-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||     

HOME   ଜିଲ୍ଲା

୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଚତୁର୍ଥ ଦିବସ

15-May-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ୍ ଠାରେ ୧୪ ବର୍ଷ ରୁ କମ ବାଳକ ଓ ବାଳିକା ଫୁଟବଲ ଟୁର୍ଣ୍ଣାମେଣ୍ଟ ମୁଖ୍ୟମନ୍ତ୍ରୀ ଟ୍ରଫି ର ଚତୁର୍ଥ ଦିବସ ର ଖେଳ ଅନୁଷ୍ଟିତ ହୋଇ ଥିଲା l ଫୁଟବଲ ଆସୋସିଏସନ ଅଫ ଓଡିଶା, କ୍ରୀଡା ଓ ଯୁବ ସେବା ବିଭାଗ ଓଡିଶା ସରକାର, ଜ଼ିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ଓ ଡିଷ୍ଟ୍ରିକ୍ଟ  ଏଥେଲେଟିକ ଆସୋସିଏସନ ସୁବର୍ଣ୍ଣପୁର ପକ୍ଷରୁ ଆୟୋଜିତ ହୋଇଥିବା ଆଜି ର ପ୍ରଥମ ମ୍ୟାଚ ବା ଟର୍ଣ୍ଣl ମେଣ୍ଟ ର ୧୬ ନମ୍ବର ମ୍ୟାଚ ରେ ସୋନପୁର ରାମଧୁନ କ୍ଳବ C ଓ ଡୁଙ୍ଗୁରିପାଲି ବ୍ଳକ ମଧ୍ୟରେ ଅନୁଷ୍ଟିତ ହୋଇଥିଲା। ରାମଧୁନ କ୍ଳବ C 3-0  ଗୋଲରେ ବିଜୟୀ ହୋଇଥିଲା। ୧୮ ନମ୍ବର ମ୍ୟାଚ  ରେ ରାମ ଧୂନ୍ କ୍ଲବ୍ ଓ ଏମ୍ ଏମ୍ ୱାଈ ସି ତରଭା ବ୍ଲକ୍ ମଧ୍ୟରେ ଅନୁଷ୍ଟିତ ହୋଇ ଖେଳ ବରାବର ହୋଇଥିଲା l ୧୯  ନମ୍ବର ମ୍ୟାଚ ରେ ତରଭା ବ୍ଲକ୍ ଓ ରାମ ଧୂନ୍ କ୍ଲବ୍ A ମଧ୍ୟରେ ଅନୁଷ୍ଟିତ ହୋଇ ଥିଲା l ରାମ ଧୂନ୍ ୧-୦ ରେ ବିଜୟୀ ହୋଇଛି l ୨୦ ନମ୍ୱର ମ୍ୟାଚ ରେ ମା ଚର୍ଦେଇ କ୍ଲବ ବିନିକା କୁ ୨-୦ ଗୋଲ ରେ ହରାଇ  ସୋନପୁର ବ୍ଲକ ବିଜୟୀ ହୋଇ ଥିଲା l ୨୧ ନମ୍ବର ମ୍ୟାଚ ରେ ବିନିକା ବ୍ଲକ୍ ଓ ରାମ ଧୂନ୍ କ୍ଲବ୍ C ମଧ୍ୟରେ ଖେଳ ଅନୁଷ୍ଟିତ  ହୋଇ ଖେଳ ବରାବର ହୋଇଥିଲା  l ସଞ୍ଜୀବ ସାହୁ, ପ୍ରଶାନ୍ତ ସେଠୀ, ସୁମିତ୍ ମହାଲିଂ, ଶ୍ରବଣ ବିଶ୍ଵାଳ, ଅନିତା ମହାକୁଡ, ଅନିଲ ଭୋଇ ଓ ରାଜେଶ ଥନାପତି ଖେଳ ପରିଚାଳନା କରିଥିଲେ l  ଆଜିର ଖେଳ ରେ ଅତିଥି ଭାବେ ଜିଲ୍ଲା ସୁଚନା ଓ ଲୋକ ସଂପର୍କ ଅଧିକାରୀ ମିସ୍ ପ୍ରିତୀ ସୁନା  ଯୋଗ ଦେଇ ଖେଳ ଉଦ୍ଘାଟନ କରିଥିଲେ l କ୍ରୀଡ଼ା ସଂଘ ବରିଷ୍ଠ ସଦସ୍ୟ ମନୋରଞ୍ଜନ ତ୍ରିପାଠୀ ଓ ଦିଗାମ୍ବର ଶତପଥି ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l ମ୍ୟାଚ କମିଶନର ଭାବେ ଜିତେନ୍ଦ୍ର ଥନାପତି, ଓ ସିଲେକ୍ଟର ଭାବେ ଭୁକୁଲୁ ବକ୍ସି ଦାୟିତ୍ୱ ଗ୍ରହଣ କରିଥିଲେ l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ କୁମାର ପଣ୍ଡା ଙ୍କ ତତ୍ତ୍ଵl ବଧାନ ରେ ସମସ୍ତ ଖେଳ ଅୟୋଜନ କରା ଯାଇଥିବା ବେଳେ ବିକାଶ ପଣ୍ଡା, ସଂତୋଷ ପାଢ଼ୀ, ବୁବୁନ୍ ନାଏକ୍, ସଞ୍ଜୟ ପୁଟେଲ, ଶ୍ରୀକାନ୍ତ ନାଏକ୍, ରିପୁନ୍ ନାଏକ୍, ବାଲ ଗୋପାଳ ମିଶ୍ର, ଚାପ ତାଣ୍ଡିଆ, ଶିବ ଷlଣ୍ଢ, ଅନୀଲ ସାହୁ, ଅମିତ୍ ସାହୁ, ଚନ୍ଦନ ବେହେରା ପ୍ରମୁଖ କ୍ରୀଡ଼ା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026

You Might Also Like