-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସ୍ମାର୍ଟ ହାକାଥନ  ପ୍ରତିଯୋଗିତା 

15-May-2026



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲାସ୍ତରୀୟ ସ୍ମାର୍ଟ ହାକାଥନ ପ୍ରତିଯୋଗିତା ଓଡ଼ିଆ ପ୍ରେନର ସରକାରୀ ମହିଳା କଲେଜର  ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ୟୁନିସେଫ, ଷ୍ଟାର ଓ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ର ସହଯୋଗରେ ତଥା ବଲାଙ୍ଗୀର ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ.ଅରବିନ୍ଦ ଓଝା ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ନିଜ

ବକ୍ତବ୍ୟରେ ଅଧ୍ୟକ୍ଷ ଡଃ. ଓଝା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସମ୍ବନ୍ଧିତ କାର୍ଯ୍ୟକ୍ରମ ଦ୍ୱାରା ଛାତ୍ରଛାତ୍ରୀଙ୍କ ମନରେ ବୈଜ୍ଞାନିକ ଚିନ୍ତାଧାରା ସୃଷ୍ଟି ହୁଏ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ଏଡ଼ିଇଓ ରୀନା କୁମାରୀ ବେହେରା, ଏଡିଇଓ ସେବାଶ୍ରୀ ଭୋଇ, ବଲାଙ୍ଗୀର ବିଇଓ ନୀଳମଣି ପଟେଲ, ବେଲପଡା ବିଇଓ ଅଭିନଵ ମିଶ୍ର, ମୁରିବାହାଲ ବିଇଓ ଶାନ୍ତନୁ ପଢିହାରୀ, ପୁଇଁତଲା ବିଇଓ ରତ୍ନମୟୀ ପୁରୋହିତ, ଗୁଡଭେଳା ବିଇଓ ନମିତାରାଣୀ ଭୋଇ, ଡିପିଇଓ ପ୍ରଦୀପ ପାତ୍ର, ରାଜ୍ୟ ଶିକ୍ଷା ପରାମର୍ଶଦାତା, ୟୁନିସେଫ ଜୟା ଜ୍ୟୋତି ପଣ୍ଡା ପ୍ରମୁଖ ମଂଚାସୀନ ଥିଲେ। ପ୍ରକଳ୍ପ ଗୁଡିକ ବିପର୍ଯ୍ୟୟ ପରିଚାଳନା, ସାଇବର ସିକ୍ୟୁରିଟି, ସ୍ୱାସ୍ଥ୍ୟର ଯତ୍ନ,ଆବର୍ଜନା ପରିଚାଳନା,କୃଷି ଓ ଗ୍ରାମ୍ୟ ବିକାଶ, ଦୈନନ୍ଦିନ ଜୀବନର ସମାଧାନ ଉପରେ ପର୍ଯ୍ୟବେଶିତ ହୋଇଥିଲା। ବିଚାରକ ଭାବେ ଆଇଆଇଟି ପ୍ରତିନିଧି ଭୁବନେଶ୍ୱର ସୁଶାନ୍ତ ବଡ଼ଜେନା, ପାଟଣାଗଡ ଜବାହାରଲାଲ କଲେଜର ପ୍ରାଣୀବିଜ୍ଞାନ ବିଭାଗ ମୁଖ୍ୟ ରଶ୍ମି ରଞ୍ଜନ ମିଶ୍ର ଦାୟିତ୍ୱ ତୁଲାଇଥିଲେ। ଓଏଭି ପଥରଚେପାର ଛାତ୍ର ସୁଜ୍ଞାନ ଖମାରୀ, ସଂକେତ ସ୍ୱରୂପ ପାଢ଼ୀ ଓ ଆତିଥ୍ୟ ପୁଝାରୀ ପ୍ରଥମ ସ୍ଥାନ ଅଧିକାର କରି ୨୦ହଜାର ଟଙ୍କା ଆର୍ଥିକ ପୁରସ୍କାର ରାଶି ସହ ଟ୍ରଫି ଓ ପ୍ରମାଣପତ୍ର ଗ୍ରହଣ କରିଥିଲେ।ସେହିପରି ଓଏଭି ମୁରିବାହାଲର ଛାତ୍ର ଶିବ ମେହେର ଦ୍ଵିତୀୟ ସ୍ଥାନ ଅଧିକାର କରି ୧୫ହଜାର ଟଙ୍କା ଆର୍ଥିକ ରାଶି ଓ ତୃତୀୟ ସ୍ଥାନ ଓଏଭି, ମହିମୁଣ୍ଡାର ଛାତ୍ରୀ ବ୍ରହ୍ମଶ୍ରୀ ସାହୁ ୧୦ହଜାର ଟଙ୍କା ର ଆର୍ଥିକ ରାଶି ସହ ଟ୍ରଫି ଓ ପ୍ରମାଣପତ୍ର ଅତିଥିଙ୍କ ଠାରୁ ଗ୍ରହଣ କରିଥିଲେ।ଉଦଯାପନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ଯୋଗଦେଇ

ହାକାଥନ କେବଳ ଏକ ପ୍ରତିଯୋଗିତା ନୁହେଁ, ଏହା ନୂତନ ଚିନ୍ତାଧାରା, ସୃଜନଶୀଳତା ଓ ପ୍ରଯୁକ୍ତି ମାଧ୍ୟମରେ ସମସ୍ୟାର ସମାଧାନ ଖୋଜିବାର ଏକ ସୁନ୍ଦର ମଞ୍ଚ ବୋଲି କହିବା ସହ ସମାଜକୁ ନୂତନ ଦିଗଦର୍ଶନ ଦେବାରେ ଏଭଳି କାର୍ଯ୍ୟକ୍ରମ ସହାୟକ ହୋଇଥାଏ ବୋଲି କହିଥିଲେ। ଏହି ଅବସରରେ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ତରଫରୁ ଏହି ହାକାଥନ କାର୍ଯ୍ୟକ୍ରମର ସ୍ୱତନ୍ତ୍ର ନିୟୁଜ ବୁଲେଟିନ ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚନ ହୋଇଥିଲା।ବରିଷ୍ଠ ବିଜ୍ଞାନ ଶିକ୍ଷକ ରାମଗୋପାଳ ଖମାରୀ ଶର୍ମା ଉଭୟ କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ ଜିଲ୍ଲା ବିଜ୍ଞାନ ତତ୍ୱାବଧାରକ ନବଘନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like