-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ଶୋଭନୀୟ ଦେବ କନ୍ୟା ର ବିବାହ

12-May-2026



*ଶୋଭନୀୟ ‘ଦେବକନ୍ୟା’ର ବିବାହ ଉତ୍ସବ*

ଭୁବନେଶ୍ୱର/କଟକ ତା ୧୨.୦୫ ରିଖ ଆନ୍ତର୍ଜାତିକ ଶୋଭନୀୟ ଆନ୍ଦୋଳନ ପକ୍ଷରୁ ‘ପୂଜ୍ୟଶ୍ରୀ କୁମାର ଭାଇଙ୍କ’ଦ୍ୱାରା ପ୍ରତିଷ୍ଠିତ କଟକ ବିଡ଼ାନାସୀ ସ୍ଥିତ ଦେବଶିଶୁ-ଶୋଭନୀୟ ଶିଶୁ ଯତ୍ନ କେନ୍ଦ୍ରରେ ବଢ଼ିଥିବା ପିତୃ–ମାତୃହରା କଲ୍ୟାଣୀୟା ‘ପିଙ୍କି’ର ନୂଆସାହି ନିବାସୀ ମାତା ରଶ୍ମିତା ଦାସ ଓ ପିତା ସହଦେବ ଦାସଙ୍କ ପୁତ୍ର ଆୟୁଷ୍ମାନ୍ ‘ପପୁନ୍’ଙ୍କ ସହିତ ଶୁଭ ବିବାହ  ଅନୁଷ୍ଠିତ ହୋଇଯାଇଅଛି । ନିର୍ଦ୍ଦେଶିକା ଡ. ଅରୁନ୍ଧତୀ ଦେବୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ବିବାହ ଉତ୍ସବରେ  ଶୋଭନୀୟ ଆନ୍ଦୋଳନ ପକ୍ଷରୁ ଡଃ ସୁବୋଧ କୁମାର ରାଉତରାୟ ଓ ଶ୍ରୀମତୀ ବିଜୟଲକ୍ଷ୍ମୀ ଜେନା କନ୍ୟାଦାନ କରିଥିଲେ । ସ୍ଥାନୀୟ ବିଧାୟିକା ଇଂ. ସୋଫିଆ ଫିରଦୋଷ, ମା’ ଶାରଦା ଦେବୀ, ସି.ଡବ୍ଲ୍ୟୁ.ସି ଅଧ୍ଯକ୍ଷ ମାନସ ରଞ୍ଜନ ବିଶ୍ୱାଳ, ସଦସ୍ୟା  ମନ୍ଦାକିନୀ ଜେମା, ପ୍ରଗତି ମହାନ୍ତି, ଶିକ୍ଷାବିତ୍ ବିଜୟ କୁମାର ନାଥ, ସମାଜସେବୀ ମୁନା ଜୈନ, ପ୍ରଦୀପ ଜେନା, ଇଂ. ଦୟାନିଧ୍ ରାଉତ, ସମାଜବିଜ୍ଞାନୀ ନିରାକାର ବେଉରା, ଅଧ୍ୟାପକ ଇନ୍ଦ୍ରମଣି ନାୟକ, ଇଂ. ସୁବାସ ରାଉତରାୟ, ଆଇନ୍‌ଜୀବୀ ଗୀତାଞ୍ଜଳି ବେହୁରା, ବୁଟୁ ବାବୁ, ରବିନ୍ଦ୍ର ବେହେରା ଓ ବହୁ ଶୁଭେଚ୍ଛୁ ଏହି ଅବସରରେ ବର କନ୍ୟାଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ ।

ଶୋଭନୀୟ ଆନ୍ଦୋଳନର ବରିଷ୍ଠ କର୍ମକର୍ତ୍ତା ମିନତୀ ଦେବୀ, ଊର୍ମିଳା ଗୁରୁମା, ମନୋରମା ଦେବୀ, ବରଦା ଦେବୀ, ମମତା ଗୁରୁମା , କେଦାରଲକ୍ଷ୍ମୀ ଦାସ ଓ ଜ୍ୟୋର୍ତିମୟୀ ମହାନ୍ତି ପ୍ରମୁଖ କାର୍ଯ୍ୟକ୍ରମ ସମ୍ପାଦନରେ ସହଯୋଗ କରିଥିଲେ ।

ଏଥିସହ ନୂଆଦିଲ୍ଲୀରୁ ୱାର୍ଲ୍ସ ଓଡ଼ିଶା ସୋସାସିଟିର ଅଧ୍ୟକ୍ଷ କିଶୋର ଦ୍ବିବେଦୀ, ଜଗାକାଳିଆ ଫାଉଣ୍ଡେସନର ପ୍ରତିଷ୍ଠାତା ଉମାକାନ୍ତ ଜେନା, ଲଣ୍ଡନରୁ ଡଃ ଭାଗ୍ୟଶ୍ରୀ ସିଂ, କଲିକତାରୁ ଶିଖା ସାନ୍ୟାଲ, ପ୍ରଦ୍ୟୁମ୍ନ ଶତପଥୀ ,ସୁପ୍ରିମ କୋର୍ଟ ର ଆଇନ୍‌ଜୀବୀ ସୌମ୍ୟଜୀତ ପାଣି, ଡଃ ବିନୋଦିନୀ ଦେବୀ, ପ୍ର. ବନ୍ଦିତା ଦାଶ, ପୂର୍ବତନ ମହିଳା କମିଶନର ଲୋପାମୁଦ୍ରା ମହାନ୍ତି, ନୀନା ଦାସ ମହାନ୍ତି, ନିଶାନ୍ତ ଦାସ, ପଙ୍କଜିନୀ ଉପାଧ୍ୟାୟ, ଗୀତାଞ୍ଜଳି ସ୍ୱାଇଁ, କାଦମ୍ବିନୀ ପାତ୍ର, ରାଜରାଣୀ ତ୍ରିପାଠୀ, କଳ୍ପନା ସେଠ, ବିଦୁଲତା ଶତପଥୀ, ମମତା ମଲ୍ଲ, ସୁଧାଂଶୁବାଳା ପଣ୍ଡା, ମମତାମୟୀ, ମଧୁସ୍ମିତା ପଣ୍ଡା, ଲତିକା ମହାପାତ୍ର , ଗୁରୁଜୀ ବରୁଣ ମହାନ୍ତ, ଅକ୍ଷୟ ଶତପଥୀ, ଅନିଷ୍କା ଚୌଧୁରୀ, ଜ୍ୟୋସ୍ମାମୟୀ ବଳ ଏବଂ ଗୁରୁବାବୁ ପ୍ରମୁଖ ଶୁଭେଚ୍ଛା  ବାର୍ତ୍ତା ପ୍ରେରଣ କରିଥିଲେ। ଶୋଭନୀୟ ଆନ୍ଦୋଳନର ସଭ୍ୟସଭ୍ୟା, ବିଭିନ୍ନ ଶୋଭନୀୟ ଶିକ୍ଷାଶ୍ରମର ଗୁରୁମା, ଗୁରୁଳୀ, ଅନ୍ତେବାସୀ ଦେବଶିଶୁ ଓ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ । ଅଲିଅଳି କନ୍ୟା ପିଙ୍କି ପିଲାଦିନୁ ଶୋଭନୀୟ ଶିକ୍ଷାଶ୍ରମରେ ରହି ବି.ଏ., ବି.ଏଡ୍  ଆଦି ଯୋଗ୍ୟତା ଅର୍ଜନ କରିବା ସହିତ  ଆତ୍ମନିର୍ଭରଶୀଳ ହୋଇ ପାରି ଥିବାରୁ ଉପସ୍ଥିତ ସମସ୍ତେ ଆନନ୍ଦ ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like