-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଗିରଫ ନ ହେଲେ ବିଧାନସଭା ଘେରାଉ ଚେତାବନୀ ଦେଲା ବିଜେଡି

17-May-2026




କଟକ(ତପନ ମହାନ୍ତି) ଟାଙ୍ଗୀ-ଚୌଦ୍ବାର ବ୍ଲକ୍‌ରେ ୨ ଭାଜପା ନେତାଙ୍କ ହାଇଡ୍ରାମା ଅରିନ୍ଦମ, ଅଭୟଙ୍କ ବିରୋଧରେ ମାମଲା ରୁଜୁ

ଗିରଫ ନ ହେଲେ ବିଧାନସଭା ଘେରାଉ ଚେତାବନୀ ଦେଲା ବିଜେଡି
ଟାଙ୍ଗୀ - ଚୌଦ୍ବାର ବ୍ଳକରେ ୨ ଭାଜପା ନେତାଙ୍କ ହାଇଡ୍ରାମା ଘଟଣାକୁ ୨ ନେତାଙ୍କ ବିରୋଧରେ ବ୍ଲକ ପ୍ରଶାସନ ଓ ବିଜେଡି ବ୍ଲକ ଚେୟାରମ୍ୟାନଙ୍କ ପକ୍ଷରୁ ଟାଙ୍ଗୀ ଥାନାରେ ଏତଲା ଦିଆଯାଇଛି। ଅରିନ୍ଦମ ରାୟ ଓ ଅଭୟ ବାରିକଙ୍କୁ ତୁରନ୍ତ ଗିରଫ କରିବା ସହିତ ସୋସିଆଲ ମିଡିଆରେ ଭାଇରାଲ ଭିଡିଓକୁ ତଦନ୍ତ କରି ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଏତଲାରେ

ଟାଙ୍ଗୀ ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଉଛି।

ଦର୍ଶାଯାଇଛି। ୨ ଦିନ ମଧ୍ୟରେ ଗିରଫ ନ ହେଲେ ସୋମବାର ବ୍ଲକ ପ୍ରଶାସନ ପକ୍ଷରୁ କଲମଛାଡ଼ ଆନ୍ଦୋଳନ କରିବାକୁ ସୂଚଚା ଦେଇଥିବା ବେଳେ ଦରକାର ପଡିଲେ ବିଧାନସଭା ଘେରାଉ କରିବ ବୋଲି ବିଜେଡି ପକ୍ଷରୁ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି। ଏ ନେଇ ଟାଙ୍ଗୀ ଥାନାରେ ଦୁଇଟି ପୃଥକ ମାମଲା ରୁଜୁ ହୋଇଛି। ସୂଚନା ମୁତାବକ, ଗତ ୧୩ ତାରିଖରେ ଟାଙ୍ଗୀ - ଚୌଦ୍ବାର ବ୍ଲକ କାର୍ଯ୍ୟାଳୟରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

ହୋଇଥିଲା। ବୈଠକରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଟାଙ୍ଗୀ -ସାଲେପୁର ବିଧାୟକ ପ୍ରଶାନ୍ତ ବେହେରାଙ୍କୁ ନିମନ୍ତ୍ରିତ କରାଯାଇଥିବା ବେଳେ ଭାଜପାରି ଆତ୍ମା ଅଧ୍ୟକ୍ଷଙ୍କୁ ନିମନ୍ତ୍ରିତ କରାଯାଇ ନ ଥିଲା । ଏହାକୁ ନେଇ ଆଠଗଡ଼ ଓ ଟାଙ୍ଗୀ - ସାଲେପୁର ଭାଜପା ନେତା ଅଭୟ ବାରିକ ଏବଂ ଅରିନ୍ଦମ ରାୟ ସେମାନଙ୍କ ବହୁ କର୍ମୀ ପୋଲିସ ଉପସ୍ଥିତିରେ ମୁଖ୍ୟଗେଟକୁ ଠେଲି ଧସେଇ ପଶିଥିଲେ। ଟାଙ୍ଗା-

ଚୌଦ୍ଵାର ବ୍ଲକ କାର୍ଯ୍ୟାଳୟରେ ହୋହଲ୍ଲା କରିବା ସହିତ ଏବିଡିଓ ଏବଂ ମହିଳା ଅଧିକାରୀଙ୍କୁ ଦୁର୍ବ୍ଯବହାର କରିଥିଲେ। ତମର ଜ୍ଞାନଗରିମା କେତେ ରାଜା ସ୍ବାଇଁ ଓ ପ୍ରଶାନ୍ତ ବେହେରା କିଏ ଏହି ବ୍ଲକକୁ ଡାକୁଛି, ଅଥଚ ଆମ ପ୍ରତିନିଧିଙ୍କୁ କାହିଁକି ଅଣଦେଖା କରୁଛ ବୋଲି ପ୍ରଶ୍ନ କରିବା ସହ ଆଙ୍ଗୁଠି ଦେଖାଇ ଅଶ୍ଳୀଳ ଭାଷାରେ ଗାଳି କରିବାକୁ ମଧ୍ୟ ପଛାଇ ନ ଥିଲେ। ଏତଲା ଦେବା ସମୟରେ ବ୍ଲକ ଚେୟାରମ୍ୟାନ ମୀନାକ୍ଷୀ ଦାସ, ଜନ୍ମୋଜୟ ଖୁଲାର, ରାଜେଶ ରଞ୍ଜନ ଷଡଙ୍ଗୀ, କୃଷ୍ଣ ଚନ୍ଦ୍ର ଦାସ, ଧୀରେନ୍ଦ୍ର ଜେଠୀ, ତିର୍ଥାନନ୍ଦ ସୁବୁଦ୍ଧିରାୟ, ନିବାସ ପାଣ୍ଡବ, ତପସ୍ବୀ ସାହୁ, ସ୍ବରୂପ ନାୟକ ପ୍ରମୁଖଙ୍କ ସହିତ ଶତାଧ‌ିକ ବିଜେଡି କର୍ମୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like