-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ପେଟ୍ରୋଲ, ଡିଜେଲ, ସିଏନଜି ରନ୍ଧନ ଗ୍ୟାସ ଦର ବୃଦ୍ଧି ବିରୁଦ୍ଧରେ ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ

16-May-2026



କଟକ(ତପନ ମହାନ୍ତି):  ଅନ୍ତର୍ଜାତୀୟ ତୈଳ ସଙ୍କଟ ଆଳରେ ଗତ ୩ ଦିନଧରି କେନ୍ଦ୍ର ଓ ରାଜ୍ୟ ବିଜେପି ସରକାର ସମଗ୍ର ଦେଶରେ ତେଲ ଟାଙ୍କି ମାନଙ୍କରେ ପରିକଳ୍ପିତ ଭାବରେ ଅଚଳାବସ୍ଥା ସୃଷ୍ଟି କରିବାପରେ ଗତକାଲି ପେଟ୍ରୋଲ, ଡିଜେଲ ଓ ସିଏନଜି ଦରବୃଦ୍ଧି କରିଛନ୍ତି। ଏହା ପୂର୍ବରୁ ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଆଳରେ କେନ୍ଦ୍ର ସରକାର ଘରୋଇ ଓ ବ୍ୟବସାୟିକ ରନ୍ଧନ ଗ୍ୟାସ ର ମୂଲ୍ୟ ବୃଦ୍ଧି କରିଥିଲେ। ପେଟ୍ରୋଲ , ଡିଜେଲ ଓ ସିଏନଜି ଦରବୃଦ୍ଧି ଫଳରେ ବସ୍ ଭଡ଼ା, ଅଟୋ ଭଡ଼ା ସମେତ ସମସ୍ତ ଚାଉଳ, ଡାଲି, ତେଲ ସମେତ ସମସ୍ତ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରବୃଦ୍ଧି ଘଟିଛି। ଗୋଟିଏ ଦିଗରେ ସାଧାରଣ ଲୋକଙ୍କର ଚାକିରି ଯାଉଚି, ଆୟ ହ୍ରାସ ପାଉଛି,  ବେକାରୀ ଉଦବେଗଜନକ ହୋଇଚି। ଅନ୍ୟଦିଗରେ ବ୍ୟାପକ  ଦରବୃଦ୍ଧି ଫଳରେ ସାଧାରଣ ଲୋକଙ୍କ ପାଇଁ ବେଡି

ଉପରେ କୋରଡ଼ା ମାଡ଼ ସଦୃଶ ହୋଇଚି। ଏହି ଭଳି ପରିସ୍ଥିତିରେ ତୁରନ୍ତ ପେଟ୍ରୋଲ ପମ୍ପ ମାନଙ୍କରେ ପରିସ୍ଥିତି ସ୍ୱାଭାବିକ କରିବା ଓ ବର୍ଦ୍ଧିତ ପେଟ୍ରୋଲ, ଡିଜେଲ, ସିଏନଜି ଓ ରନ୍ଧନ ଗ୍ୟାସ୍ ର ଦର ହ୍ରାସ କରିବା ଦାବିରେ ଆଜି ଏସୟୁସିଆଇ ( କମ୍ୟୁନିଷ୍ଟ) କଟକ ଜିଲ୍ଲା କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲ୍ଲା ସମ୍ପାଦକ ବିଶ୍ୱାବସୁ ଦାସ ଙ୍କ ନେତୃତ୍ୱରେ ଅନୁଷ୍ଟିତ ଏହି ବିକ୍ଷୋଭରେ ଖଗେଶ୍ବର ସେଠୀ, ରାଜକିଶୋର ମଲ୍ଲିକ, ବବି ବଳବନ୍ତରାୟ,ବସନ୍ତ ନାୟକ, ଭାଗ୍ୟରବି ଦାସ, ଦିପକ ଦାସ, ବିନୋଦ ସେଠୀ, ତରୁଣସେନ ନାୟକ, ଇଶା ଧର, ସୌଭାଗ୍ୟ ସାମଲ, ଅକ୍ଷୟ ରାଉଳ, ଶୁଭସ୍ମିତା ସାହୁ, ଆଇନଜୀବୀ ପ୍ରତାପ ମିଶ୍ର, ସିପ୍ରା ମହାନ୍ତି,  ସ୍ୱାଧିନୀ ବେହେରା, ଜୋତ୍ସାରାଣୀ ଦାସ,  ଭାଗ୍ୟଶ୍ରୀ ପ୍ରଧାନ, ରାଜେଶ ରାଉତ ପ୍ରମୁଖ ନେତୃତ୍ୱ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like