-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ପି. ଡି.ଏସ ବଣ୍ଟନ ପାଇଁ ସବ୍ ସେଣ୍ଟର୍ ସ୍ଥାନ ଚିହ୍ନଟ      

16-May-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ଗ୍ରାମ ପଞ୍ଚାୟତ ଟି 11 ଖଣ୍ଡ ଗ୍ରାମ କୁ ନେଇ ଗଠିତ ଓ ସେଗୁଡିକ ହେଲା ଭରସୂଜା , ପିପିଲିପାଲି , ଦର୍ଲି ପାଲି , ଗଣ୍ଡପ।ଳୀ, ବିନ୍ଧାପ।ଳି, ମନୁପାଲି , ଜେମାପାଲି , ବାଦିପାଳି , ଗୁଣ୍ଡୁରୁମୁଣ୍ଡା , ସଂସା, ଜେମାପାଲି ଗୁହୁରିଆପଦର୍ କୁ ନେଇ ଗଠିତ l ଭରସୂଜା ଗ୍ରାମ ପଞ୍ଚାୟତ କାର୍ଯ୍ୟ।ଲୟ  ଗଠନ ହେବା ଦିନ ଠାରୁ ଏହି ଠାରେ ପି ଡି ଏସ ଚାଉଳ ବଣ୍ଟନ କରାଯାଇଥାଏ ।ଫଳରେ ଗୁଣ୍ଡରୁମୁଣ୍ଡା ,ସଂଶ।, ଜେମାପାଲି, ବାଦିପାଳି , ଗୁହୂରିଆପଦର , ବିନ୍ଧାପ।ଳି ଗ୍ରାମ ଭୌଗଳିକ ଦୃଷ୍ଟି କୋଣରୁ ଦୂର ପଡ଼ିଥାଏ l ଏହି କାରଣରୁ ହିତାଧିକାରୀ ମାନେ ବଣ୍ଟନ ଚାଉଳ ଆଣିବାରେ ବହୁତ୍ ଅସୁବିଧାର ସମ୍ମୁଖିନ ହେବାକୁ ପଡ଼ିଥାଏ । ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହଳୀଙ୍ଗ ଙ୍କ ଦୃଷ୍ଟିଗୋଚର କୁ ଆଣିଥିଲେ । ଏହି ସମସ୍ୟା କୁ ଗୁରୁତର ଭାବେ ମନ୍ତ୍ରୀ ହୃଦୟଙ୍ଗମ କରି ପଦକ୍ଷେପ ନେବା ସହ  ଆଗଲପୁର ବି ଡି ଓ ମହାପାତ୍ର କୁଲଦୀପ ମହାନ୍ତି, ଯୋଗାଣ ଅଧିକାରୀ ଚନ୍ଦନ ସ୍ୱାଇ , ପି ଇ ଓ ବଳରାମ ଧରୁଆ ଙ୍କୁ ନିର୍ଦ୍ଦେଶ ଦେଇ ସ୍ଥାନ ଚିହ୍ନଟ କରିବା ପାଇଁ ଆଦେଶ ଦେଇଥିଲେ । ଏହାପରେ ବିଡ଼ିଓ, ଯୋଗାଣ ବିଭାଗ ଅଧିକାରୀ, ପି ଇ ଓ ବିନ୍ଧ।ପ।ଳି ବଜାର ପଡିଆ ନିକଟସ୍ଥ ସୁବିଧା କେନ୍ଦ୍ର କୁ ଚିହ୍ନଟ କରି ଥିଲେ । ଆଗାମୀ ଦିନ ଠାରୁ ପି ଡି ଏସ ଏବଂ ସରକାରୀ ସୁବିଧା  ୭ ଖଣ୍ଡ ଗ୍ରାମ ର ଲୋକ ପାଇପାରିବେ ଓ ଉପକୃତ ହେବେ ବୋଲି ସୂଚନା ଦେଇଥିଲେ। ଏହି ସମସ୍ୟା କୁ ଦୀର୍ଘ ଦିନ ରୁ ସାକାର ହୋଇଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କୁ ଅଞ୍ଚଳବାସୀ ଶୁଭେଚ୍ଛା ଜ୍ଞାପନ ସହ ସାଧୁବାଦ୍ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like