-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଦେଶ ବିଦେଶ

ଉତ୍ତରାଖଣ୍ଡ ହିମସ୍ଖଳନ: ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

07-Feb-2021



ଚମୋଲି (ପ୍ରେରଣା ଖବର): ରବିବାର ଦିନ ନନ୍ଦାଦେବୀ ଗ୍ଲାସିଅରର ଏକ ଅଂଶ ଭାଙ୍ଗିବା ପରେ ଉତ୍ତରପ୍ରଦେଶର ଚମୋଲି ଜିଲ୍ଲାର ଜୋଶିମଠ ଧଉଳି ଗଙ୍ଗା ନଦୀରେ ବ୍ୟାପକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ଶ୍ରମିକ ନିଖୋଜ ଅଛନ୍ତି। ଏ ମଧ୍ୟରେ ମୃତକଙ୍କ ପରିବାରୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗଇ ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତ । ଏକ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିବା ସହ କହିଛନ୍ତି ଯେ, ବର୍ତ୍ତମାନ ବନ୍ୟା ପରିସ୍ଥିତି ଏବଂ ଜଳସ୍ତର ବୃଦ୍ଧି ନେଇ ଆଶଙ୍କା ନଥିବା ସହ ପାଖ ଗାଁ ବାସିନ୍ଦାଙ୍କ ପାଇଁ ମଧ୍ୟ କୌଣସି ବିପଦ ନାହିଁ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ କୌଣସି ପ୍ରକାରର ସାହାଯ୍ୟ ପାଇଁ ହେଲପଲାଇନ ନମ୍ବର ଜାରି କରିଥିଲେ। ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକେ କୌଣସି ପ୍ରକାରର ସାହାଯ୍ୟ ପାଇଁ ୧୦୭୦ ବା ୯୫୫୭୪୪୪୪୮୬ରେ ଯୋଗାଯୋଗ କରିବାକୁ କୁହାଯାଇଥିଲା ଏହି ହିମସ୍ଖଳନ କାରଣରୁ ବିଦ୍ୟୁତ୍ ପ୍ରକଳ୍ପ ଋଷି ଗଙ୍ଗା କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହି ପ୍ରକଳ୍ପରେ କାର୍ଯ୍ୟ କରୁଥିବା ପ୍ରାୟ ୪୦ରୁ ୫୦ଜଣ ଶ୍ରମିକଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହା ସହ ସେଠାରେ ଥିବା ତପୋବନ ବ୍ୟାରେଜ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ଉଦ୍ଧାର କାର୍ଯ୍ୟ ପାଇଁ ଆଟିବିପି, ଏସଡିଆରଏଫ ଏବଂ ଏନଡିଆରଏଫର ଟିମ୍ ସହ ବାୟୁସେନାର ହେଲିକପ୍ଟରକୁ କାମରେ ଲଗାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like