-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ରାଜ୍ୟ

ମହାପାତ୍ର ନୀଳମଣି ସାହୁଙ୍କ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର

16-May-2026



ସୁବର୍ଣ୍ଣପୁର(ପ୍ରେରଣା ଖବର): କେନ୍ଦ୍ର ସାହିତ୍ୟ ଅକାଦମୀ ଓ ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୁଲ୍ୟରେ ବିଶିଷ୍ଟ ସାରସ୍ୱତ ସାଧକ ମହାପାତ୍ର ନୀଳମଣି ସାହୁଙ୍କ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସାହିତ୍ୟ ଅକାଦମୀ ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ଆବାହକ ଡକ୍ଟର ଗୌରହରି ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡକ୍ଟର ନୃପରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଡକ୍ଟର ଦାସ ତାଙ୍କ ବକ୍ତବ୍ୟରେ ପ୍ରଫେସର ନୀଳମଣି ସାହୁ ସୃଷ୍ଟି 

ସଂପର୍କରେ ଆଲୋକପାତ କରିଥିଲେ। ମୁଖ୍ୟ ଅତିଥି ଡକ୍ଟର ସାହୁ ତାଙ୍କ ବକ୍ତବ୍ୟରେ ସୁବର୍ଣ୍ଣ ପୁର ମାଟିର ବିରାଟ ଐତିହ୍ୟ ବିଷୟରେ କହିବା ସହ,କେନ୍ଦ୍ର ସାହିତ୍ୟ ଅକାଦମୀର ଏ ଆଲୋଚନାଚକ୍ର ସୁବର୍ଣ୍ଣ ପୁରର ସାହିତ୍ୟିକ ପରିବେଶକୁ ସମୃଦ୍ଧ କରିବ ବୋଲି ଆଶା ବ୍ୟକ୍ତ କରିଥିଲେ।ଏହି ଆଲୋଚନା ଚକ୍ରକୁ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ଆନୁଷ୍ଠାନିକ ଭାବରେ ଉଦଘାଟନ କରିବା ସହ ତାଙ୍କ ବକ୍ତବ୍ୟରେ କହିଥିଲେ, ମହାପାତ୍ର ନୀଳମଣି ସାହୁ ଜଣେ ମହାନ ସାହିତ୍ୟିକ ଥିଲେ ଏବଂ ତାଙ୍କ ସାହିତ୍ୟରେ ମଣିଷ ଜୀବନର ଉତ୍ତରଣ ନିହାତି ଘଟିବ ବୋଲି ଆଲୋକପାତ କରିଥିଲେ। ପ୍ରଫେସର କାଳିଦାସ 

ମିଶ୍ର ମୂଳ ବକ୍ତବ୍ୟରେ ମହାପାତ୍ର ନୀଳମଣି ସାହୁଙ୍କ ସାମଗ୍ରିକ କୃତିର ତାତ୍ତ୍ୱିକ ବିଶ୍ଳେଷଣ କରିଥିଲେ।ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ଡକ୍ଟର ମନୋଜ କୁମାର ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସାହିତ୍ୟ ଅକାଦମୀର ସହାୟକ ସମ୍ପାଦକ କ୍ଷେତ୍ରବାସୀ ନାଏକ ସ୍ବାଗତ ଭାଷଣ ଦେଇଥିଲେ।ପ୍ରଥମ ଅଧିବେଶନରେ ପ୍ରଫେସର ବିଜୟ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ପ୍ରବନ୍ଧ ପାଠ କରିଥିଲେ ଚିରଶ୍ରୀ ଇଦ୍ରସିଂ, ଡକ୍ଟର ଦେବାଶିଷ ମହାପାତ୍ର ଓ ଡକ୍ଟର ଦେବାଶିଷ ପାଣ୍ଡିଆ ସେହିପରି ଦ୍ୱିତୀୟ ଅଧିବେଶନରେ ଅଧ୍ୟକ୍ଷତା କରିଥିଲେ ଡଃ ଅରବିନ୍ଦ ରାୟ ଏବଂ ପ୍ରବନ୍ଧ ପାଠ କରିଥିଲେ ଭାଗୀରଥି ମିଶ୍ର ଓ ଡଃ ପୁରୁଷେତ୍ତମ ମିଶ୍ର। ଉଦ୍ଘାଟନୀ ଅଧିବେଶନରେ ଧନ୍ୟବାଦ ଅର୍ପଣ କରିଥିଲେ ଡଃ ସୈରଭ ରଞ୍ଜନ ଖମାରୀ ଓ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ପ୍ରଦ୍ୟୁମ୍ନ ସାହୁ ଓ ଲକ୍ଷ୍ମୀ ନାରାୟଣ ସାହୁ। ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ କୋଶଳ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like