-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ

15-May-2026



କଟକ(ତପନ ମହାନ୍ତି): କଟକ ଏସସିବି ମେଡିକାଲ ୪ର୍ଥ ଶ୍ରେଣୀ କର୍ମଚାରୀ ସଙ୍ଘର ଏକ କର୍ମଚାରୀ ସମ୍ମିଳନୀ ଏସସିବି ମେଡିକାଲ ପରିସରରେ ରାଜ୍ୟ ସଙ୍ଘର ସଭାପତି ପୂର୍ଣ୍ଣ ଚନ୍ଦ୍ର ରାଉତଙ୍କ  ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ଏହି ସମ୍ମିଳନୀରେ ରାଜ୍ୟ ସଙ୍ଘର ମୁଖ୍ୟ ଉପଦେଷ୍ଟା ଡଃ ପ୍ରଭାତ ରଞ୍ଜନ ବିଶ୍ବାଳ ମୁଖ୍ୟ ଅତି ଅତିଥି ଭାବେ ଯୋଗ ଦେଇ ରାଜ୍ୟ ରୁ ଆସୁଥିବା ହଜାର ହଜାର ସଂଖ୍ୟାରେ ରୋଗୀମାନଙ୍କ ଚିକିତ୍ସା କ୍ଷେତ୍ରରେ ଏହି କର୍ମଚାରୀମାନଙ୍କ ପ୍ରମୁଖ ଭୂମିକା ରହିଛି । । ଆଗାମୀ ଦିନରେ କର୍ମ ଚାରୀମାନଙ୍କୁ ସରକାରୀ ବାସଗୃହ ଖୁବଶୀଘ୍ର ସରକାର ମେଡିକାଲ ପରିସରରେ ଯୋଗାଇ ଦେବା ସହ ସଂଘର ନୂତନ କାର୍ଯ୍ୟାଳୟ ପାଇଁ ବିଧାୟକଙ୍କ ପାଣ୍ଠିରୁ ଆବଶ୍ୟକୀୟ ପାଣ୍ଠି ଯୋଗାଇ ଦିଆଯିବ ବୋଲି  ଡଃ ବିଶ୍ଵାଳ କହିଥିଲେ । ଏଥିସହିତ ସମ୍ମାନିତ ଅତିଥ୍‌ ଭାବେ ରାଜ୍ୟ ସଙ୍ଘର ଧାରଣ ସମ୍ପାଦକ ପ୍ର ପ୍ରସନ୍ନ କୁମାର ଯୋଗଦାନ କରି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଏସସିବି ସଙ୍ଘର ସମ୍ପାଦକ ରାମ ସାମଲ ଚନ୍ଦ୍ର ନ୍ଦ୍ର ପ୍ରଧାନ ଧାନ ସଭା କାର୍ଯ୍ୟକୁ ପରିଚାଳନା କରିଥିଲେ । ସଂଘର କାର୍ଯ୍ୟକ ର୍ଯ୍ୟକାଳ ଶେଷ ହୋଇଥିବା ବେଳେ ସମସ୍ତ କର୍ମ ଚାରୀ ରୀଙ୍କ ସର୍ବସମ୍ମ ସମ୍ମତି କ୍ରମେ ପୁନ୍ନ ର୍ବାଚ ବାଁର ରାମଚନ୍ଦ୍ର ପ୍ରଧାନଙ୍କୁ ଆଗାମୀ ୨ ବର୍ଷ ପର୍ଯ୍ୟନ୍ତ ଏସସି ବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଙ୍ଘ ର ସମ୍ପାଦକ ଭାବେ ମନୋନୀତ କରାଗଲା ବୋଲି ମୁଖ୍ୟ ଉପଦେଷ୍ଟା ଡଃ ବିଶ୍ଵାଳ ଘୋଷଣା କରିଥିଲେ । ଏଥିସହିତ ସଭାପତି ଭାବେ ପୂର୍ଣ ଚନ୍ଦ୍ର ରାଉତ, ଯୁଗ୍ମ ସମ୍ପାଦକ ରବୀନ୍ଦ୍ର ଦେହୁରୀ, ଯୁଗ୍ମ ସମ୍ପାଦିକା ଯଜ୍ଞ ଦେଇ, କୋଷାଧ୍ୟକ୍ଷ ଭାବେ ଚନ୍ଦନ ପ୍ରଧାନଙ୍କୁ ମନୋନୀତ କରାଯାଇଥିବା ବେଳେ କାର୍ଯ୍ୟକାରୀ ସଦସ୍ୟ ଭାବେ ହୃଷିକେଶ ସାହୁ, ଯଯାତି କିଶୋର ସ୍ୱାଇଁ, ସୁବାଷ ଚନ୍ଦ୍ର ନାୟକ, ପ୍ରଦୀପ କୁ ମାର ପଟ୍ଟନାୟକ, ଜୟଦେବ ଦାସ, ଧନେଶ୍ଵର ବାରିକ, ବସନ୍ତ ବାରିକ, ମାଧବ ଚନ୍ଦ୍ର ସାହୁ, ରଞ୍ଜନ ନାଏକ, ନୃସିଂହ ମାହାରଣ, ଅନୁପମା ସାହୁ, ଶକୁନ୍ତଳା ଭୋଇଙ୍କୁ ଆଗାମୀ ୨ ବର୍ଷ ପାଇଁ ମନୋନୀତ କରା ଯାଇଥିଲା । ଶେଷରେ ଚନ୍ଦନ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like