-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*

12-May-2026



- ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ୍ ଠାରେ ୧୪ ବର୍ଷ ରୁ କମ ବାଳକ ଓ ବାଳିକା ଫୁଟବଲ ଟୁର୍ଣ୍ଣାମେଣ୍ଟ ମୁଖ୍ୟମନ୍ତ୍ରୀ ଟ୍ରଫି ଶୁଭ ଉଦ୍ଘାଟନ ହୋଇ ଯାଇଛି l  ଫୁଟବଲ ଆସୋସିଏସନ ଅଫ ଓଡିଶା, କ୍ରୀଡା ଓ ଯୁବ ସେବା ବିଭାଗ ଓଡିଶା ସରକାର, ଜ଼ିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ଓ ଡିଷ୍ଟ୍ରିକ୍ଟ  ଏଥେଲେଟିକ ଆସୋସିଏସନ ସୁବର୍ଣ୍ଣପୁର ପକ୍ଷରୁ ଆୟୋଜିତ ଏହି ଖେଳ କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ମୁଖ୍ୟ ଅତିଥି, ଏଡିଏମ ଶ୍ରୀ ରାଜେନ୍ଦ୍ର ମାଝୀ, ଏଡିଏମ ଅଞ୍ଜଳୀନା ପ୍ରଧାନ, ପୌର ପରିଷଦ ଅଧ୍ଯକ୍ଷା ତାମସୀ ତାମସ୍ମିତା ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ବୀର ମହାରାଜ ପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ଯୋଗ ଦେଇ ଖେଳାଳି ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l ଆଜି ର ଉଦଘାଟନୀ ମ୍ୟାଚରେ ମା ମଙ୍ଗଳା ଫୁଟବଲ ବାଳକ ଦଳ ତରଭା ଓ ନାରାୟଣ ପୁର ଦଳ ସୋନପୁର ବ୍ଲକ ମଧ୍ୟରେ ଅନୁଷ୍ଟିତ ହୋଇଥିବା ବେଳେ ମ୍ୟାଚ ବରାବର ହୋଇ ଥିଲା l ଦ୍ୱିତୀୟ ମ୍ୟାଚ ରାମଧୂନ କ୍ଲବ ବାଳିକା ସୋନପୁର ଫୁଟବଲ ଦଳ ଓ ରାମଧୂନ କ୍ଲବ୍ ବାଳିକା ସି ଦଳ ମଧ୍ୟରେ ଅନୁଷ୍ଟିତ ହୋଇଥିଲା l ରାମଧୂନ କ୍ଲବ୍ ସୋନପୁର ବାଳିକା ଦଳ ୨-୦ ଗୋଲ ରେ ଵିଜୟୀ ହୋଇଥଲା l ସାବିତ୍ରୀ ନାୟକ ଓ ଲିଜା ମୁଣ୍ଡା ଉଭୟେ ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ l ସଞ୍ଜୀବ ସାହୁ, ସୁମିତ୍ ମହାଲିଂ, ଶ୍ରବଣ ବିଶ୍ଵାଳ, ଅନିତା ମହାକୁଡ, ପ୍ରଶାନ୍ତ ସେଠୀ, ବଦ୍ରୀ ପ୍ରସାଦ ହୋତା, ଓ ରାଜେଶ ଥନାପତି ଖେଳ ପରିଚାଳନା କରିଥିଲେ l ମ୍ୟାଚ କମିଶନର ଭାବେ ଜିତେନ୍ଦ୍ର ଥନାପତି, ଓ ସିଲେକ୍ଟର ଭାବେ ଭୁକୁଲୁ ବକ୍ସି ଦାୟିତ୍ୱ ଗ୍ରହଣ କରିଥିଲେ l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ କୁମାର ପଣ୍ଡା ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ର ସଭା କୁ ଖେଳ ଶିକ୍ଷକ ସଞ୍ଜୟ କୁମାର ସାହୁ ପରିଚାଳନା କରିଥିବା ବେଳେ କ୍ରୀଡ଼ା ସଂଘ ବରିଷ୍ଠ ସଦସ୍ୟ ମନୋରଞ୍ଜନ ତ୍ରିପାଠୀ ଧନ୍ଯବାଦ ଅର୍ପଣ କରିଥିଲେ l ସଭାରେ ଅନେକ ପୁର୍ବତନ ଫୁଟବଲର , କ୍ରୀଡ଼ା ସଂଘ ସଦସ୍ୟ ଯୋଗ ଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିବା ବେଳେ ରାମ ଧୂନ୍ କ୍ଲବ୍ ର ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ ଓ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like