-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଅଙ୍ଗନଦୀ ବାଲି ଚୋରାଚାଲାଣ♦️ ୫ ହଇୱା ଅଟକ 

17-May-2026



ସାଲେଭଟା(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଆଗଲପୁର (ଡୁଡୁକା)ବ୍ଳକରେ ପ୍ରବାହିତ ଅଙ୍ଗନଦୀ ବାଲି ଚୋରାଚାଲାଣ ହେଉଥିବା ଅଭିଯୋଗ ହେଉଆସୁଥିବା ବେଳେ ୫ହାଇୱା ଅଟକ ରାଖାଯାଇଛି। ବଲାଙ୍ଗୀର ଜିଲ୍ଲାପାଳ ଓ ଏସପିଙ୍କ ନିର୍ଦ୍ଦେଶ କ୍ରମେ ବାଲିଘାଟ ମାନଙ୍କରେ ମିଡ୍ ନାଇଟ ଅପରେସନ କରାଯାଇଥିଲା। ଆଗଲପୁର ଥାନା ନଅଗାଁ(କ)ଠାରୁ ଲୋଇସିଂହା ଥାନା ସାଲେଭଟା ଫାଣ୍ଡି କୁଟାସିଂହା ପର୍ଯ୍ୟନ୍ତ ପ୍ରବାହିତ ଅଙ୍ଗନଦୀ ବାଲିଘାଟ ମାନଙ୍କ ରେ ବାଲିମାଫିଆଙ୍କ ଲୁଟତରାଜ ଚାଲିଥିବା ସାମନାକୁ ଆସିଥିଲା। ଆଇନ୍ ବ୍ୟବସ୍ଥା ଆଖିରେ ଧୁଳିଦେଇ ବର୍ଷବର୍ଷ ବେଆଇନ୍ ଭାବରେ ଜେସିବି ଲଗାଯାଇ ହାଇୱାରେ ବାଲିଚାଲଣ କରାଯାଇଛି। ଅଗଲପୁର ଥାନା ନଅଗାଁ(କ), ବାଞ୍ଜିପାଲି, ଫଟାମୁଣ୍ଡା,ଫାସଡ, ସାଲେଭଟା, ତେନ୍ତୁଲିଗାଁ ଆଦି ସରକାରୀ ଆକାରରେ ବାଲିଘାଟ ରହିଥିବା ବେଳ ମୁରଶୁଣ୍ଢୀ ପହଣ୍ଡି,ଶୁଖା ଆଦି ବେଆଇନ ଭାବରେ ବାଲିମାଫିଆମାନେ ନିଜ ମନଇଚ୍ଛା ମୁତାବକ  ବାଲିଘଟ ତିଆରିକରି ବେଆଇନ ଭାବରେ ଏଠାରୁ ରାଜ୍ୟବାହାର ଛତିଶଗଡ ପର୍ଯ୍ୟନ୍ତ ବାଲିଚାଲଣ କରୁଥିବା ଅଭିଯୋଗ ହୋଇଆସୁଛି। ସବୁ ଯାଣି ପ୍ରଶାସନ ନିରବଦ୍ରଷ୍ଟା ରହିଥିବା ଅଭିଯୋଗ ହୋଇଆସୁଥିଲା। ବର୍ଷବର୍ଷ ଧରି ବେଆଇନ ବାଲିଚାଲଣ କରାଯାଉଥିବାରୁ କୋଟିକୋଟି ଟଙ୍କାର ରାଜସ୍ୱହାନି ହେଉଛି।

 ରାତିରେ ମିଡନାଇଟ୍ ଅପରେସନ କରି ଚଢ଼ାଉ କରାଯାଇଛି। ଆଗଲପୁର ରେ ୩ ହାଇୱା ଓ ସାଲେଭଟା ଫାଣ୍ଡିରେ ୨ହାଇୱା ଅଟକ ରଖାଯାଇଛି। ବେଆଇନ ଭାବେ ବାଲିଚାଲଣ  କରୁଥିବା ଓଡି୦୩ଏ ବି ୧୩୧୩ ଓ ଓଡି୦୩ଏ ଏଚ୍‌୮୨୩୪ ନମ୍ବର ହାଇୱାକୁ ସାଲେଭଟା ଫାଣ୍ଡିରେ ଅଟକ ରାଖାଯାଇଛି ବୋଲି ସାଲେଭଟା ଫାଣ୍ଡି ପକ୍ଷରୁ ସୁଚନା ଦିଆଯାଇଛି।
 


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like