-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-

15-May-2026



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ବ୍ଲକ ଅଧିନସ୍ଥ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, କଳାପଥର ଓ ସରଧାପାଲି ତଥା ମୋଡେଲ ଡିଗ୍ରୀ କଲେଜ ର ଆଖପାଖ ଅଞ୍ଚଳ ରେ ସିଗାରେଟ ଓ ଅନ୍ୟାନ୍ୟ ତମାଖୁ ଜାତୀୟ ଦ୍ରବ୍ୟ ର ଅଧିନିୟମ 2003 ଅନୁଯାୟୀ, ଏହାର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ସମସ୍ତ ଦୋକାନ ମାନଙ୍କରେ ଚଢ଼ାଉ କରି 21 ଟି ଦୋକାନ ରୁ ମୋଟ 3800 ଟଙ୍କା ଜରିମାନା ଆଦାୟ କରିଥିଲେ. ଏହି ଟିମ ରେ  ଭେଷଜ ନିରୀକ୍ଷକ- ଟିକେଶ୍ଵରି ମାଝୀ, ଅଣସଂକ୍ରାମକ ରୋଗ ପରାମର୍ଶଦାତା- ଆଲୋକ କୁମାର ମିଶ୍ର ସୋସିଆଲ ୱାର୍କର ଅଶ୍ୱିନୀ ଶତପଥୀ ତଥା ସୋନପୁର ପୋଲିସ  ଓ ଅବକାରୀ ବିଭାଗ ର ନେତୃତ୍ୱରେ ଏହି ଚଢ଼ାଉ କାର୍ଯ୍ୟକ୍ରମ ଚାଲୁ ରହିଥିଲା. ଆଗକୁ ଏହି କାର୍ଯ୍ୟକ୍ରମ ବ୍ୟାପକ କରାହେବା ଉପରେ ଜିଲ୍ଲା ଅଣ ସଂକ୍ରମକ ରୋଗ ପରାମର୍ଶଦାତା ଶ୍ରୀ ମିଶ୍ର ପ୍ରକାଶ କରିଛନ୍ତି.  I


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026

You Might Also Like