-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||     

HOME   ଜିଲ୍ଲା

ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

14-May-2026



ଅତାବିରା(ଆକାଶ ମିଶ୍ର): ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ମାତୃପୁରୀ ଲାଦରପାଲି , ଅତାବିରା ଠାରେ ଚଳିତ ମାଟ୍ରିକ୍ ବୋର୍ଡ ପରୀକ୍ଷାରେ A1 ଓ A2 ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି  ଶେଷଦେବ ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ନରେନ୍ଦ୍ର ପ୍ରଧାନ ,କାର୍ଯ୍ୟନିର୍ବାହୀ ଅଧିକାରୀ, ଅତାବିରା ବିଜ୍ଞାପିତ ଅଂଚଳ ପରିଷଦ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ମୁଖ୍ୟ ବକ୍ତା,ସମ୍ମାନିତ ଅତିଥି ଭାବେ ସଭାପତି ବରିଷ୍ଠ ନାଗରିକ ସଂଘ, ସମ୍ବଲପୁର ପ୍ରଦୀପ କୁମାର ପଣ୍ଡା ଓ ଶିକ୍ଷାବିତ୍ ଭୀଷ୍ମଦେବ ସରାଫ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଶୁଭକାମନା ଜଣାଇବା ସହିତ ଭବିଷ୍ୟତ ରେ କିପରି ସୁନାଗରିକ ହୋଇପାରିବେ ସେ ଉପରେ ଆଲୋକପାତ କରିଥିଲେ। ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ଲାଦରପାଲି, ଅତାବିରାର ବରଗଡ ଜିଲ୍ଲା ରେ ସର୍ବାଧିକ ୫ଜଣ A1 ଓ ୧୬ ଜଣ A2 ହାସଲ କରି ସମଗ୍ର ବରଗଡ଼ ଜିଲ୍ଲାରେ ଅତାବିରା ବ୍ଲକର ଗୌରବକୁ ଅକ୍ଷୁର୍ଣ୍ଣ କରିଥିବାରୁ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ,କର୍ମକର୍ତ୍ତା ତଥା ଅଭିଭାବିକ ଅଭିଭାବିକା ପ୍ରଶଂସାର ପାତ୍ର ବୋଲି ମତବ୍ୟକ୍ତ କରିଥିଲେ ।ଏହି ଅବସରରେ ଅତାବିରା ବ୍ଲକ ଟପ୍ପର ତଥା ବରଗଡ ସବଡିଭିଜନର ଟପ୍ପର ସୁଶ୍ରୀ କ୍ରିଷ୍ଣା ପତିଙ୍କୁ ସ୍ୱତନ୍ତ୍ର ଭାବେ ଅଭିନନ୍ଦନ ଜ୍ଞାପନ କରାଯାଇଥିଲା।
ବିଦ୍ୟାଳୟର ଅଧ୍ୟକ୍ଷ ବବୃବାହାନ ମିଶ୍ର ,ପରିଚାଳନା କମିଟିର ସଂପାଦକ କୃଷ୍ଣଚନ୍ଦ୍ର ପ୍ରଧାନ, ସଭାପତି ଶେଷଦେବ ନାଏକ, ଉପସଭାପତି ଅରୁଣ କୁମାର ହୋତା, କୋଷାଧ୍ୟକ୍ଷ ଜୟ ପ୍ରକାଶ ଅଗ୍ରୱାଲ ମଞ୍ଚାସୀନ ହୋଇ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଶିକ୍ଷକ ନିରଞ୍ଜନ ପସାୟତଙ୍କ ସଂଯୋଜନା ତଥା ଅନୁଷ୍ଠିତ କାର୍ଯକ୍ରମରେ ପରିଚାଲନା କମିଟି ର ସହ ସମ୍ପାଦକ ଶରତ କୁମାର ପ୍ରଧାନ,ସଭ୍ୟ ଅମିତ୍ କୁମାର ମିଶ୍ର , ସଭ୍ୟା ସୁସ୍ମିତା ମିଶ୍ର ,ପାଠଚକ୍ର ସଭାନେତ୍ରୀ ସୁଶ୍ରୀ ପ୍ରଧାନ ତଥା ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଭାଇ ଅପା ସକ୍ରିୟ ସହଯୋଗ କରିଥିଲେ। ଶେଷରେ ଉପାଧ୍ୟକ୍ଷ ଯତିନ୍ଦ୍ର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026

You Might Also Like