-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ

15-May-2026



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ସହର ନିକଟସ୍ଥ ବିଷ୍ଣୁମୁଣ୍ଡା ଠାରେ ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ଜିଲ୍ଲା କାରାଗାର ନିକଟରେ ନୂତନ ସିଭିଲ କୋର୍ଟ ତିଆରି କରା ଯିବାକୁ ଯୋଜନା ହୋଇଛି। ଲୋକସେବା ମଂଚ ପକ୍ଷରୁ ଏହାକୁ ବିରୋଧ କରାଯିବା ସହ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଗୋଟିଏ କମ୍ପ୍ଲେକ୍ସ ରେ ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ ନିର୍ମାଣ କରିବା ପାଇଁ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଲକ୍ଷ୍ମଣ ବାଗଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରକାଶ ଯେ ପୂର୍ବରୁ ମିନି ସେକ୍ରେଟିଏଟ୍ ଢାଞ୍ଜାରେ ଗୋଟିଏ କମ୍ପ୍ଲେକ୍ସ ମଧ୍ୟରେ ଉଭୟ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ ନିର୍ମାଣ କରାଯିବାକୁ ଯୋଜନା ପ୍ରସ୍ତୁତ କରାଯିବା ସହ ଜାଗା ମଧ୍ୟ ଚିହ୍ନଟ ହୋଇସାରିଥିଲା । ତେବେ ବିଭିନ୍ନ କାରଣରୁ ଉକ୍ତ ଜାଗାରେ ଏ ପ୍ରକଳ୍ପ କାର୍ଯ୍ୟକାରୀ ହୋଇନପାରିବାରୁ ଉଭୟ କାର୍ଯ୍ୟାଳୟକୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଇଥିଲା। ତେବେ ସଦ୍ୟ ଯୋଜନା ମୁତାବକ କାର୍ଯ୍ୟାଳୟ ନିର୍ମାଣ ହେଲେ ଉଭୟଙ୍କ ମଧ୍ୟରେ ୭ ରୁ ୮ କିମି ଦୂରତା ରହିବ ଯଦ୍ୱାରା ଜିଲ୍ଲାର କୋଣଅଣୁକୋଣରୁ ଆସୁଥିବା ଜିଲ୍ଲାବାସୀ ବହୁ ଅସୁବିଧାର ସମ୍ମୁଖିନ ହେବେ। ଏଣୁ ଜିଲ୍ଲାବାସୀଙ୍କ ବୃହତ ସ୍ୱାର୍ଥକୁ ଆଖି ଆଗରେ ରଖି ଗୋଟିଏ କମ୍ପ୍ଲେକ୍ସ ଭିତରେ ଉଭୟ ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ ତିଆରିକୁ ଯୋଜନା ବୋର୍ଡରେ ଅନୁମୋଦନ କରି ସରକାରଙ୍କ ପାଖକୁ ପ୍ରେରଣ କରିବା ପାଇଁ ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଲୋକସେବା ମଂଚ ଲିଖିତ ଭାବେ ଦାବି କରିଛି। ଡା.ବାସୁଦେବ ପତି ଙ୍କ ଆବାହକତ୍ୱରେ  ବରିଷ୍ଠ ଓକିଲ ରତନ କୁମାର ମହାରଣା, ଭବାନୀ ଶଙ୍କର ଶତପଥି, ବୁଦ୍ଧିଆ ବାଗ, ରବିନାରାୟଣ ବହିଦାର ଓ ସଂଜୟ କୁମାର ବଗର୍ତ୍ତି ପ୍ରମୁଖ ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ବାଗଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like