-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ

12-May-2026



ବଲାଙ୍ଗୀର(ପ୍ରେରଣା ଖବର)  ନର୍ସମାନଙ୍କର ନିଷ୍ଠା, ସେବାଭାବ ଏବଂ ରୋଗୀ ସେବା ପ୍ରତି ସେମାନଙ୍କର ନିସ୍ଵାର୍ଥ ଅବଦାନକୁ ସମ୍ମାନ ଜଣାଇବା ପାଇଁ ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟ୍ ରେ  ଆନ୍ତର୍ଜାତୀୟ ନର୍ସ ଦିବସ ଉତ୍ସାହ ଉଦ୍ଦୀପନାର ସହ ପାଳନ କରାଯାଇଥିଲା। ଏହି ବର୍ଷର ବିଷୟବସ୍ତୁ ଥିଲା “ଆମ ନର୍ସ, ଆମ ଭବିଷ୍ୟତ”  ଯାହା ନର୍ସମାନଙ୍କ ଗୁରୁତ୍ୱ ଏବଂ ସୁସ୍ଥ ସମାଜ ଗଠନରେ ସେମାନଙ୍କ ଅବଦାନକୁ ଉଜାଗର କରିଥିଲା।

ଏହି ଅବସରରେ ନର୍ସିଙ୍ଗର ଜନନୀ ଏବଂ “ଲେଡି ଓଇଥ ଦ ଲ୍ୟାମ୍ପ” ଭାବେ ପରିଚିତ ଫ୍ଲୋରେନ୍ସ ନାଇଟିଙ୍ଗେଲଙ୍କ ଜୀବନ ଓ ଶିକ୍ଷାକୁ ସ୍ମରଣ କରାଯାଇଥିଲା। ହସ୍ପିଟାଲର ସମସ୍ତ ନର୍ସ ମହମବତୀ ଧରି ନର୍ସିଙ୍ଗ  ବୃତ୍ତିର ଶପଥ ନେଇଥିଲେ।

 ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟର ଚେୟାରମ୍ୟାନ ଡାଃ ସୁଜ୍ଞାନେନ୍ଦ୍ର ମିଶ୍ର ଯୋଗ ଦେଇ  ନର୍ସିଙ୍ଗ ପେଶାକୁ ଏକ ମହାନ ଏବଂ ପବିତ୍ର ପେଶା ଭାବେ ବର୍ଣ୍ଣନା କରିଥିଲେ ଏବଂ ଦିନ ରାତି ରୋଗୀ ସେବାରେ ନିୟୋଜିତ ନର୍ସମାନଙ୍କର ନିସ୍ଵାର୍ଥପର ଅବଦାନକୁ ସ୍ୱୀକାର କରି ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ବି.ବି.ଏମ୍. ସି.ଏଚ୍. ର ଡିନ୍ ଏବଂ ପ୍ରିନ୍ସିପାଲ ଡାଃ ସ୍ୱୟଂପ୍ରଭା ପ୍ରଧାନ ଏହି ଉତ୍ସବରେ ଯୋଗ ଦେଇ

ହସ୍ପିଟାଲରେ ନର୍ସମାନଙ୍କ ଭୂମିକା ବିଷୟରେ ଆଲୋଚନା କରିଥିଲେ। ନର୍ସମାନଙ୍କର ସେବାମୟ ହାତ ରୋଗୀଙ୍କୁ ସାହସ, ସାନ୍ତ୍ୱନା ଓ ଆଶା ପ୍ରଦାନ କରେ ବୋଲି ଡାକ୍ତର ଶ୍ରୀମତୀ ପ୍ରଧାନ କହିଥିଲେ। ବଲାଙ୍ଗୀର ସିଡିଏମ୍ ଏବଂ ପିଏଚ୍ଓ  ଡାଃ ପୁଷ୍ପାଞ୍ଜଳି ମିଶ୍ର ଅତିଥି ଭାବରେ ଯୋଗ ଦେଇ  ଫ୍ଲୋରେନ୍ସ ନାଇଟିଙ୍ଗେଲଙ୍କ ପ୍ରେରଣାଦାୟକ ଜୀବନ ଉପରେ ଆଲୋକପାତ କରିବା ସହ  କିପରି ତାଙ୍କର ସେବା ଭାବନା ସମାଜର ବିଭିନ୍ନ ଶ୍ରେଣୀର ଲୋକଙ୍କୁ ନର୍ସିଙ୍ଗ ପେଶାକୁ ଆସିବା ପାଇଁ ପ୍ରେରିତ କରିଥିଲା ତାହା ବୁଝାଇ ଥିଲେ। ନର୍ସିଙ୍ଗ ଶପଥ କାର୍ଯ୍ୟକ୍ରମକୁ ବାଲାଜୀ କଲେଜ ଅଫ୍ ନର୍ସିଙ୍ଗର ପ୍ରିନ୍ସିପାଲ ଦେବାଶିଷ ପାଣ୍ଡିଆ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like