ ଜିଲ୍ଲାପାଳ ଡ଼. ସାହୁ କହିଥିଲେ ଯେ ଓଡ଼ିଆ ଭାଷାର ଆନ୍ଦୋଳନକାରୀମାନଙ୍କ ବହୁ ଦିନର ଦାବି ପୂରଣ ହେବାକୁ ଯାଉଛି । ଓଡ଼ିଆ ଭାଷାରେ ଆମେ ଅନେକ କାମ କରିପାରିବା। ଆମ ପିଲାମାନେ ଓଡ଼ିଆ କହିଲେ ଆମେ ଗର୍ବିତ ହେବା ଉଚିତ। ପ୍ରତ୍ୟେକ କ୍ଷେତ୍ରରେ ଓଡ଼ିଆର ବ୍ୟବହାର କରାଯାଇପାରିବ ଏବଂ ଓଡ଼ିଆ ଭାଷାର ବ୍ୟବହାରରେ ଆମ ଜିଲ୍ଲା ରାଜ୍ୟରେ ପ୍ରତିନିଧିତ୍ୱ କରିବ ବୋଲି ଜିଲ୍ଲାପାଳ ଆଶା ପ୍ରକାଶ କରିଛନ୍ତି।
ସୂଚନା ଯେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଏହି ଶିବିର ପ୍ରତ୍ୟେକ ଜିଲ୍ଲାରେ ଆୟୋଜନ କରାଯାଉଛି ଏବଂ ସୁବର୍ଣ୍ଣପୁର ହେଉଛି ଅଷ୍ଟମ ଜିଲ୍ଲା | 
ଶିବିରରେ ଓଡ଼ିଆ ଭାଷାରେ କାମ କରିବା ପ୍ରତି ଆଗ୍ରହ ସୃଷ୍ଟି କରିବା ସହ ସଚେତନତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦିଆଯାଇଥିଲା। ଓଡିଶା ପାଇଁ ଓଡ଼ିଆ ଭାଷା ସର୍ବଶ୍ରେଷ୍ଠ ବୋଲି ଉଲ୍ଲେଖ କରାଯାଇଥିଲା ଏବଂ ଓଡ଼ିଆ ଭାଷା ଦ୍ୱାରା ଶାସକ ଓ ଶାସିତ ମଧ୍ୟରେ ସମନ୍ୱୟ ସୃଷ୍ଟି ହେବ ବୋଲି କୁହାଯାଇଥିଲା।
ଏହି ଶିବିରରେ ଆଗାମୀଦିନରେ ହେବାକୁ ଥିବା ସମସ୍ୟା ଉପରେ ଚର୍ଚ୍ଚା କରାଯାଇଥିଲା ଏବଂ ବିଭିନ୍ନ ପ୍ରାୟୋଗିକ ଓ ବୈଜ୍ଞାନିକ ଶବ୍ଦ ପାଇଁ ବିଭିନ୍ନ ପୁସ୍ତକ ସମ୍ପର୍କରେ ଅବଗତ କରାଯାଇଥିଲା। ପରିଶେଷରେ ଜିଲ୍ଲା ସାଂସ୍କୃତି ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like