-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ରାଜ୍ୟ

ଟ୍ରାକ୍ଟରରୁ ପଡ଼ି ଶ୍ରମିକ ମୃତ, ଶବକୁ ବୁଦାକୁ ଫିଙ୍ଗିଦେଲେ!

08-Feb-2021



 

ବିଜେପୁର (ପ୍ରେରଣା ଖବର): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ୍‌ ସାଇପାଲି ପଂଚାୟତ ପୁଟୁକା ଗ୍ରାମର ଭୀମ ରାୟ(୨୩) ଶନିବାର ସଂଧ୍ୟାରେ ଟ୍ରାକ୍ଟରରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଭୀମ କଟାପାଲି ଗ୍ରାମର ଜନୈକ ଟ୍ରାକ୍ଟର ମାଲିକଙ୍କଠାରେ କାମ କରୁଥିଲେ। ପୁଟୁକିଗ୍ରିଂଜେଲରୁ ବାଲି ଆଣି ଫେରୁଥିବା ବେଳେ ସେ ଟ୍ରାକ୍ଟର ଟ୍ରଲିରୁ ଖସି ପଡ଼ିଥିଲେ। ଫଳରେ ଟ୍ରାକ୍ଟରର ପଛ ଚକାରେ ତାଙ୍କ ମୁଣ୍ତ ପିଟି ହୋଇ ଘଟଣାସ୍ଥଳରେ ପ୍ରାଣବାୟୁ ଉଡିଯାଇଥିଲା। ଏହି ସମୟରେ ଟ୍ରାକ୍ଟରର ମାଲିକ ନିଜେ ଗାଡ଼ି ଚଳାଉଥିଲେ। ଭୀମଙ୍କ ମୃତ୍ୟୁ ହୋଇଯିବା ଜାଣି ଟ୍ରାକ୍ଟର ମାଲିକ ଶବକୁ ବୁଦା ଉହାଡ଼କୁ ଫିଙ୍ଗି ଦେଇଥିବାର ଅଭିଯୋଗ ହୋଇଛି। ବିଜେପୁର ପୁଲିସ୍‌ ଖବର ପାଇ ଶବକୁ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ବରଗଡ଼ ପଠାଇଥିବାର ସୂଚନା ମିଳିଛି। ଟ୍ରାକ୍ଟର ମାଲିକଙ୍କ ସମେତ ଦୁଇ ଜଣଙ୍କୁ ପୁଲିସ୍‌ ଥାନାରେ ଆଣି ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like