-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||     

HOME   ଜିଲ୍ଲା

*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*

13-May-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଦେଶରେ ଯୁଦ୍ଧ ପରିସ୍ଥିତି ଲାଗି ରହିଥିବା ବେଳେ ସବୁ ଆଡ଼େ ରନ୍ଧନ ଗ୍ୟାସ ସଙ୍କଟ ଦେଖା ଦେଇଛି। ସେହିପରି ସୋନପୁର ସହର ରେ ଥିବା ଏଚ ପି ଗ୍ୟାସ ର ମଧ୍ୟ ସେହିଦିନ ଠାରୁ ହୋମ୍ ଡେଲିଭରି ସେବା ଯୋଗାଇବାରେ ବିଫଳ ହୋଇଥିବା ଦେଖା ଦେଇଛି l ଯାହା ଫଳ ରେ କି ସହର ରେ ବ୍ୟାପକ ଜନ ଅସନ୍ତୋଷ ଦେଖାଦେଇଛି । ଗ୍ରାହକ ମାନେ ଗ୍ୟାସ ଏଜେନ୍ସି ସମ୍ମୁଖରେ ପ୍ରତିଦିନ ସକାଳ ୬ ଟା ରୁ ୧ ଟା ଯାଏ ଆସି ଲମ୍ବା ଧାଡ଼ି ଲାଗୁଛନ୍ତି । ଖରା ଦିନ ହୋଇଥିବାରୁ ପ୍ରବଳ ଗରମ ସାଙ୍ଗକୁ ଜାତୀୟ ରାଜପଥ ମଧ୍ୟ ଜାମ ହେଉଛି । ସେପଟେ ଲାଇନ ରେ ଛିଡ଼ା ହୋଇ ଗ୍ରାହକ ଗ୍ୟାସ ନ ପାଇ ଆଉଟୁ ପାଉଟୁ ହେଉଥିବା ଅଭିଯୋଗ ହେଇ ଆସୁଛି । ଏ ନେଇ ସୁବର୍ଣ୍ଣପୁର ସହରର ଏଚପି ଗ୍ୟାସ ର ପୁଷ୍ପଲତା ଗ୍ୟାସ ଆଜେନ୍ସୀ ପକ୍ଷରୁ ତତ୍ତ୍ଵl ବାଧାରକ ଚରଣ ନାଏକ ଏକ ସାମ୍ବାଦିକ ସମ୍ମିଳନୀରେ ସହରବାସୀ ତଥା ଗ୍ରାହକ ଙ୍କୁ ଅନୁରୋଧ କରିଛନ୍ତି ଯେ ପର୍ଯ୍ୟାପ୍ତ ପରିମାଣରେ ଗ୍ୟାସ ରହିଛି । ବୁକିଂ କରିବା ପରେ ଉପଭୋକ୍ତାଙ୍କୁ ଗ୍ୟାସ୍ ୪/୫ ଦିନ ଭିତରେ ଘରକୁ ଘର ହୋମ ଡେଲିଭରୀ କରାଯିବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଅଯଥା ରେ ଅଫିସକୁ ଆସି ଭିଡ଼ କରନ୍ତୁ ନାହିଁ ପ୍ରବଳ ଖରା ଯୋଗୁଁ ଧାଡ଼ିରେ ଠିଆ ହେବା ଦ୍ଵାରା ଅଂଶୁଘାତ ଓ ଦୁର୍ଘଟଣା ଘଟିବା ଆଶଙ୍କା ରହିଛି । ବୁକିଂ କରିଥିବା ସମସ୍ତ ଉପଭୋକ୍ତାଙ୍କୁ ହୋମ୍ ଡେଲିଭରି ମାଧ୍ୟମରେ ଗ୍ୟାସ୍ ଯୋଗାଇ ଦିଆଯିବ ବୋଲି ମିଡିଆ ଜରିଆରେ ଶ୍ରୀ ନାଏକ ଉପଭୋକ୍ତା ମାନଙ୍କୁ ପ୍ରତିଶୁତି ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026

You Might Also Like