-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||     

HOME   ରାଜ୍ୟ

ନିଟ ପ୍ରଶ୍ନ ପତ୍ର ଲିକ ବିରୁଦ୍ଧରେ ଏଆଇଡ଼ିଏସଓ ର ବିକ୍ଷୋଭ

15-May-2026



ବଲାଙ୍ଗୀର(ପ୍ରେରଣା ଖବର): ନିଟ୍ ପ୍ରଶ୍ନପତ୍ର ଲିକ ଘଟଣାରେ ପଦବୀ ଓ କ୍ଷମତା ନିର୍ବିଶେଷରେ  ସମ୍ପୂକ୍ତ ସମସ୍ତ ଦୋଷୀଙ୍କୁ କଠୋର ଦଣ୍ଡ ଦେବା,ବିଚାର ବିଭାଗୀୟ ତଦାରଖରେ ଏକ ସ୍ୱଚ୍ଛ ଓ ସମୟ ବଦ୍ଧ ତଦନ୍ତ କରିବା ,ତଦନ୍ତର ଫଳାଫଳକୁ ସମ୍ପୂର୍ଣ୍ଣ ଭାବରେ ସର୍ବସାଧାରଣରେ ପ୍ରକାଶ କରିବା, ସମସ୍ତ ଜାତୀୟ ସ୍ତରୀୟ ପରୀକ୍ଷାରେ ଉତ୍ତରଦାୟୀତ୍ୱ ଓ ସ୍ୱଚ୍ଛତା ସୁନିଶ୍ଚିତ କରିବା ପାଇଁ ତୁରନ୍ତ ପଦକ୍ଷେପ ନେବା ତଥା ନେଟ ୟୁଜି ଏବଂ ଅନ୍ୟାନ୍ୟ କେନ୍ଦ୍ରୀୟ ପରୀକ୍ଷା ପରିଚାଳନା କରୁଥିବା ଏନଟିଏ(NTA) କୁ ସମ୍ପୂର୍ଣ୍ଣ ବାତିଲ କରିବା ଏବଂ ସମସ୍ତ ପରୀକ୍ଷା ସରକାର ନିଜେ ସ୍ୱଚ୍ଛତା ଏବଂ ଉତ୍ତରଦାୟୀତ୍ୱର ସହ ପରିଚାଳନା କରିବା ଦାବିରେ ଆଜି ବିପ୍ଲବୀ ଛାତ୍ର ସଂଗଠନ  ଏଆଇଡ଼ିଏସଓ ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ସଂଗଠନ ପକ୍ଷରୁ  କେନ୍ଦ୍ର ସରକାରଙ୍କ ଅପରାଧୀସୁଲଭ ମାନସିକତାକୁ ନିନ୍ଦା କରିବା ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ବକ୍ତା ମାନେ କହିଥିଲେ।ତା ସହ 
କୁହାଯାଇଛି ଯେ ଏକ ଗଭୀର ତ୍ରୁଟିପୂର୍ଣ୍ଣ ଏବଂ ସମ୍ପୂର୍ଣ୍ଣ କେନ୍ଦ୍ରିକୃତ ପରୀକ୍ଷା ବ୍ୟବସ୍ଥାର ଏହି ବାରମ୍ବାର ବିଫଳତା କ୍ରମାଗତ ଭାବେ କୋଚିଂ ଶିଳ୍ପର ସ୍ୱାର୍ଥ ସାଧନ କରୁଛି ଯାହା ଛାତ୍ରଛାତ୍ରୀ ଏବଂ ସେମାନଙ୍କ ପରିବାର ଉପରେ ବ୍ୟାପକ ମାନସିକ, ଆର୍ଥିକ ଏବଂ ଶୈକ୍ଷିକ ଚାପ ସୃଷ୍ଟି କରୁଛି।ଏହି ଚରମ ଦୁର୍ନୀତି ହେଉଛି ମେଡ଼ିକାଲ ଶିକ୍ଷାର ଘରୋଇକରଣର ପରିଣାମ। ଆଜିର ବିକ୍ଷୋଭରେ ସଂଗଠନର ରାଜ୍ୟ ଉପସଭାପତି ସୁନୀଲ କୁମାର ଭୋଇ,ଜିଲ୍ଲା ସଭାପତି ମଧୁସୂଦନ ବାଗ, ଜିଲ୍ଲା ଉପସଭାପତି ଅହଲ୍ୟା ସାହୁ, ଜିଲ୍ଲା କମିଟି ସଭ୍ୟ ନିମାଇଁ କୁମ୍ଭାର, ଅଞ୍ଜଳି ସୁନା, ପ୍ରଭାସିନୀ ଭୋଇ ସହ ବହୁ ଛାତ୍ରଛାତ୍ରୀ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026

You Might Also Like