-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||     

HOME   ଜିଲ୍ଲା

*ଜବାଗୁଡା ଗ୍ରାମରେ କାଳବୈଶାଖୀର ତାଣ୍ଡବ ତେନ୍ତୁଳି ଗଛପଡି 3ଟି ଘର ଭାଙ୍ଗିଲା ଅଲ୍ପକେ ବର୍ତ୍ତିଲେ ପରିବାର ବର୍ଗ*

16-May-2026



ନବରଙ୍ଗପୁର :(ପ୍ରିୟଦର୍ଶିନୀ ପାତ୍ର)
-ଡାବୁଗାଁ ବ୍ଲକ ଜବାଗୁଡା ଗ୍ରାମରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଅପରାହ୍ନ ରେ ଘଡଘଡି ସହ ପବନ ବର୍ଷା ହେବା ଯୋଗୁଁ ଭାଙ୍ଗିଲା ବିରାଟ କାୟ ତେନ୍ତୁଳି ଗଛ । ତେନ୍ତୁଳି ଗଛ ପଡିବାରୁ ୩ଟି ଘର ଭଙ୍ଗୀ ଯାଇଛି। ଘରଗୁଡିକ ହେଲା ଜବାଗୁଡା ଗ୍ରାମର ଜଗଦିଶ ଗୌଡ଼, ଦଶମତ ଗୌଡ଼ ଓ ସୁଦର ଗୌଡ଼ଙ୍କ। ଯାହାବି ହେଉ ଆଜି ମରଣ ମୁଖରୁ ଅଲ୍ପକେ ବର୍ତ୍ତିଯାଇଥିଲେ 3ଟି ପରିବାର । ଏଭଳି ହରିଜନ ସାହିର ସୁବାସ ମିର୍ଗାନଙ୍କ ଘରର ଆଜବେଷ୍ଟ ଟିଣ ଭାଙ୍ଗି ଯାଇଥିଲା ପବନ ବର୍ଷାରେ ଏବଂ ଘରର ଜିନିଷ ପାତ୍ର ନଷ୍ଟ ହୋଇଯାଇଛି। ଏହି ଘଟଣା ବିଷୟରେ ସୂଚନା ପାଇ ଘଟଣା ସ୍ଥଳରେ ଜବାଗୁଡା ପଂଚାୟତ ର ସରପଞ୍ଚ ରଘୁନାଥ ଭତ୍ରା ପହଞ୍ଚି ଏହାର ତଦନ୍ତ କରିଥିଲେ ଏବଂ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ  ସରକାରୀ ସାହାଯ୍ୟ ଯୋଗାଇଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି  ଏବଂ ଡାବୁଗାଁ ଅଗ୍ନିଶମ ବାହିନୀକୁ ଯୋଗାଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026

You Might Also Like