-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||     

HOME   ଜିଲ୍ଲା

ଡୁଡୁକା ରେ କଳାବୈଶାଖୀ ର ତାଣ୍ଡବ, ଉଡ଼ିଗଲା ଆଜବେଷ୍ଟସ ଛପର, ଚିନ୍ତାରେ ଦୁଗ୍ଧ ଚାଷୀ

16-May-2026



ଆଗଲପୁର, (ବିନୋଦ ଦୀପ)  ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଡୁଡୁକା ଗ୍ରାମ ର ମହିଳା ଦୁଗ୍ଧ ଚାଷୀ ହେଉଛନ୍ତି ଶ୍ରୀମତୀ ଯଶୋବନ୍ତି ନାଏକ l ସେ ଗୋ-ସୁଗମ ଯୋଜନା ରେ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଡୁଡୁକା ଶାଖା ରୁ ଚଉଦ ଲକ୍ଷ ଚଉରାସୀ ହଜାର ଋଣ ଆକାରରେ ଆଣି ଏକ ଡ଼ାଇରୀ ଫାର୍ମ ସ୍ଥାପନ କରିଥିଲେ l ଗତ ବୁଧବାର ସନ୍ଧ୍ୟା ରେ କାଳ ବୈଶାଖୀ ତାଣ୍ଡବ ଝଡତୋଫାନ ରେ ଡ଼ାଇରୀ ଫାର୍ମ ର ଆଜବେଷ୍ଟସ ଛପର ଉଡି ଭାଙ୍ଗି ନଷ୍ଟ ହୋଇଯାଇଥିବା ଫାର୍ମ ର ମାଲିକାଣି ଶ୍ରୀମତୀ ଯଶୋବନ୍ତି ନାଏକ ଅଭିଯୋଗ କରିଛନ୍ତି l

ବ୍ୟକ୍ତିଗତ ଗୋ ସୁଗମ ଯୋଜନା ରେ ଯଶୋବନ୍ତି ଋଣ ଆଣି ଡ଼ାଇରୀ ଫାର୍ମ ନିର୍ମାଣ କରିଥିଲେ।ବର୍ତ୍ତମାନ ଫାର୍ମ ର ଛପର ସହ କାନ୍ଥ ନଷ୍ଟ ହୋଇଥିବାରୁ ଆଗକୁ ଗାଇ ବାଛୁରୀ ଆଣି ପାଳନ କରିବା କଷ୍ଟକର ହେବ ବୋଲି ଶ୍ରୀମତୀ ନାଏକ ଚିନ୍ତାପ୍ରକଟ କରିଛନ୍ତି l ଶ୍ରୀମତୀ ନାଏକ ଙ୍କ ଉପରେ ବ୍ୟାଙ୍କ କରଜ ଥିବା ଏବଂ ନିଜେ ଗରିବ ଶ୍ରେଣୀ ର ହୋଇଥିବାରୁ ଉକ୍ତ ଫାର୍ମ କୁ ମରାମତି କରିବା ତାଙ୍କ ପକ୍ଷେ ସମ୍ଭବ ହୋଇପାରୁନାହିଁ।ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ସରକାରୀ ସହାୟତା ପ୍ରଦାନ କରିବାକୁ ସେ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like