-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ 

13-May-2026



 Kaushik Kumar sahu

ବଲାଙ୍ଗୀର (ପ୍ରେରଣା ଖବର): CBSE ଦ୍ବାରା ପରିଚାଳିତ ଦ୍ବାଦଶ (ବିଜ୍ଞାନ)ଶ୍ରେଣୀର ଫଳାଫଳ ପ୍ରକାଶ ପାଇଛି। ବିଦ୍ୟାଳୟରେ ପରିକ୍ଷା ଦେଇଥିବା ସମସ୍ତ ୨୦୦ ଛାତ୍ରଛାତ୍ରୀ

ସଫଳତାର ସହିତ ଉତ୍ତୀର୍ଣ୍ଣ ହୋଇଛନ୍ତି। କୌଶିକ କୁମାର ସାହୁ ୯୫% ମାର୍କ ରଖି ବିଦ୍ୟାଳୟର ଟପର ହୋଇଛନ୍ତି ଠିକ ସେହିପରି ସାହିଲ କୁମାର  ଦାଶ ୯୪% ପୋଲମୀ ଯୋଷୀ ୯୩% ଅନ୍ୟମାନଙ୍କ ମଧ୍ୟରେ ୧୬ଜଣ ଛାତ୍ରଛାତ୍ରୀ ୯୦%ରୁ

 Poulomi Joshi

ଅଧିକ ନମ୍ବର ରଖିଛନ୍ତି।  ଏହି ସଫଳତା ପାଇଁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ବିରେନ୍ଦ୍ର କୁମାର ମିଶ୍ର, ସଂପାଦକ ଗୋପାଳ କ୍ରିଷ୍ଣା ସିଂହଦେଓ, କୋଷାଧ୍ୟକ୍ଷ ଆଲୋକ ରଂଜନ ବେଦବାକ ସଭ୍ୟ ଶିରିଶ ଚନ୍ଦ୍ର ହୋତା,ବାଦଳ ମହାକୁର,  ତଥା ବିଦ୍ୟାଳୟର ଅଧ୍ୟକ୍ଷ  ତଥା ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷିକା  ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନାକରି  ଶୁଭେଚ୍ଛା ତଥା ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026

You Might Also Like