-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||     

HOME   ଜିଲ୍ଲା

ନିଟ୍ ପ୍ରଶ୍ନପତ୍ର ଲିକ ଘଟଣା,  କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ଆମ ଆଦମି ପାର୍ଟି

15-May-2026



ବଲାଙ୍ଗିର- ବଲାଙ୍ଗିର ଆମ ଆଦମୀ ପାର୍ଟି ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ମହାମହିମ ରାଷ୍ଟ୍ରପତି ଙ୍କୁ ବଲାଙ୍ଗିର ଜିଲ୍ଲାପାଳ ଙ୍କ ଜରିଆରେ ନିଟ୍ ପରୀକ୍ଷାରେ ଘଟିଥିବା ପେପର ଲିକ ଓ ସରକାରଙ୍କ ଅପାରଗତ ବିରୋଧରେ ଏବଂ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପଧାନଙ୍କ ଇସ୍ତାଫା ଦାବି ଙ୍କୁ ନେଇ ଦାବିପତ୍ର ଦିଆଯାଇଛି ଏବଂ ଶ୍ରୀ ପାଣ୍ଡେ କହିଛନ୍ତି ଦେଶର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରବେଶିକା ପରୀକ୍ଷା ନିଟ୍ ରେ ହୋଇଥିବା ପେପର ଲିକ୍ ଘଟଣା ଦେଶର ୨୨ ଲକ୍ଷ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତକୁ ଅନ୍ଧକାରରେ ପକାଇ ଦେଇଛି । ଏହା ଶିକ୍ଷା ବ୍ୟବସ୍ଥାର ନିସ୍ପକ୍ଷତା ଓ ପ୍ରତିଶୃତି ଉପରେ ଗୁରୁତର ପ୍ରଶ୍ନ ଉଠାଇଛି । କାରଣ ଏହି ସରକାର ସମୟରେ ଏହି ଘଟଣା ପ୍ରଥମ ନୁହେଁ ଅନେକ ଥର ବିଭିନ୍ନ ପରିକ୍ଷାର ବିଭିନ୍ନ ପେପର ଲିକ ହୋଇଛି ଖାସ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକାଳ ରେ ୨୦୨୧,୨୦୨୪, ୨୦୨୬ ରେ ଅନେକ ପେପର ଲିକ୍ ହୋଇଛି । ତେଣୁ ଏ ସରକାର ପରକ୍ଷା କରିବାରେ ମଧ୍ୟ ଆସକ୍ଷମ ବାରମ୍ବାର ପେପର ଲିକ୍ ହୋଉଛି ଏଥି ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଦାୟୀ ଏବଂ ସରକାର ଦାୟୀ ତେଣୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ପଦରୁ ବହିଷ୍କାର କରିବା ଉଚିତ । ଏହିପରି ଘଟଣାକୁ ରୋକିବାକୁ ସରକାର ବାରମ୍ବାର ବିଫଳ ହୋଇଥିବାରୁ ଛାତ୍ର ଛାତ୍ରୀ ଓ ତାଙ୍କ ପରିବାର ମନୋବେଦନା ଓ ଅନିଶ୍ଚିତତା ରେ ଅଛନ୍ତି । ଆମେ ଏହାକୁ ବିଜେପି ସରକାର ଡବଲ ଇଞ୍ଜିନ ସରକାରର ବୃହତ ଅପାରଗତା ଭାବେ ଦେଖୁଛୁ । ନିଟ୍ ପରୀକ୍ଷା ପେପର ଲିକ୍ ଘଟଣାରେ ଉଚ୍ଚ ସ୍ତରୀୟ ନିସ୍ପକ୍ଷ ତଦନ୍ତ କରାଯାଉ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରାଯାଉ, ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉ, ଛାତ୍ର ଛାତ୍ରୀଙ୍କ ନ୍ୟାୟ ପାଇଁ ପୁନଃ ପରୀକ୍ଷା କିମ୍ବା ଯୋଗ୍ୟ ବିକଳ୍ପ ବ୍ୟବସ୍ଥା କରାଯାଉ, ଭବିଷ୍ୟତରେ ଏପରି ଘଟଣା ନ ଘଟିବା ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଲାଗୁ କରାଯାଉ । ଏହି ଗୁରୁତର ସମସ୍ୟା ବିଷୟରେ ତୁରନ୍ତ ସରକାର ସ୍ପେସିଆଲ ଟିମ୍ କରି ତଦନ୍ତ କରୁ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଙ୍କୁ ବହିଷ୍କାର କରୁ ନଚେତ ବଲାଙ୍ଗିର ଆମ ଆଦମୀ ପାର୍ଟି ତରଫରୁ ଆଗାମୀ ଦିନରେ ତୀବ୍ର ଆନ୍ଦୋଳନ ହେବ । ଏହି କାର୍ଯ୍ୟକ୍ରମରେ ଆପ ବଲାଙ୍ଗିର ୟୁଥ ୱିଙ୍ଗ ଇନଚାର୍ଜ ରମାକାନ୍ତ ବେହେରା, ବଲାଙ୍ଗିର ବିଧାନସଭା ଜଏଣ୍ଟ ସେକ୍ରେଟାରୀ କାହ୍ନୁ କରଣ, ପଙ୍କଜ ସାହୁ, ପ୍ରମୋଦ ବହିଦାର, ବାଳକୃଷ୍ଣ ନାଏକ, ସୁନ୍ଦର ରାଇ ଏବଂ ଆହୁରି ପାର୍ଟି ର ସକ୍ରିୟ ସଦସ୍ୟ ସୁମନ୍ତ ବାଗ, ପ୍ରଦିପ ନାଗ, ଦିପେଶ ଝାଙ୍କର, ରାଧାମୋହନ ମାଝି ଆଦି ଉପସ୍ଥିତ ରହି କେନ୍ଦ୍ର ସରକାରକୁ ଦୃଢ ନିନ୍ଦା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026

You Might Also Like