-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||     

HOME   ଜିଲ୍ଲା

ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ

14-May-2026



କଟକ(ତପନ ମହାନ୍ତି):  ବିଭିନ୍ନ ପେଟ୍ରୋଲ ପମ୍ପରେ ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କ ଚଢାଉ। ତେଲ ଷ୍ଟକ ଯାଞ୍ଚ। ବାଇକ୍‌ ପିଛା ୧୦୦ ଟଙ୍କାରୁ ଅଧିକ ତେଲ ଦେଉନଥିବା କାରଣରୁ କଲେ ତାଗିଦ। ତେଲର ଅଭାବ ନାହିଁ, ପେଟ୍ରୋଲ ପମ୍ପମାନେ ମନ ଇଚ୍ଛା ନିୟମ କରିବାକୁ ନେଇ ବିରକ୍ତି ପ୍ରକାଶ ସହ ତାଗିଦ କରିଛନ୍ତି। କିନ୍ତୁ କଟକ ଚାଉଳିଆ ଗଞ୍ଜ ପେଟ୍ରୋଲ ପମ୍ପରେ ଏହା ବ୍ୟତିକ୍ରମ ଦେଖାଯାଇଛି । ମାଳ ମାଳ ପୋଲିସ ଉପସ୍ଥିତିରେ ୨୦୦ ଟଙ୍କାରୁ  ଅଧିକ ତେଲ ମିଳିନଥିଲା ଅନେକ ଲୋକ ତେଲ ପାଇଁ ଧାଡିରେ ଘଣ୍ଟା ଘଣ୍ଟା ଛିଡା ହୋଇ ଫେରିବାକୁ ପଡୁଛି ବୋଲି କହିଥିଲେ। ରାଜ୍ୟ ସରକାର ତେଲର ଅଭବ ନାହିଁ ବୋଲି କହୁଥିଲା ବେଳେ ଚଉଳିଆଗଞ୍ଜ ପେଟ୍ରୋଲ ପମ୍ପରେ ୨୦୦ ଟଙ୍କାରୁ ଅଧିକ ତେଲ ଦିଆଯିବ ନାହିଁ ବୋଲି ଏହି ନିୟମ କିଏ କରିଥିଲା ବୋଲି ଗାଡିଚାଳକ ପ୍ରଶ୍ନ କରିଥିଲେ ହେଁ ଏକଥାକୁ କେହି ଶୁଣି ନଥିଲେ । ପେଟ୍ରୋଲ ପମ୍ପ କର୍ମଚାରୀ ଓ ପୋଲିସ ମନମୁଖୀ ନିୟମ କରିଥିବା ଯୋଗୁ ଅସନ୍ତୋଷ ଦେଖାଯାଇଥିଲା   ପୋଲିସ କମିଶନର ଏଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026

You Might Also Like