-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||     

HOME   ରାଜ୍ୟ

ଝାରପଡ଼ା ଜେଲ୍‌ ଫେରିଲେ ବିଧାୟକ ପ୍ରଦୀପ

08-Feb-2021



ବ୍ରହ୍ମପୁର/କୁକୁଡ଼ାଖଣ୍ଡି (ପ୍ରେରଣା ଖବର) : ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ଘଟଣାରେ ଗିରଫ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ଆଜି ବ୍ରହ୍ମପୁରରୁ ଭୁବନେଶ୍ବର ସ୍ଥିତ ଝାରପଡ଼ା ଜେଲ୍‌କୁ ସ୍ଥାନାନ୍ତର କରାଯାଇଛି। ଆଜି ସକାଳ ପ୍ରାୟ ସାଢ଼େ ୮ଟା ବେଳେ ପୁଲିସ ଟିମ୍‌ ବିଧାୟକ ପ୍ରଦୀପଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରରୁ କଡ଼ା ସୁରକ୍ଷା ବଳୟରେ ଭୁବନେଶ୍ବର ଅଭିମୁଖେ ବାହାରିଥିଲା। ପ୍ରଥମେ ତାଙ୍କୁ କୁକୁଡ଼ାଖଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ତାଙ୍କର କୋଭିଡ୍‌ ପରୀକ୍ଷା କରାଯାଇ ସେଠାରୁ ଭୁବନେଶ୍ବର ନିଆଯାଇଥିଲା। ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ଘଟଣାରେ ବିଧାୟକ ପ୍ରଦୀପଙ୍କୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା। ଗୋଳନ୍ଥରା ଥାନାରେ ମଧ୍ୟ ତାଙ୍କ ନାମରେ ୩ଟି ଠକେଇ ମାମଲା ରୁଜୁ ହୋଇଥିଲା। ଏହି ୩ଟି ମାମଲାରେ ରିମାଣ୍ଡ ଯୋଡ଼ିବା ପାଇଁ ଗୋଳନ୍ଥରା ଥାନା ପୁଲିସ କୋର୍ଟରେ ଆବେଦନ କରିଥିଲା। ବିଧାୟକ ପ୍ରଦୀପଙ୍କୁ ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରିବା ପାଇଁ ଅନୁମତି ମିଳିଥିଲା। ବ୍ରହ୍ମପୁର ପୁଲିସର ଏକ ଟିମ୍‌ ଗତ ଗୁରୁବାର ଭୁବନେଶ୍ବର ଯାଇ ଝାରପଡ଼ା ଜେଲ୍‌ରୁ ବିଧାୟକ ପ୍ରଦୀପଙ୍କୁ ବ୍ରହ୍ମପୁର ଆଣିଥିଲା। ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରି ତାଙ୍କ ନାମରେ ଅନ୍ୟ ୩ଟି ଠକେଇ ମାମଲା ଯୋଡ଼ା ଯାଇଥିଲା। ବିଧାୟକ ପ୍ରଦୀପ ୩ଦିନ ଧରି ବ୍ରହ୍ମପୁର ମଣ୍ଡଳ କାରାଗାରରେ ରହିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି ପୁଣିଥରେ ବିଧାୟକ ପ୍ରଦୀପଙ୍କୁ ଭୁବନେଶ୍ବର ସ୍ଥିତ ଝାରପଡ଼ା ଜେଲ୍‌କୁ ସ୍ଥାନାନ୍ତର କରାଯାଇଛି। ବ୍ରହ୍ମପୁରରେ ବିଧାୟକ ପ୍ରଦୀପଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ଦୀପକ ପଟ୍ଟନାୟକ, ଅସିତ ଶତପଥୀ ଓ ସୁଜାତା ପାଣିଗ୍ରାହୀ ମକଦ୍ଦମା ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026

You Might Also Like