-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||     

HOME   ଜିଲ୍ଲା

ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି

13-May-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଜୟ ଦୁର୍ଗା କ୍ରିକେଟ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ସିଦ୍ଧାର୍ଥ ଡିଗ୍ରୀ କଲେଜ ଗରୁଡ଼ କ୍ୟାମ୍ପସ ଠାରେ ଚାଲିଥିବା ବିନିକା ପ୍ରୀମିୟର ଲିଗ ମ୍ୟାଚ୍ ସିଜନ -୨ ର ଆଜି ଅନୁଷ୍ଟିତ ଏକ ଗୁରୁତ୍ତ୍ୱପୂର୍ଣ୍ଣ ମ୍ୟାଚରେ ସ୍ମାର୍ଟ ୧୧କୁ ହରାଇ ତ୍ରିରଙ୍ଗା ୟୁଥ କ୍ଲବ ବିଜୟୀ ହୋଇ ପରବର୍ତ୍ତୀ ରାଉଣ୍ଡକୁ ପ୍ରବେଶ କରିଛି।ଗତ ୨୭ତାରିଖରୁ ଅଦ୍ୟାବଧି ଅନୁଷ୍ଟିତ ୧୧ଟି ମ୍ୟାଚ ମଧ୍ୟରୁ ତ୍ରିରଙ୍ଗା ଦୁଇଟି ମ୍ୟାଚ୍ ଖେଳି ତାର ବିଜୟ ଅଭିଯାନ ଜାରି ରଖିଛି ।ଅନୁଷ୍ଟିତ ଏହି ପ୍ରିମିୟର ଲିଗ୍ ମ୍ୟାଚରେ ସର୍ବମୋଟ ୬ଟି ଦଳ ଭାଗ ନେଇଛନ୍ତି ।ଆଜି ଅନୁଷ୍ଟିତ ୧୧ତମ ମ୍ୟାଚ୍ ରେ ପ୍ରଥମେ ସ୍ମାର୍ଟ ୧୧ ଟଚ୍ ଜିଣି ବ୍ୟାଟିଂ କରିଥିଲା ନିର୍ଦ୍ଧାରିତ ଓଭର ମଧ୍ୟରେ ଦଳ ୫ୱିକେଟ୍ ହରାଇ ୮୯ରନ ସଂଗ୍ରହ କରିଥିଲା ଏକ ସହଜ ବିଜୟ ନେଇ ତ୍ରିରଙ୍ଗା ଦଳର ଖେଳାଳୀ ମାନେ ବ୍ୟାଟିଂ କରିବାକୁ ଯାଇଥିଲେ ହେଁ ୩ଓଭରରେ ୩ୱିକେଟ୍ ହରାଇ ଥିଲା ହେଲେ ଟିମ ର ଅନ୍ୟ ଖେଳାଳି ଧୈର୍ଯ୍ୟ ସହିତ ଖେଲ ପ୍ରଦର୍ଶନ କରି ୭ୱିକେଟ୍ ହରାଇ ବିଜୟୀ ହୋଇଥିଲା ଖେଳକୁ ମଣ୍ଟୁ ମୁଦୁଲି ଓ କୈବର୍ତ୍ତ ଦୀପ ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ରୋନିତ୍ ସାହୁ ଓ ମ୍ୟାଚ୍ ର ଧାରାବିବରଣୀ ଭବାନୀ ଶଙ୍କର ଜଗଦଳା ପ୍ରଦାନ କରିଥିଲେ।ଆୟୋଜକ କମିଟି ସଭାପତି ଶଶାଙ୍କ ଶେଖର ଦାସ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ବିନିକା ସାମ୍ବାଦିକ ସଂଘର ସଭାପତି ସୃଜନ ପଣ୍ଡା ମୁଖ୍ୟ ଅତିଥି,ସାମ୍ବାଦିକ ଶାନ୍ତନୁ ପଣ୍ଡା,ହିମାଂଶୁ ଶେଖର ପୁଟେଲ,କମଲ ଲୋଚନ ପରିଚ୍ଛା,ମିଥୁନ ବାରିକ,ଉମାକାନ୍ତ ବାଘ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜୟୀ/ରନର୍ ଅଫ ଦଳକୁ ଏବଂ ମ୍ୟାନ ଅଫ ଦି ମ୍ୟାଚ ଦିନେଶ ନାୟକଙ୍କୁ ଟ୍ରଫି ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026

You Might Also Like