-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

14-May-2026



ମୃତ ସୁଧୀର 

ବାଲିଗୁଡା:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନାର ବପଲମେଣ୍ଡିର-ଏଲ, ଗ୍ରାମପଞ୍ଚାୟତ ଅନ୍ତର୍ଗତ ଅଡିମାରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି I ସୂଚନାରୁ ଜଣାପଡିଛି ଯେ, ଚଳିତ ମାସ ୦୯ ତାରିଖ ଦିନ ସୁଧୀର ପ୍ରଧାନ(୫୮)ଙ୍କୁ ନିଜ ଭାଇ ଶ୍ରୀମୁଖୀ ପ୍ରଧାନ (୩୫) ଏବଂ ପୁତୁରା ନରେଶ ପ୍ରଧାନ(୩୦) ମଦ୍ୟପାନ କରି ଏକ ଆଜବେଷ୍ଟର କୁ କେନ୍ଦ୍ର କରି ପାରିବାରିକ କଲହରୁ ଏକ କାଠ ରେ ଆକ୍ରମଣ କରିଥିଲେ, ଫଳରେ ସୁଧୀର ଗୁରୁତର ଆହତ ହୋଇଥିଲେ I ସୁଧୀରଙ୍କ ସ୍ତ୍ରୀ ତାଙ୍କ ସ୍ୱାମୀ ସୁଧୀରକୁ ଟିକାବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣି ଚିକିତ୍ସା କରାଇ ଘରକୁ ଫେରାଇ ନେଇଥିଲେ l  ପୁଣି  ୧୩ ତାରିଖ ଦିନ ସେ  ଗୁରୁତର ହେବାରୁ ଖଜୁରୀପଡା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ଭର୍ତ୍ତି କରିଥିଲେ I ସେଠାରେ ସୁଧୀର ର ସ୍ୱାସ୍ଥ୍ୟ ଅବସ୍ଥା ଅତି ଗୁରୁତର  ହେବାରୁ ଡାକ୍ତର ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଇଥିଲେ I ସୁଧୀରର ସ୍ତ୍ରୀ କିଛି ଟଙ୍କା ପଇସା ଯୋଗାଡ଼ କରିବା ଉଦେଶ୍ୟରେ ନିଜ ଗ୍ରାମ ବପଲମେଣ୍ଡି-ଏଲ ର ଅଡିମାରୀ ଦେଇ ଫୁଲବାଣୀ ମୁଖ୍ୟ ଚିକିତ୍ସାଲୟକୁ ନେଇଯାଉଥିବା ସମୟରେ ବାଉସୁଣୀ ନାଳ ନିକଟରେ ତାଙ୍କର ମୃତ୍ୟୁ ହୋଇଥିଲା I ଏନେଇ ମୃତ ସୁଧୀର ସ୍ତ୍ରୀ ଦୁଲାନା ପ୍ରଧାନ ଟିକାବାଲି ଥାନାରେ ତାଙ୍କ ସ୍ୱାମୀକୁ ଆକ୍ରମଣ ବିଷୟ ଲିଖିତ ଅଭିଯୋଗ କରିଥିଲେ I ଟିକାବାଲି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ, ଏକ ମାମଲା ୧୦୪/୨୬ ରେ ରୁଜୁ କରି ମୃତ ଦେହକୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ I ଏଥି ସହ ମାମଲାର ଅଧିକ ତଦନ୍ତ ଚାଲିଥିବା ବିଷୟ ଥାନା ଅଧିକାରୀ ସମିର କୁମାର ବେହେରା ସୂଚନା ଦେଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like