-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ରାଜ୍ୟ

ଅପରାଧୀଙ୍କ ନିକଟରେ ଖୁବ୍ ଶୀଘ୍ର ପହଂଚି କାବୁ କରିବା ପାଇଁ ନୂଆବାଜର ଛକରେ ପୋଲିସ ପକ୍ଷରୁ ମକ ଡ୍ରିଲ୍

17-May-2026



କଟକ (ତପନ ମହାନ୍ତି):  ବାଲିଅନ୍ତାରେ ଜିଆରପି କନେଷ୍ଟବଳ ଙ୍କୁ ପିଟିପିଟି ହତ୍ଯା କରାଯିବା ଘଟଣାକୁ ନେଇ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ପୋଲିସ ଡିଜି ଶ୍ରୀ ଖୁରାନିଆଙ୍କୁ ସତର୍କ ଓ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ତାଗିଦ୍ କରିବା ପରେ  ଏବେ ପୂରା ଆକ୍ସନ ମୋଡ଼ରେ  କମିଶନରେଟ୍ ପୋଲିସ। ଆଇନଶୃଙ୍ଖଳା ପରିସ୍ଥିତିର ସୁଧାର ଓ ଜନସାଧାରଣଙ୍କ ସୁରକ୍ଷାକୁ ଅଧିକ କଡ଼ାକଡ଼ି କରିବା ପାଇଁ ପୋଲିସ ନିଜର ତତ୍ପରତା ପ୍ରକାଶ କରିଛି। ସବୁ ଥାନା ଅଧିକାରୀ ମାନଙ୍କୁ

କଡାକଡି କରାଯାଇଛି ଆଉ ତ୍ରାହି ନାହିଁ କ୍ରାଇମ ଘଟାଉଥିବା ଅପରାଧୀ ମାନଙ୍କୁ । ଏଥର ଅପରାଧୀ ମାନଙ୍କ ଉପରେ ପୋଲିସ କଡା ନଜର ରଖିବ । ରାତି ସାଢ଼େ ୧୦ ପରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ । ଅପରାଧୀ କିପରି ରୋକା

ଯାଇପାରିବ ଘନ ଘନ ବୈଠକ ପୋଲିସ ଭବନରେ  ଚାଲିଛି ।  ଯଦି ଭବିଷ୍ୟତରେ କୌଣସି ସ୍ଥାନରେ ଏଭଳି ଅପ୍ରୀତିକର କିମ୍ବା ହିଂସାତ୍ମକ ପରିସ୍ଥିତି ଉପୁଜେ, ତେବେ ପୋଲିସ କିଭଳି କମ୍ ସମୟ ମଧ୍ୟରେ ଘଟଣାସ୍ଥଳରେ ପହଞ୍ଚିବ, ସେ ନେଇ କଟକ ଡିସିପିଙ୍କ ନିର୍ଦ୍ଦେଶ  କ୍ରମେ ଜୋନ୍-୫ ଏସିପି ସୁଧାଂଶୁ ଜେନା ଏବଂ ଅଧୀନରେ ଥିବା ସମସ୍ତ ଥାନା ଅଧିକାରୀମାନେ କେତେ ଶୀଘ୍ର ଘଟଣା ସ୍ଥଳରେ ପହଞ୍ଚି ଅପରାଧୀଙ୍କୁ କାବୁ କରି ପାରୁଛନ୍ତି ଆଜି ନୂଆବାଜର ଛକରେ ମକ ଡ୍ରିଲ କରି ଡ଼ମି  କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like