-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ଜିଲ୍ଲା

ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।

14-May-2026




ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )ଅପରାହ୍ନ ରେ ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ତରଫରୁ ଡ, ନାରାୟଣୀ ପଣ୍ଡା ପ୍ରେକ୍ଷାଳୟରେ ଡାକ୍ତର ଜନାର୍ଦ୍ଦନ ପୂଜାରୀ ସ୍ମାରକୀ ବକ୍ତୃତା ଅନୁଷ୍ଠିତ ହୋଇଥିଲା।ଡାକ୍ତର ପୂଜାରୀ ଙ୍କ ଫଟୋ ଚିତ୍ର ଉପରେ ମାଲ୍ୟର୍ପଣ ପରେ ଅନୁଷ୍ଠାନ ର ଅଧ୍ୟକ୍ଷ ପ୍ରଫେସର ଆଦିତ୍ୟ ପ୍ରସାଦ ପାଢ଼ୀ,ଆଜିର ମୁଖ୍ୟବକ୍ତା ପ୍ରୋ. ଜେନା ଙ୍କୁ ସ୍ୱାଗତ କରିବା ସହ ପରିଚିତ କରେଇଥିଲେ।ଆରମ୍ଭରୁ ଯୁଗ୍ମସମ୍ପାଦକ ରାଜେନ୍ଦ୍ର କୁମାର ପଣ୍ଡା ଡାକ୍ତର ଜନାର୍ଦନ ପୂଜାରୀ ଙ୍କ ବହୁମୁଖୀ ପ୍ରତିଭା ଓ ସଂଗ୍ରାମପୁର୍ଣ ଜୀବନୀ ଉପରେ ସମ୍ୟକ ଆଲୋକପାତ କରି ତାଙ୍କୁ ଜଣେ ଯୁଗଜନ୍ମା ପୁରୁଷ ଭାବେ ବର୍ଣ୍ଣନା କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟବକ୍ତା ଇନଷ୍ଟିଚ୍ୟୁଟ ଅଫ ମେନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି ନାଗପୁର ର ପ୍ରଫେସର ଡ଼. ରବିନ୍ଦ୍ର କୁମାର ଜେନା.ଆଜିର ବିଷୟବସ୍ତୁ "ସମାଜ ର ଉନ୍ନତି ରେ ବୁଦ୍ଧିମତା କିପରି ଖଣ୍ଡା ଭଳି ବିକାଶ ଓ ବିନାଶ କରୁଛି ସେ ବିଷୟ ରେ ବ୍ୟାପକ ଆଲୋଚନା ସହ ବୁଦ୍ଧିମତା ର ଉତ୍ପତ୍ତି, ଆବଶ୍ୟକତା ଓ ସମାଜ ରେ ଏହାର ସଠିକ ବ୍ୟବହାର ସହ ଶିକ୍ଷା, ସ୍ୱାସ୍ଥ୍ୟ,ନିଯୁକ୍ତି, ବେଙ୍କ,ଚାର୍ଟ ଜିପିଟି ରେ ସୂଚନା ପ୍ରଦାନ ପରି ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟ ରେ ଏହା କିପରି ସଫଳତା ସହ କାର୍ଯ୍ୟ କରୁଛି ତାର ଉପରେ ଏକ ସାର ଗର୍ଭକ ଓ ତଥ୍ୟ ତଥ୍ୟମୂଳକ ଭାଷଣ ପ୍ରଦାନ ସହ ବୁଦ୍ଧିମତା ର ଉପଯୁକ୍ତ ବ୍ୟବହାର ନ ହେଲେ ଏହା ରାକ୍ଷସ ଭଳି ନିଜ ସୃଷ୍ଟିକର୍ତ୍ତା ଙ୍କ ପ୍ରତି ବିପଦ  ହୋଇପାରେ ବୋଲି ଚେତେଇ ଦେଇଥିଲେ।।ଶେଷରେ
ସଭ୍ୟସମ୍ପାଦକ ଶ୍ରୀ ରଘୁନାଥ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।ସଭାରେ ସହର ର ଅନେକ ବୁଦ୍ଧିଜୀବୀ ଉପସ୍ଥିତ ରହି ନିଜର ସନ୍ଦେହ ମୋଚନ କରିବା ସହ ଏହି ଅବସରରେ ଡାକ୍ତର ପୂଜାରୀ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like