-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||      ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   (01-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଏମ୍.ସି.ଏଚ୍ ରେ ମାରୱାଡି ଯୁବାମଞ୍ଚ ପକ୍ଷରୁ ଥଣ୍ଡା ପାନୀୟ ଜଳ ମେସିନ୍ ସ୍ଥାପନ 

12-May-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ମଙ୍ଗଳବାର ସନ୍ଧ୍ୟାରେ ମାରୱାଡ଼ି ଯୁବ ମଞ୍ଚ ବଲାଙ୍ଗୀର ଶାଖା ପକ୍ଷରୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସାତ ମହଲା ଭବନ ସମ୍ମୁଖରେ ଏକ ନୂତନ “ଅମୃତ ଧାରା” (ଥଣ୍ଡା ପାନୀୟ ଜଳ ସେବା)ର ଶୁଭାରମ୍ଭ କରା ଯାଇଛି। ଏହି ପୂଣ୍ୟ କାର୍ଯ୍ୟ ମାରୱାଡ଼ି ସମାଜର ଜଣେ ପରିଚିତ ସମାଜସେବୀ ତଥା ଭୀମ ଭୋଇ ପୀଠର ଅଧ୍ୟକ୍ଷ  ଛତ୍ରଧାରୀ ଅଗ୍ରୱାଲଙ୍କ ଦ୍ୱାରା ତାଙ୍କର ସ୍ୱର୍ଗତ ପୁତ୍ର ବିକାଶ କୁମାର ଅଗ୍ରୱାଲଙ୍କ ପବିତ୍ର ସ୍ମୃତିରେ ସମାଜକୁ ସମର୍ପିତ କରା ଯାଇଥିଲା।

ଏହି ଅମୃତ ଧାରା ବଲାଙ୍ଗୀର ସି.ଡି.ଏମ ଏବଂ ପି.ଏଚ  ଡା. ପୁଷ୍ପାଞ୍ଜଳି ମିଶ୍ରଙ୍କ କରକମଳରେ ଶୁଭାରମ୍ଭ କରାଯାଇଥିଲା। ମାରୱାଡି ଯୁବା ମଞ୍ଚର ମହନୀୟ କାମକୁ ଡ. ପୁଷ୍ପାଞ୍ଜଳି ମିଶ୍ର ଭୁୟସୀ ପ୍ରଶଂସା କରିଥିଲେ। ଲୋକଙ୍କ ଜୀବନ ରକ୍ଷା ପାଇଁ ନିୟମିତ ଭାବରେ ରକ୍ତଦାନ ପରି ସାମାଜିକ କାମ କରାଯିବା ଉପରେ ଶ୍ରୀମତୀ ଗୁରୁତ୍ୱ ଦେଇଥିଲେ। ତାଙ୍କ କଥାକୁ ଧ୍ୟାନରେ ରଖି ଆସନ୍ତା ୬ ଜୁନ ଶନିବାର ମାରୱାଡ଼ୀ ସମାଜ ପକ୍ଷରୁ ମାରୱାଡ଼ୀ ସେବା ସଦନରେ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜିତ କରାଯିବ।
ଏହି ଅବସରରେ ଶ୍ରୀ ଛତ୍ରଧାରୀ ଅଗ୍ରୱାଲ କହିଥିଲେ ଯେ, ତାଙ୍କ ପ୍ରିୟ ପୁତ୍ର ସ୍ୱର୍ଗତ ବିକାଶ କୁମାର ଅଗ୍ରୱାଲଙ୍କ ସ୍ମୃତିକୁ ସେବା ଓ ମାନବତା ସହିତ ଯୋଡ଼ି ଏହି ଥଣ୍ଡା ପାନୀୟ ଜଳ ସେବାକୁ ହସ୍ପିଟାଲକୁ ଆସୁଥିବା ରୋଗୀ ଓ ତାଙ୍କ ପରିଜନଙ୍କ ସୁବିଧା ପାଇଁ ସ୍ଥାପିତ କରାଯାଇଛି।
ଏହା ସହିତ ହସ୍ପିଟାଲ ପରିସରରେ ଥିବା  ବ୍ଲଡ୍ ବ୍ୟାଙ୍କରେ ଥିବା ଆଉ ଏକ ପୂର୍ବରୁ ସ୍ଥାପିତ ପୁରୁଣା ଅମୃତ ଧାରା(ଥଣ୍ଡା ପାନୀୟ ଜଳ ସେବା)କୁ ମରାମତି କରି ପୁନଃ ସୁଚାରୁ ଭାବରେ ଚାଲୁ କରାଯାଇଛି, ଯାହା ଦ୍ୱାରା ଅଧିକରୁ ଅଧିକ ଲୋକଙ୍କ ତୃଷା ମେଣ୍ଟି ପାରିବ।

ଆଜିର ଏହି କାର୍ଯ୍ୟକ୍ରମରେ ସିପିଏମ୍ ତଥା ପିଏଚ୍ଓ  ବଲାଙ୍ଗିର ଡା. ପୁଷ୍ପାଞ୍ଜଳି ମିଶ୍ର, ଡି ଏଚ୍ ଏଚ୍ ବଲାଙ୍ଗୀର, ଲଲିତ ମୋହନ ବିଶି, ହେରାମ ମହାପାତ୍ର (ଅଫିସ ଏସିଷ୍ଟାଣ୍ଟ) ହସ୍ପିଟାଲ ମେନେଜର ବନ୍ଦନା ପ୍ରଧାନ, ମାରୱାଡ଼ୀ ସମ୍ମିଳନୀର ଅଧ୍ୟକ୍ଷ ସୁଶୀଲ କୁମାର ଅଗ୍ରୱାଲ, ସଚିବ କନ୍ହେୟାଲାଲ ଅଗ୍ରୱାଲ, ବିଶିଷ୍ଟ ସମାଜସେବୀ  ଛତ୍ରଧାରୀ ଅଗ୍ରୱାଲ, ମାରୱାଡ଼ୀ ଯୁବ ମଞ୍ଚ ବଲାଙ୍ଗୀର ଶାଖାର ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ,ସଚିବ ଶୁଭମ ଅଗ୍ରୱାଲ,କୋଷାଧ୍ୟକ୍ଷ ନିତେଶ ଅଗ୍ରୱାଲ ଏବଂ ଯୁବ ମଞ୍ଚର ସମସ୍ତ ଯୁବସାଥୀ ସକ୍ରିୟ ସହଯୋଗ କରିଥିଲେ ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026
  ଜିଲ୍ଲା  
*ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   01-Jul-2026

You Might Also Like