-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ♦️ ସ୍ୱଳ୍ପ ଖର୍ଚରେ ଗୁଣାତ୍ମକ ଶିକ୍ଷା ପ୍ରଦାନର ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ

12-May-2026



ବୌଦ୍ଧ(ପ୍ରେରଣା ଖବର): ବଣ ପାହାଡ ଘେରା ବୌଦ୍ଧ ଜିଲ୍ଲା।ଆଧୁନିକ ଯୁଗରେ ଶିକ୍ଷା ର ଆବଶ୍ୟକତା ରହିଛି। ପ୍ରାଥମିକ ଶିକ୍ଷା ଏବଂ ହାଇସ୍କୁଲ ଶିକ୍ଷା ପରେ ଉଚ୍ଚ ଶିକ୍ଷା ପାଇଁ ଛାତ୍ରଛାତ୍ରୀ ମାନେ ନିକଟସ୍ଥ ଜିଲ୍ଲା ମାନଙ୍କ ଉପରେ ନିର୍ଭର କରିବାକୁ ପଡ଼େ। ଖର୍ଚ୍ଚାନ୍ତ ର ମଧ୍ୟ ସମ୍ମୁଖୀନ ହୁଅନ୍ତି। ଶିକ୍ଷା ଓ ସ୍ୱାସ୍ଥ୍ୟ ମଣିଷଙ୍କ ପାଇଁ ଅନିବାର୍ଯ୍ୟ।ଏଣୁ ଅଭିଭାବକ ମାନେ ଛାତ୍ରଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଦିନ ରାତ୍ରି କଠିନ ପରିଶ୍ରମ କରି ଉପାର୍ଜିତ ଅର୍ଥ କୁ ଶିକ୍ଷା ରେ ଖର୍ଚ୍ଚ କରି ନୟାନ୍ତ ହୁଅନ୍ତି।ଏ ସମସ୍ତ ସମସ୍ୟା ସମାଧାନ ପାଇଁ ବୌଦ୍ଧ ଜିଲ୍ଲାରେ ଅଭ୍ୟୁଦୟ ଇନଷ୍ଟିଚ୍ୟୁଟ ଅଫ୍ ବେସିକ୍ ସାଇନ୍ସ ନାମରେ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋଲାଯାଇ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱଳ୍ପ ଅର୍ଥରେ ଶିକ୍ଷାଦାନ ଦେଇ ଭଲ ମଣିଷ କରି ଗଢ଼ି ତୋଳିବା ପ୍ରୟାସ ଜାରି ରଖିଛନ୍ତି। ପ୍ରତିଦିନ ସକାଳୁ କଲେଜ ଆରମ୍ଭ ହେଉଥିବା ବେଳେ ସନ୍ଧ୍ୟାରେ ଛାତ୍ର ଛାତ୍ରୀ ମାନଙ୍କୁ କୋଚିଂ କ୍ଲାସର ମଧ୍ୟ ସୁବିଧା ଅଛି। ବିଷୟ ଅନୁଯାୟୀ ନିପୁଣତା ଥିବା ଅଧ୍ୟାପକ ଅଧ୍ୟାପିକା ମାନେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ବିକାଶ ପାଇଁ କଲେଜର କ୍ଲାସ ସରିଲା ପରେ ସମୟ ଦେଇ ପୁଣି ସନ୍ଧ୍ୟାରେ କୋଚିଂ କରୁଥିବା ଦେଖିବାକୁ ମିଳିଛି।ଶିକ୍ଷା କ୍ଷେତ୍ରରେ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୌଦ୍ଧ ଜିଲ୍ଲା ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଶୀର୍ବାଦ।ଶିକ୍ଷା ଛଡ଼ା ଅନ୍ୟାନ୍ୟ କ୍ଷେତ୍ର ରେ ମଧ୍ୟ ଏହି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ନିଜର ଦକ୍ଷତା ପ୍ରତିପାଦିତ କରିସାରିଛନ୍ତି। ନିକଟରେ ଏହି କଲେଜର ଛାତ୍ରଛାତ୍ରୀ ମାନେ ସାଧାରଣତନ୍ତ୍ର ଦିବସ ପ୍ୟାରେଡ୍ ରେ ଅଂଶ ଗ୍ରହଣ କରି କଲେଜର ଗର୍ବ ଗୌରବ ଅର୍ଜନ କରିଛନ୍ତି।କଲେଜ ପରିସରରେ ଛାତ୍ରଛାତ୍ରୀ ମାନଙ୍କ ପଢ଼ିବା ପାଇଁ ସ୍ମାର୍ଟ କ୍ଲାସର ବ୍ୟବସ୍ଥା ଥିବା ବେଳେ ଉନ୍ନତ ମାନର ଲ୍ୟାବ୍ ମଧ୍ୟ ଅଛି। ଦୂର ଦୂରାନ୍ତ ରୁ ଆସୁଥିବା ଛାତ୍ର ଛାତ୍ରୀ ମାନଙ୍କ ରହିବା ପାଇଁ ହଷ୍ଟେଲ ର ସୁବିଧା ସହ ଖାଦ୍ୟର ମଧ୍ୟ ବ୍ୟବସ୍ଥା ଅଛି।ଛାତ୍ରଛାତ୍ରୀ ମାନଙ୍କ ନିତିଦିନ ପାଠ୍ୟକ୍ରମ ସହ ତାଙ୍କର ନୈତିକ ଏବଂ ବୌଦ୍ଧିକ ବିକାଶ ଦିଗରେ ଏହି କଲେଜ ସର୍ବଦା ପ୍ରୟାସ ଜାରି ରଖିଛି।ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୌଦ୍ଧ ଜିଲ୍ଲା ଛାତ୍ରଛାତ୍ରୀ ଙ୍କ ପାଇଁ ଏକ ସାଧାରଣ ବିଦ୍ୟାଳୟ ନୁହେଁ ବରଂ ଏହା ଏକ ଶିକ୍ଷାର ମନ୍ଦିର କହିଲେ କହିଲେ କିଛି ଅତ୍ୟୁକ୍ତି ହେବନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like