-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||     

HOME   ଜିଲ୍ଲା

ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ

15-May-2026



ବରପାଲି : (ସୁଦାମ ଦୀପ)ଦୀର୍ଘ ଦିନ ଧରି ଫ୍ଲୋରାଇଡ୍ ଯୁକ୍ତ ପାଣି ସମସ୍ୟାରେ ଜର୍ଜରିତ ଥିବା ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସିଲେଟ ବ୍ଲକର ସେମେଲଗୁଡ଼ିଆ ଗାଁର ଲୋକମାନେ ଅବଶେଷରେ ଶୁଦ୍ଧ ପାନୀୟ ଜଳ ସୁବିଧା ପାଇଛନ୍ତି। ଗ୍ରାମବାସୀଙ୍କ ଦୀର୍ଘଦିନର ଦାବିକୁ ଗୁରୁତ୍ୱ ଦେଇ ମାନ୍ୟବର ବିଧାୟକ ସନତ କୁମାର ଗଡ଼ତୀୟା ନିଜ ପ୍ରତିଶ୍ରୁତି ପାଳନ କରି ନିଜ ହାତ ପାଣ୍ଠିରୁ ଗାଁରେ ଆରଓ ପାଣି ପ୍ରକଳ୍ପ ସ୍ଥାପନ କରାଇଛନ୍ତି।ସେମେଲଗୁଡ଼ିଆ ଗାଁରେ ଦୀର୍ଘ ବର୍ଷ ଧରି ଭୂଗର୍ଭ ଜଳରେ ଫ୍ଲୋରାଇଡ୍ ପରିମାଣ ଅଧିକ ଥିବାରୁ ଲୋକମାନେ ବିଭିନ୍ନ ହାଡ଼ ଓ ଦାନ୍ତ ସମସ୍ୟା ସହ ସ୍ୱାସ୍ଥ୍ୟ ଜନିତ ଅସୁବିଧାର ସମ୍ମୁଖୀନ ହେଉଥିଲେ।ଗ୍ରାମବାସୀ ବାରମ୍ବାର ଶୁଦ୍ଧ ପିଇବା ପାଣିର ବ୍ୟବସ୍ଥା ପାଇଁ ଦାବି କରୁଥିବାବେଳେ ବିଧାୟକ ଶ୍ରୀ ଗଡ଼ତୀୟା ଏହାର ସ୍ଥାୟୀ ସମାଧାନ ପାଇଁ ପଦକ୍ଷେପ ନେଇଥିଲେ। ତାଙ୍କର ପ୍ରୟାସ ଓ ନିଜସ୍ୱ ଅର୍ଥ ସହଯୋଗରେ ଗାଁରେ ଘଣ୍ଟାକୁ ଦୁଇ ହଜାର ଲିଟର କ୍ଷମତା ବିଶିଷ୍ଟ ଆରଓ ପ୍ଲାଣ୍ଟ ସ୍ଥାପନ ହୋଇଛି।ଏହି ପ୍ରକଳ୍ପ ଆରମ୍ଭ ହେବା ପରେ ସେମେଲଗୁଡ଼ିଆ ସହ ଆସପାସ ଅଞ୍ଚଳର ଲୋକମାନେ ମଧ୍ୟ ଉପକୃତ ହେବେ । ବର୍ତ୍ତମାନ ଗ୍ରାମବାସୀ ସହଜରେ ବିଶୁଦ୍ଧ ପିଇବା ପାଣି ପାଇପାରୁଥିବାରୁ ଲୋକଙ୍କ ମଧ୍ୟରେ ଖୁସିର ଲହରୀ ଦେଖାଦେଇଛି। ଗାଁର ବୟସ୍କ ଓ ମହିଳାମାନେ ବିଶେଷ କରି ଏହି ପ୍ରକଳ୍ପକୁ ସ୍ୱାଗତ କରିଥିବାବେଳେ, ଏହା ଗାଁର ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏକ ବଡ଼ ପଦକ୍ଷେପ ବୋଲି କହିଛନ୍ତି।ବିଧାୟକ ଶ୍ରୀ ଗଡ଼ତୀୟା କହିଥିଲେ ଯେ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବା ହେଉଛି ତାଙ୍କର ପ୍ରଥମ କର୍ତ୍ତବ୍ୟ। ପାନୀୟ ଜଳ, ଶିକ୍ଷା, ରାସ୍ତା ଓ ସ୍ୱାସ୍ଥ୍ୟ ସେବା ଭଳି ମୌଳିକ ସୁବିଧା ପ୍ରତ୍ୟେକ ଗାଁକୁ ପହଞ୍ଚାଇବା ପାଇଁ ସେ ସଦା ପ୍ରୟାସ ଜାରି ରଖିବେ ବୋଲି ମତ ପ୍ରକାଶ କରିଥିଲେ।
ଉଦଘାଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ଜନପ୍ରତିନିଧି, ସମାଜସେବୀ, ଯୁବକ ଓ ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026

You Might Also Like