-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||     

HOME   ଜିଲ୍ଲା

ବରପାଲି ଶୀତଳ ଷଷ୍ଠୀ ଯାତ୍ରା ମୋହୋତ୍ସବର ପ୍ରଶାସନିକ ବୈଠକ,

16-May-2026



ବରପାଲି  (ସୁଦାମ ଦୀପ )
ବରଗଡ ଜିଲ୍ଲା ବରପାଲି ପ୍ରସିଦ୍ଧ ୧୪୯ ତମ      ଶୀତଷଷ୍ଠୀ ଯାତ୍ରା ପାଇଁ ଗତ ୧୫ ତାରିଖ ଶୁକ୍ରବାର ଦିନ ସନ୍ଧ୍ୟା ୫ ସମୟରେ ପ୍ରଶାସନିକ ବୈଠକ ଅନୁଷ୍ଠିତ ହୋଇଯାଇଛି  l ବରଗଡ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେଙ୍କ ଅଧ୍ୟକ୍ଷତାରେ ତହସିଲ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକ ରେ  ଯାତ୍ରା କମିଟିର ଅଧ୍ୟକ୍ଷ ତଥା ବିଜେପୁର ବିଧାୟକ ସନତ କୁମାର ଗଡତିଆ ଯୋଗ ଦେଇଥିଲେ l ଆସନ୍ତା ମାସ ୧୫ ରୁ ୨୧ ତାରିଖ  ପର୍ଯ୍ୟନ୍ତ  ବରପାଲିର ଏହି ଯାତ୍ରା କିପରି ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବ ସେନେଇ ଆଲୋଚନା ହୋଇଥିଲା l ମୁଖ୍ୟ ଟ୍ରାଫିକ ନୀୟତ୍ରଣ, ପାନୀୟଜଳ ଯୋଗାଣ, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର, ଯାନବାହାନର ପାର୍କିଂ, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ରାସ୍ତା ନିର୍ମାଣ, ନାଳ ନର୍ଦ୍ଦମା ସଫେଇ, ମିନା ବଜାର, ସମେତ ଜନ ଗହଳି ସ୍ଥାନରେ ଅସ୍ଥାୟୀ ପରିସ୍ରାଗାର, ତଥା ଟ୍ରାଫିକ ପୋଲିସ ଓ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୋଲିସ ମୁତୟନ ଆଦି ଉପରେ ଆଲୋଚନା ହୋଇଥିଲା l ବୈଠକ ରେ ତହସିଲଦାର ରୁକ୍ମଣ ମେହେର, ଅତିରିକ୍ତ ତହସିଲଦାର ଆଲିଶା ବାର୍ଲା, ବିଡ଼ିଓ ସୁମନ୍ତ କୁମ୍ଭାର, ନଗର ପାଲ ଦିନେଶ ଗହିର,     ଏନଏସି କାର୍ଯ୍ୟ ନିର୍ବାହ ଅଧିକାରୀ ଭୁବନ କୁମାର ଶତପଥୀ, ପୁଲିସ ଆଇଆଇସିପ୍ରମୋଦ କୁମାର ସାହୁ, ଯାତ୍ରା କମିଟିର ସଭାପତି ଆନନ୍ଦ ବାବୁ, ସଂପାଦକ ଜୟନ୍ତ ତ୍ରିପାଠୀ, ଚଳିତ ବର୍ଷର ପାର୍ବତୀ ବିବାହ କମିଟିର  ସଭାପତି, ସମ୍ପାଦକ, ଚଳିତ ବର୍ଷର କନ୍ୟା ପିତା, ବିଦ୍ୟୁତ, ସ୍ବାସ୍ଥ୍ୟ, ଜନ ସ୍ଵାସ୍ଥ୍ୟ, ଅଗ୍ନିଶମ ବିଭାଗ ଆଦି ବହୁ ଅଧିକାରୀ ଯୋଗ ଦେଇ ଥିଲେ l ଚଳିତ ବର୍ଷର ଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ତଥା ଜନସାଧାରଣଙ୍କ ସାହାଯ୍ୟ ସହଯୋଗ ପାଇଁ ବିଧାୟକ ନିବେଦନ କରିଥିଲେ l  ପ୍ରିଣ୍ଟ ମିଡିଆ, ଏଲେଲୋକ୍ଟ୍ରୋନିସ ମିଡିଆ, ଏଵଂ ବିଭିନ୍ନ ଖବକାଗଜର ପ୍ରତିନିଧି ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026

You Might Also Like