-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||     

HOME   ଜିଲ୍ଲା

ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ

15-May-2026



ବଲାଙ୍ଗୀର(ପ୍ରେରଣା ଖବର):  ଓବିସି ମଞ୍ଚ ବଲାଙ୍ଗୀରର ପ୍ରତିନିଧି ଦଳ ଏବଂ ଆନନ୍ଦ ପଧାନ ସଂଯୋଜକ ଓବିସି ମଞ୍ଚ ଆଗଲପୁର ବ୍ଳକ ବଲାଙ୍ଗୀରଙ୍କ ନେତୃତ୍ବରେ ଆଗଲପୁର ତହସିଲଦାର ତହସିଲଦାରଙ୍କୁ  କେନ୍ଦ୍ର ଗୃହମନ୍ତ୍ରୀ ମାନନୀୟ ଅମିତ ଶାହାଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଭାରତ ସରକାର ୨୦୨୫ ଜାନୁଆରୀ ମାସ ୩୦ ତାରିଖର କେନ୍ଦ୍ର କେବିନେଟ ନିଷ୍ପତ୍ତି କ୍ରମେ ୨୦୨୭ ଜନଗଣନାରେ ଜାତିଭିତ୍ତିକ ଓବିସି ବର୍ଗର ଜନଗଣନା କରିବାକୁ ପ୍ରତିଶ୍ରୁତି ଦେଇଥିଲେ ତାହା ମିଥ୍ୟ ପ୍ରମାଣିତ ହୋଇଛି। ବର୍ତମାନର ଗୃହ ଗଣନା ଯାହା ଜନଗଣନା ର ପ୍ରଥମ ସୋପାନ, ସେଥିରେ ୩୩ ଟି ପ୍ରଶ୍ନର ଉତ୍ତର ଗୃହକର୍ତା ଦେବେ ପ୍ରଶ୍ନ ନମ୍ବର ୧୨ ରେ ଗୃହ କର୍ତା ଙ୍କ ଜାତି କଣ ବୋଲି ଏଥିରେ ଉଲ୍ଲେଖ ଅଛି, ଏଥିରେ ଏସ୍ ଟି, ଏସ୍ ସି ଏବଂ ଅନ୍ୟାନ୍ୟ ବୋଲି ସୁଚିତ ଅଛି ଯାହା ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ହୋଇ ରହିଛି।ଓବିସି ବୋଲି ପଚାରି ଥିଲେ ପରବର୍ତ୍ତୀ ସମୟରେ ଓବିସି ବର୍ଗର ଲୋକଙ୍କ ଗଣନା ହୋଇପାରିଥାନ୍ତା, କିନ୍ତୁ ସେପରି ହୋଇନାହିଁ। ସରକାର ଓବିସି ଜନସାଧାରଣଙ୍କ ସହିତ ପ୍ରତାରଣା କରୁଛି। ଏଣୁ ଓବିସି ବର୍ଗର ଲୋକମାନେ ଏହି ଜନଗଣନାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ଏହି ବିଷୟରେ ଅବଗତ କରାଇବା ସହ ଏକ ଦାବିପତ୍ର କେନ୍ଦ୍ର ଗୃହ ମନ୍ତ୍ରୀ ମାନନୀୟ ଅମିତ ଶାହାଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ସରକାର ଏହାକୁ ଲାଗୁ  କଲେ ଦେଶର ଅର୍ଦ୍ଧାଧିକ ଲୋକଙ୍କ ଉନ୍ନତି ହୋଇପାରିବ ବୋଲି ବୋଲି ରାଜ୍ୟ ଓବିସି ମଞ୍ଚ କୋଷାଧକ୍ଷ ପ୍ରଦେଶୀ ବିଶ୍ଵାଲ ଉପସ୍ଥାପନ କରିଛନ୍ତି। ସରକାର ଆଗାମୀ ଦିନରେ ଓବିସି ବର୍ଗର ଲୋକଙ୍କ କଥା ନ ଶୁଣିଲେ ଓବିସି ମାନେ ସରକାରଙ୍କୁ ଆବଶ୍ୟକ ପଦକ୍ଷେପ ନେବେ ବୋଲି କଡା ଚେତାବନୀ ମଧ୍ୟ ଦେଇଛନ୍ତି। ଏଥିରେ ପୁର୍ଣ୍ଣଚନ୍ଦ୍ର ବିଶ୍ବାଳ, ଆଦିନାଥ ପଧାନ, ସରୋଜ ପ୍ରଧାନ, ମନୋରଞ୍ଜନ ସାହୁ, କେଶବ ବେହେରା, ପ୍ରବୀଣ କୁମାର ମେହେର, ମହେନ୍ଦ୍ର ମହାକୁର,ସରୋଜ କୁମାର ମେଶ୍ଵା ସଂଯୋଜକ ଓବିସି ମଞ୍ଚ ବଲାଙ୍ଗୀର ପ୍ରମୁଖ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026

You Might Also Like