-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ସଭା

15-May-2026



ବଲାଙ୍ଗିର-  ସ୍ଥାନୀୟ କୋଳ୍‌ଡ ଷ୍ଟୋରେଜ ନିକଟସ୍ଥ ନାଗରିକ କମିଟୀ ସଭାଗୃହରେ ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ବୈଠକ ହୋଇଥିଲା । ଏହି ସଭାରେ ସଭାପତି ଡ. ଶ୍ରୀକର ମିଶ୍ର ଅଧ୍ୟକ୍ଷତା କରିଥିଲେ । ବଲାଙ୍ଗିର ରେ ରେଲୱେ ପିଟ୍ ଲାଇନ କରିବା ପାଇଁ ସର୍ବସମ୍ମତି କ୍ରମେ ପ୍ରସ୍ତାବ ଗୃହିତ ହୋଇଥିଲା ଏବଂ ଏହି ଦାବୀ ବହୁ ଦିନର ହୋଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ହୋଇପାରି ନାହିଁ । ତେଣୁ ପୁଣି ଥରେ ରେଲୱେ କତ୍ତୃପକ୍ଷଙ୍କୁ ଜଣାଇବା ପାଇଁ ସଂପାଦକଙ୍କୁ କ୍ଷମତା ଅର୍ପଣ କରାଯାଇଥିବା ଜଣାଯାଇଛି । ପୁନଶ୍ଚ ଗ୍ରୀଷ୍ମ୍ମ କାଳିନ ବିଶାଖାପାଟନମ୍‌-ଦିଲ୍ଲୀ ଏକ୍ସପ୍ରେସ (ଟ୍ରେନ ନ, ୦୮୫୧୭) ଭାୟା ପ୍ରୟାଗରାଜଟ୍ରେନ ଚଳାଚଳକୁ ସ୍ୱାଗତ କରିଥିବା ବେଳେ ଟିଟିଲାଗଡ ଓ ବରଗଡ ରେ ରହଣି ଥିବାର ଘୋଷଣା କରାଯାଇଛି । କିନ୍ତୁ ମଝିରେ ବଲାଙ୍ଗିର ଜିଲ୍ଲା ସଦର ମହକୁମା ରେ ରହଣି ପାଇଁ ବ୍ୟବସ୍ଥା ହୋଇ ନାହିଁ ।  ତେଣୁ ବଲାଙ୍ଗିର ରେ ଏହି ଟ୍ରେନ ରହଣି ପାଇଁ ଦାବୀ କରାଯାଇଛି । ଅନ୍ୟାନ୍ୟ ଆଲୋଚନା ମଧ୍ୟରେ ବଲାଙ୍ଗିର ପୌରାଂଚଳରେ ବିଭିନ୍ନ ପୋଖରୀ ମାନଙ୍କ ପଙ୍କୋଧାର ପାଇଁ ପାଣି ନିଷ୍କାସନ କରାଯାଇଛି । କେତେ ଜାଗାରେ କାମ ଆରମ୍ଭ ହୋଇଥିବା ବେଳେ ଅନ୍ୟ କେତେ ପୋଖରୀରେ ପାଣି ସୁଖି ନାହିଁ । ଏହି କାର୍ଯ୍ୟକୁ କାଳ ବିଳମ୍ବ ନ କରି ବର୍ଷା ପୂର୍ବରୁ ଶେଷ କରିବା ପାଇଁ ପଦକ୍ଷେପ ନେବା ପାଇଁ ଅନୁରୋଧ କରାଯାଇଛି । ପୁନଶ୍ଚ ନାଳ ନର୍ଦମା ସଫାକଲେ ମଧ୍ୟ ମଇଲା ରହି ଯାଉଥିବା କେତେକ ସଭ୍ୟଙ୍କ ନଜରକୁ ଆସିଛି । ତାକୁ ଧ୍ୟାନ ଦେଇ ନର୍ଦମା ପାଣି ଯେମିତି କୌଣସି ପୋଖରୀକୁ ନ ପସିବ, ସେଥିପ୍ରତି ଦୃଷ୍ଟି ଦେବାକୁ ପୌରାଧ୍ୟକ୍ଷାଙ୍କୁ ଅନୁରୋଧ କରାଯାଇଛି । ସୋସିଏଲ ମିଡିଆ ଜରିଆରେ ଲୋକଙ୍କ ସୁବିଧା ଅସୁବିଧା ବୁଝି ତାର ପ୍ରତିକାର କରିବା ପାଇଁ ନାଗରିକ କମିଟୀର ସୋସିଏଲ ମିଡିଆ ସେଲ ଗଠନ କରି ସଭ୍ୟ ଅଂକୁଶ ପାଣ୍ଡିଆଙ୍କୁ ଦାୟିତ୍ୱ ଦିଆଯାଇଛି । ଶ୍ରୀ ପାଣ୍ଡିଆ ଏହି ସେଲ୍ ଜରିଆରେ ନାଗରିକ କମିଟୀର କାର୍ଯ୍ୟକ୍ରମକୁ ଲୋକଲୋଚନକୁ ଆଣିବା ସଙ୍ଗେସଙ୍ଗେ ବିଭିନ୍ନ ମିଟିଂ, କନଫରେନ୍ସ  ତଥା କର୍ମଶାଳାର ଅୟୋଜନ କରିବା ପାଇଁ ଅନୁରୋଧ କରାଯାଇଛି । ଜିଲ୍ଲାର ସର୍ବବିଧ ଉନ୍ନତି ପାଇଁ ଏଣୁ ଏଣିକି ନାଗରିକ କମିଟୀର ବିଭିନ୍ନ ସଭାରେ ଯୋଗଦାନ କରିବା ପାଇଁ ଜନପ୍ରତିିନିଧି ମାନଙ୍କୁ ଡକାଯିବା ପାଇଁ ନିଷ୍ପତ୍ତି ହୋଇଛି । ସଭାରେ ସଂପାଦକ ମଧୁସୁଦନ ନାୟକ, ଗୋପବନ୍ଧୁ ପୁରୋହିତ, ତରୁଣ କୁମାର ମିଶ୍ର, ପ୍ରଦୀପ ସାହୁ,ସୁମିତ ପୁରୋହିତ, ତ୍ରିନାଥ ସାହୁ, ଡା. ପ୍ରମୋଦ କୁମାର ମିଶ୍ର, ଅଂକୁଶ ପାଣ୍ଡିଆ,    ମୋତିଲାଲ ସାହୁ, ସତ୍ୟବାଦୀ ନାଏକ, ଆଦି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଶେଷରେ ସହ-ସଂପାଦକ ସୁନିଲ ଚନ୍ଦ୍ର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026

You Might Also Like