-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||     

HOME   ଜିଲ୍ଲା

ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା

14-May-2026



ଅନୁଗୁଳ/କଣିହାଁ:  ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳିଦ୍ୟାମସାଇଡ ଥାନା ଅନ୍ତର୍ଗତ ଅର୍କିଳି ଗ୍ରାମରେ ଘଟିଛି ଏପରି ଘଟଣା।
ମିଳିଥିବା ସୂଚନା ଅନୁଯାୟୀ ମୃତ ଯୁବକ ସଂଜୀବ ବେହେରା  ତାଙ୍କ ବାପା, ମା ଙ୍କ ସହିତ ୬ ଦିନ ପୂର୍ବରୁ ଘରେ କୌଣସି କାରଣରୁ ଝଗଡ଼ା ହୋଇଥିଲା ଏଥିରେ ଉତ୍ତ୍ୟକ୍ତ ହୋଇ ସଂଜୀବ ଙ୍କ ବାପା ମୂରଲୀଧର ବେହେରା ଏକ ଟାଙ୍ଗିଆରେ  ସଂଜିବକୁ ଆକ୍ରମଣ କରିଥିଲେ ଫଳରେ ଘଟଣା ସ୍ଥଳରେ ସଂଜୀବ ଙ୍କ ମୃତ୍ୟୁ ହୋଇଥିଲା। ମୃତ୍ୟୁ ପରେ ବାପା, ମା ଉଭୟେ ମିଶି ଯୁବକକୁ ପାଖ ଜଙ୍ଗଲରେ ପୋତି ଦେଇଥିଲେ।
୬ଦିନ ପରେ ମୃତ ସଂଜିବଙ୍କ ସ୍ତ୍ରୀ ରେଙ୍ଗାଳି ପୋଲିସକୁ ଏ ବାବଦରେ ଜଣେଇ ଥିଲେ,ଖବର ପାଇ ମୃତ ଯୁବକର ବାପା, ମା ଙ୍କୁ ଥାନାରେ ଅଟକ ରଖିଛି ପୋଲିସ,ବାସ୍ତବରେ କଉ କାରଣରୁ ଏପରି ହତ୍ୟାକାଣ୍ଡ ଘଟିଛି ତାହା ପୋଲିସ ତଦନ୍ତ ଚଳାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026

You Might Also Like