-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ଅଂଚଳରେ ମିଳୁନି ଡିଜେଲ ପେଟ୍ରୋଲ ପମ୍ପରେ ଗ୍ରାହକଙ୍କ ଲମ୍ବା ଧାଡି

16-May-2026



ନବରଙ୍ଗପୁର:-(ପ୍ରିୟଦର୍ଶିନୀ ପାତ୍ର)
ବର୍ତ୍ତମାନ ପେଟ୍ରୋଲ ପମ୍ପଗୁଡ଼ିକରେ ପ୍ରବଳ ଭିଡ଼ ଦେଖୁବାକୁ ମିଳୁଛି। ପେଟ୍ରୋଲ ଓ ଡିଜେର ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି । ରୋଷେଇ ଗ୍ୟାସ ପାଇଁ ଲୋକେ ଧାଡି ଲଗାଇବା ପରେ ଏବେ ପେଟ୍ରୋଲ ଡିଜେଲ ନେବା ପାଇଁ ଚାଲିଛି ପ୍ରତିଯୋଗିତା । ଲମ୍ବା ଧାତିରେ ଦାର୍ଘ ସମୟ ଧରି ଛିଡା ହୋଇ ତେଲ ପକାଉଛନ୍ତି |ଡାବୁଗାଁ ଅଞ୍ଚଳ ର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିବାକୁ ବସିଲାଣି। ଅଂଚଳରେ ୪ ଟି ପେଟ୍ରୋଲ ପମ୍ପ ଥିବା ବେଳେ ୨ଟି ପେଟ୍ରୋଲ ପମ୍ପରେ ତେଲ ମିଳୁଛୁ | | ତାହା ପୁଣି ବାଇକ କୁ ୨୦୦ ଓ କାର କୁ ୫୦୦ ଟଙ୍କାରୁ ଅଧୂକ ଦିଆ ଯାଉନଥିବା ସୂଚନା ମିଳୁଛି ।  ଏଭଳି ସ୍ଥିତିରେ ଯେଉଁ କେତେକ ପେଟ୍ରୋଲ ପମ୍ପ ଖୋଲା ରହିଛି। ସେଠାରେ ଗ୍ରାହକଙ୍କର  ଅସମ୍ଭାଳ ଭିଡ଼ ଦେଖ‌ିବାକୁ ମିଳୁଛି । ଲୋକଙ୍କୁ ପ୍ରାୟ ଘଣ୍ଟା ଘଣ୍ଟା କାଳ ଲମ୍ବା ଲାଇନରେ ଛିଡ଼ା ହେବାକୁ ପଡ଼ୁଛି । ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବା ପରେ ଯାଇ ଲୋକଙ୍କୁ ତେଲ ମିଳୁଛି। ଆଗକୁ ପେଟ୍ରୋଲ ଡିଜେଲ ମିଳିବକି ନାହିଁ ଗ୍ରାହକମାନେ ସେହି ଆଶଙ୍କାରେ ଥିବାରୁ ପେଟ୍ରୋଲ ନେବା ପାଇଁ ଲମ୍ବା ଲାଇନ ରେ ରହୁଛନ୍ତି। ଆଗ ଭଳି ନିଜ ଇଚ୍ଛାରେ ତେଲ ମିଳୁନି। ଅଶୋଧୂତ ତୈଳ ଦର ବୃଦ୍ଧି ହେତୁ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତନ ଦେଖାଯିବା ଏକ ଚିନ୍ତାର ବିଷୟ । ପେଟ୍ରୋଲ ଡିଜେଲ ଦର ବଢ଼ିଲେ ପରିବହନ ଗାଡ଼ିର ଭଡ଼ା ବୃଦ୍ଧି ପାଇବ । ପରିବହନ ଖର୍ଚ୍ଚ ବଢ଼ିବା ଯୋଗୁଁ ବଜାରରେ ଫଳ, ପନି ପନିପରିବା ଏବଂ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ଦର ମଧ୍ଯ ବୃଦ୍ଧି ପାଇବାର ଆଶଙ୍କା ଦେଖା ଦେଲାନି ।ତେଲ ଦର ବୃଦ୍ଧି ସିଧାସଳଖ  ଭାବେ ସାଧାରଣ ଜନତାଙ୍କ ପକେଟ୍ ଉପରେ ଚାପ ପକାଇଥାଏ  ଏବଂ  ବଜାରରେ ସାମଗ୍ରି ମହଙ୍ଗା ମାଡ଼ ଦେଖାଯାଏ ।ତେଣୁ ଦେଶର ପ୍ରଧାନମନ୍ତ୍ରୀ ଙ୍କ ଆପିଲାକୁ ଅଣଦେଖା ନକରି ବର୍ତ୍ତମାନ ସାଧାରଣ ଜନତାଅଧ୍ୟ ସତର୍କତା ଅବଲମ୍ବନ କରି ଦେଶର ହିତ ପାଇଁ ଚିନ୍ତା କରିବା ସମୟ ଆସିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026

You Might Also Like