-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !

13-May-2026



ନର୍ଲା (ଚିନ୍ତାମଣି ନାଏକ )
  ଓଡ଼ିଶା ର ସମସ୍ତ ଜନସାଧାରଣ ଲୋକେ ଶାନ୍ତି ଶ୍ରୁଖଳା ଓ ସୁରକ୍ଷିତ କିପରି ଭାବରେ ରହିପାରିବେ ସେ ଦିଗରେ ରାଜ୍ୟ ସରକାର ତପ୍ତରତା ଦେଖାଇଛି ଓ ସଚେତନତା ବାର୍ତ୍ତା ଦେଇଛି ଏହାକୁ କାର୍ଯ୍ୟକାରି କରିବା ପାଇଁ ଓଡ଼ିଶା ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଙ୍କ ନିର୍ଦେଶ କ୍ରମେ ଓଡ଼ିଶାର ବିଭିନ୍ନ ଜିଲ୍ଲା ର କୋଣ ଅନୁକୋଣରେ ଥିବା ଥାନା ଫାଣ୍ଡି ମାନଙ୍କରେ ପ୍ରତ୍ୟେକ ଦିନ ପୋଲିସ ପକ୍ଷରୁ ପ୍ୟାରେଡ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାପାଇଁ ନିର୍ଦ୍ଦେଶନାମା ହେଉଛି ଏ ନେଇ ଆଜି ବୁଧବାର ଦିନ ସକାଳ ୭ ଘଣ୍ଟା ସମୟରେ କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅଧିକାରୀ ବିଜୟ ରାଜ ମାଝୀ ଙ୍କ ନେତୃତ୍ୱରେ ସମସ୍ତ କାର୍ଯ୍ୟରତ ଅଧିକାରୀ ଉପସ୍ଥିତି ରେ ପ୍ୟାରେଡ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା ଉକ୍ତ କାର୍ଯ୍ୟକ୍ରମ ରେ ସଧାରଣ ଲୋକେ କିପରି ଭାବରେ ଆଇନ୍ ର ସହାୟତା ପାଇପାରିବେ ଓ ଉପକୃତ ହେବେ ସେ ଦିଗରେ ଶପଥ ଗ୍ରହଣ କରିଥିଲେ।ଅନ୍ୟପଟରେ  କଳାହାଣ୍ଡି ଜିଲ୍ଲା ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟ।ଳୟ ପକ୍ଷରୁ ସମସ୍ତ ଦିଗକୁ ଅନୁଧ୍ୟାନ କରାଯିବା ପରେ ନର୍ଲା ଥାନା ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ବିଜ୍ଞପ୍ତି ପ୍ରକାଶ ପାଇଛି ଏ ନେଇ ନର୍ଲା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି ଓ ନର୍ଲା ଥାନା ଅଧିକାରୀ ଶ୍ରୀଯୁକ୍ତ ମାଝୀ ଙ୍କୁ ଶୁଭେଛା ବାର୍ତ୍ତା ଜଣାଇଛନ୍ତି ସଧାରଣ ଜନତା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like