-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ଅଂଚଳରେ ସ୍ୱାମୀର ସୁନ୍ଦର ଏବଂ ନିରାମୟ ଜୀବନ ପାଇଁ ମହିଳା ମାନେ ପାଳିଲେ ସାବିତ୍ରୀ ବ୍ରତ

16-May-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ପବିତ୍ର ସାବିତ୍ରୀ ବ୍ରତ ଅବସରରେ ସମଗ୍ର ରାଜ୍ୟ ଚଳଚଞ୍ଚଳ ହୋଇଉଠିଥିବା ବେଳେ ଏଥିରୁ ବାଦ ପଡିନି ଡାବୁଗାଁ ଅଞ୍ଚଳ । ସଖାଲୁ ଉଠି ବିବାହିତା ମହିଳାମାନେ ଉପବାସ ଧାରଣ କରି ପୁଷ୍ପ ଫଳମୂଳ ସହ, ଶଙ୍ଖା, ସିନ୍ଦୁର ଧରି ବିଭିନ୍ନ ମନ୍ଦିର ଯାଇ ପୂଜା କରିବା ସହ ଘରମାନଙ୍କରେ ପବିତ୍ର ସାବିତ୍ରୀ ବ୍ରତ କଲେ। ସାବିତ୍ରୀ ନିଜର ପତିବ୍ରତା ବଳରେ ଯମରାଜଙ୍କ ଠାରୁ ସ୍ବାମୀ ସତ୍ୟବାନଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇ ପାରିଥିଲେ । ଏଥିପାଇଁ ଆଜି ସଧବା ନାରୀମାନେ ସାବିତ୍ରୀ ବ୍ରତ ଧାରଣ କରି ପ୍ରଭୁଙ୍କ ନିକଟରେ ନିଜ ସ୍ବାମୀଙ୍କର ନିରୋଗ ତଥା ଦୀର୍ଘ ଜୀବନ କାମନା କରିଥାନ୍ତି।ବ୍ରତ ସରିବା ପରେ ମହିଳା ମାନେ ସ୍ୱାମୀଙ୍କ ଆଶ୍ରିବାଦ ନେଇ ଫଳମୂଳ ଖାଇଥିବା ମଧ୍ୟ ଦେଖିବାକୁ ମିଳିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like