-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ରାଜ୍ୟ

ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା

13-May-2026



କଟକ(ପ୍ରେରଣା ଖବର): କଟକର ଅଗ୍ରଣୀ ସାମାଜିକ, ସାହିତ୍ୟିକ ଓ ସାସ୍କୃତିକ ଅନୁଷ୍ଠାନ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ଵ ମାତୃ ଦିବସ ସ୍ଥାନୀୟମୋହନ ମଣ୍ଡପଠାରେ ଟ୍ରଷ୍ଟର କୋଷାଧ୍ୟକ୍ଷା ଶ୍ରୀମତୀ ପଙ୍କଜୀନି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି, ଏଥିରେ ଟ୍ରଷ୍ଟର ଉପସଭାପତି ସନ୍ୟାସୀନି ସୁଶ୍ରୀ ବଦ୍ୟୁତ୍ କୁମାରୀ ଲାଲା ଉଦ୍ଘାଟିକ।ରୂପେ ଶିକ୍ଷl ବିତ୍ ଡ଼ାଃବସନ୍ତ ମଞ୍ଜରୀ ନନ୍ଦ ମୁଖ୍ୟ ଅତିଥି ରୂପେ,ସ୍ତମ୍ବ କାର ତଥା କବୟିତ୍ରୀ ଶ୍ରୀ ମତୀ ମୀରା ବେଉରା, ମୁଖ୍ୟ ବକ୍ତା ରୂପେ, ସମ୍ମାନନୀୟ ଅତିଥି ଭାବେ ସମାଜସେବୀ ଶ୍ରୀ ମତୀ ଶୁଭଶ୍ରୀ ଅଗଷ୍ଟୀ, ସମ୍ମାନ ନୀୟ ଵକ୍ତା ଭାବରେ ଯୋଗ ଦେଇ ବିଶ୍ବ ମାତୃ ଦିବସ ପାଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ବିଷୟରେ ଆଲୋଚନା କରିଥିଲେ। ଏଥିରେ କେତେକ ମାତୃ ମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ପ୍ରାରମ୍ଭରେ ସମ୍ପାଦକ ଶ୍ରୀ ଯୁକ୍ତ ଚିତ୍ତରଞ୍ଜନ ପରିଡ଼ା ସ୍ବାଗତ ଭାଷଣ ଦେଇଥିବା ବେଳେ

ସଭ୍ୟା ଶ୍ରୀମତୀ ବବିତା ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଭ୍ୟା ଶ୍ରୀମତୀ ରୂପସୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଟଷ୍ଟ୍ରର ସଭ୍ୟା ଶ୍ରୀମତୀ ସ୍ଵାଗତିକା ସେନାପତି, କୁନି ବେହେରା, ନୀଳିମା ନାୟକ, ସୁଶ୍ରୀ ମମତା ମଞ୍ଜରୀ ଦାସ,ଦୀପୁ ପ୍ରଧାନ, ଆରିୟନ ସିହ୍ନା,ସଚୀନ ସାହୁ, ପ୍ରକାଶ କୁମାର ପଣ୍ଡା, ବୀର କିଶୋର ସିଂ, ସୁଚୀ ସ୍ମିତ।ପଣ୍ଡା, ଋତୁପର୍ଣ୍ଣା ଜେନା । ବିଶ୍ଵଜିତ ମହାପାତ୍ର ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like