-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||      ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||     

HOME   ଜିଲ୍ଲା

ଗଞ୍ଜେଇ ସହ କାର ଓ ବାଇକ ଜବତ : ୩ ଜଣ ଗିରଫ

07-Feb-2021



କନ୍ଧମାଳ,(ସୁଶୀଲ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ରେ ପୃଥକ ପୃଥକ ଗଞ୍ଜେଇ ଚୋରା ଚାଲାଣ କରୁଥିବା ସମୟରେ ୩ ଜଣ ଗଞ୍ଜେଇ ଚାଲଣ କାରିଙ୍କୁ ଗିରଫ କରି  କୋର୍ଟ ଚାଲାଣ କରିଛି ପୋଲିସ  l ପ୍ରକାଶ ଯେ କନ୍ଧମାଳ ଜିଲ୍ଲା  ଫୁଲବାଣୀ ଟାଉନ୍ ଥାନା ଓ ଫିରିଙ୍ଗିଆ ଥାନା ରେ ମୋଟ 41କେଜି 100 ଗ୍ରାମ ଗଞ୍ଜେଇ ସହ ଦୁଇଟି କାର ଓ ଗୋଟିଏ ବାଇକ ଜବତ କରିଛି ପୋଲିସ l ଏଥିରେ ପୋଲିସ ତିନିଜଣ ଙ୍କୁ ଗିରଫ  କରିଥିବା ବେଳେ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇ ଯାଇଛି l ଶନିବାର ବିଳମ୍ବିତ ରାତିରେ ଦୁଇ ଜଣ ଗଞ୍ଜେଇ ଚାଲାଣକାରୀ ଗଞ୍ଜେଇ ନେଇ ଯାଉଥିବା ବେଳେ ପୁଲିସ କୌଣସି ସୂତ୍ରରୁ ଖବର ପାଇ ଗୋଟିଏ କାର ସହ ଗଞ୍ଜେଇ ଜବତ କରିଥିବା ବେଳେ ଦୁଇ ଜଣଙ୍କୁ ଗିରଫ କରିଛି | ସେହିଭଳି ଭାବରେ ଏଫସିଆଇ ଛକରେ ମଧ୍ୟ ଚଢ଼ାଉ କରି ଗୋଟିଏ କାର ଏବଂ ବାଇକ ଗଞ୍ଜେଇ ଚୋରା ଚାଲାଣ କରିବା ବେଳେ ୨୬ କେଜି ଗଞ୍ଜେଇ ଜବତ୍ କରି ଦୁଇଜଣ କୁ ଗିରଫ୍ କରି କୋର୍ଟ ଚାଲାଣ କରିଛି ପୋଲିସ | ଏବଂ ଘଟଣା ସ୍ଥଳରୁ ଡ୍ରାଇଭର୍ ପପୁନ ଦିଗାଲ ଚମ୍ପଟ ମାରିଥିବା ଜଣାପଡିଛି  |


News Comment




Photo in News

Advertisment
Lastest News
  ଜିଲ୍ଲା  
୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    11-May-2026
  ଜିଲ୍ଲା  
ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା   11-May-2026
  ଜିଲ୍ଲା  
ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   11-May-2026
  ରାଜ୍ୟ  
କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   11-May-2026
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026

You Might Also Like